• Latest
  • Trending
କେତେ ଟଙ୍କାରେ କେଉଁ ସୁବିଧା ମିଳୁଛି ଜେଲରେ? ବନ୍ଦୀଙ୍କୁ ଆକ୍ରମଣ ଘଟଣାରେ ଆରମ୍ଭ ହେବ ତଦନ୍ତ

କେତେ ଟଙ୍କାରେ କେଉଁ ସୁବିଧା ମିଳୁଛି ଜେଲରେ? ବନ୍ଦୀଙ୍କୁ ଆକ୍ରମଣ ଘଟଣାରେ ଆରମ୍ଭ ହେବ ତଦନ୍ତ

Sep-02-2024 02:01 PM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-25-2025 09:36 AM IST
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

Dec-25-2025 09:20 AM IST
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

Dec-24-2025 09:09 AM IST

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

Dec-24-2025 08:57 AM IST
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

Dec-24-2025 08:43 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-24-2025 08:33 AM IST
ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

Dec-23-2025 03:30 PM IST

ଗ୍ୟାସ୍ ଚାମ୍ବର ପାଲଟିଛି ଦିଲ୍ଲୀ, ବିପଦ ସଙ୍କେତ ଦେଉଛି ଭୁବନେଶ୍ୱର

Dec-23-2025 02:10 PM IST
ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

Dec-23-2025 09:22 AM IST
କ’ଣ କହୁଛି ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ଭାଗ୍ୟ

Dec-23-2025 09:04 AM IST
  • About
  • Careers
  • Contact Us
Thursday, December 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

କେତେ ଟଙ୍କାରେ କେଉଁ ସୁବିଧା ମିଳୁଛି ଜେଲରେ? ବନ୍ଦୀଙ୍କୁ ଆକ୍ରମଣ ଘଟଣାରେ ଆରମ୍ଭ ହେବ ତଦନ୍ତ

by M M
Sep-02-2024 02:01 PM IST
in ଅପରାଧ, ରାଜ୍ୟ
0
କେତେ ଟଙ୍କାରେ କେଉଁ ସୁବିଧା ମିଳୁଛି ଜେଲରେ? ବନ୍ଦୀଙ୍କୁ ଆକ୍ରମଣ ଘଟଣାରେ ଆରମ୍ଭ ହେବ ତଦନ୍ତ
491
SHARES
1.4k
VIEWS
Share on FacebookShare on Twitter

ଜେଲରେ ଗଞ୍ଜେଇ ଭର୍ତ୍ତି ବିଡି ଗୋଟା ୨୦୦ ଟଙ୍କାରେ ବିକ୍ରି ହେଉଛି କି ? ଅୟସରେ ରହିବା ସୁବିଧା ସୁଯୋଗ ଯୋଗାଇଦେବା ପାଇଁ ୫୦୦୦୦ ଟଙ୍କା ନିଆଯାଉଛି କି ? ଟେଲିଫୋନ୍‌ ପାଇଁ ୫୦୦୦ ଟଙ୍କା ଦେବାକୁ ପଡ଼ୁଛି କି? ସାକ୍ଷାତ ପାଇଁ ମାସକୁ ୧୦ ହଜାର ଦେବାକୁ ପଡ଼ୁଛି କି ?  ରୁମ୍‌ରେ କୁଲର ଓ ଭଲ ଖାଇବା ପାଇଁ ଅତିରିକ୍ତ ଚାର୍ଜ ଦେବାକୁ ପଡ଼ୁଛି କି? ଏସବୁର ଏବେ ତଦନ୍ତ ହେବ । ବଳ ଯାହାର ରାଜ୍ୟ ତାହାର ନ୍ୟାୟ ଚାଲିଛି କି ଜେଲରେ । ମାଡ଼ପିଟାରେ କଏଦୀଙ୍କ ମୁଣ୍ଡ ଫାଟିବା ପରେ ଏବେ ଚାରିଆଡେ ଏହି ଚର୍ଚା ହେଉଛି ।

ଜେଲ୍‌ରେ ବନ୍ଦୀଙ୍କୁ ଆକ୍ରମଣ ପରେ ଏବେ ତନାଘନା ଆରମ୍ଭ ହୋଇଛି ।  ଝାରପଡ଼ା ଜେଲରେ ବିଚାରାଧିନ କଏଦୀ ସୌମ୍ୟକାନ୍ତ ମହାନ୍ତିଙ୍କୁ ଆକ୍ରମଣ କାହିଁକି ହେଲା ତାହାକୁ ନେଇ ତଦନ୍ତ କରାଯିବ ।  ଜେକେମିତି ଓ କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା, ଝାରପଡ଼ା ଜେଲ୍‌ ଯାଇ ତାହାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବେ ଡିଆଇଜି ଅନୁସୟା ଜେନା।ଜେଲର ଗୁମର ଫିଟାଇବାରୁ ଗ୍ୟାଙ୍ଗଷ୍ଟର ହାଇଦରର ପୁଅ ମୁନା ଓ ତାଙ୍କ ଗ୍ୟାଙ୍ଗ ବିଚାରାଧୀନ କଏଦୀ ସୌମ୍ୟକାନ୍ତ ମହାନ୍ତିଙ୍କୁ ମାଡ଼ ମାରି ଲହୁଲୁହାଣ କରିଥିବା ଅଭିଯୋଗ ହୋଇଛି। ଜେଲ୍‌ ଭିତରେ କଏଦୀଙ୍କ ସୁରକ୍ଷାଙ୍କୁ ନେଇ ପ୍ରଶ୍ନ ଉଠିଛି ।  କିଛି ଅଧିକାରୀ ବି ଏଥିରେ ସାମିଲ ଥିବା ଅଭିଯୋଗ ହେଉଛି। ଏହି ଘଟଣାକୁ ନେଇ  ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଜେଲ୍ ବିଭାଗ ଏଡିଜି ଅମିତାଭ ଠାକୁର। କଟକ ଡିଭିଜନ୍ ଡିଆଇଜି ଅନୁସୟା ଜେନା ଏହି ମାମଲାର ତଦନ୍ତ କରିବେ।

ଝାରପଡ଼ା ଜେଲରେ ବିଚାରାଧୀନ କଏଦୀ ଥିବା ସୌମ୍ୟକାନ୍ତ ମହାନ୍ତି କିଛି ଦିନ ତଳେ ଭୁବନେଶ୍ୱର ଜିଲ୍ଲା ଆଇନ୍‌ ସେବା ପ୍ରାଧିକରଣ(DLSA)ଙ୍କୁ ଚିଠି ଲେଖି ଜେଲ୍‌ ଭିତରର ଗୁମର ଜଣାଇଥିଲେ। ଯେଉଁଥିରେ ଲେଖା ରହିଥିଲା ଯେ ଜେଲ୍‌ ଭିତରେ ଗଞ୍ଜେଇ ଭର୍ତ୍ତି ବିଡି ଗୋଟା ୨୦୦ ଟଙ୍କାରେ ବିକ୍ରି ହେଉଛି। ଏହାଛଡ଼ା ଉନ୍ନତ ଧରଣର ରହିବା ସୁବିଧା ସୁଯୋଗ ଯୋଗାଇଦେବା ପାଇଁ ୫୦୦୦୦ ଟଙ୍କା, ଟେଲିଫୋନ୍‌ ପାଇଁ ୫୦୦୦ ଟଙ୍କା, ମୁଲାକାତ ପାଇଁ ମାସକୁ ୧୦ ହଜାର, ରୁମ୍‌ରେ କୁଲର ଓ ଭଲ ଖାଇବା ପାଇଁ ଅତିରିକ୍ତ ଚାର୍ଜ ଦେବାକୁ ପଡ଼ୁଥିବା ନେଇ ସେ ଚିଠିରେ ଉଲ୍ଲେଖ କରିଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
December 25, 2025, 10:09 PM
 

ESE
Mainly clear
18°C
0.8 m/s
Apparent: 19°C
Pressure: 1016 mb
Humidity: 94%
Winds: 0.8 m/s ESE
Windgusts: 7.1 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:13 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

December 25, 2025
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

December 25, 2025
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

December 24, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom