• Latest
  • Trending
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

Oct-22-2025 03:25 PM IST
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

Dec-12-2025 07:35 PM IST
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Dec-12-2025 07:14 AM IST

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

Dec-11-2025 07:10 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-11-2025 06:11 AM IST
ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

Dec-10-2025 11:01 PM IST
  • About
  • Careers
  • Contact Us
Friday, December 12, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ

ଅଭିଯୋଗ ଆଣିଲା ରାଜ୍ୟ ବିଜେପି

by M M
Oct-22-2025 03:25 PM IST
in ରାଜ୍ୟ
0
ଅପରାଧିକ ମାମଲାର ସୂଚନା ଦେଇନାହାଁନ୍ତି ଘାସିରାମ
499
SHARES
1.4k
VIEWS
Share on FacebookShare on Twitter

ନୂଆପଡ଼ା ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ନାମରେ ଥିବା ୨ଟି ଅଭିଯୋଗର ତଥ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ ହୋଇଥିବା ବିଜେପି ଅଭିଯୋଗ କରିଛି । ଘାସିରାମ ଦେଇଥିବା ସତ୍ୟପାଠରେ ଦୁଇଟି ମାମଲା ବିଷୟରେ ଉଲ୍ଲେଖ ନାହିଁ। ସେ ଉପନିର୍ବାଚନ ପାଇଁ ଦାଖଲ କରିଥିବା ସତ୍ୟପାଠରେ ୨ ମାମଲା ସମ୍ପର୍କରେ ଜାଣିଶୁଣି ଉଲ୍ଲେଖ କରିନାହାନ୍ତି। ଏହା ଜନପ୍ରତିନିଧି ଆଇନ-୧୯୫୧ର ଧାରା ୧୨୫-‘କ’ ଅନୁଯାୟୀ ଧର୍ତ୍ତବ୍ୟ ଅପରାଧ। ତେଣୁ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ ସହ ତାଙ୍କ ନାମାଙ୍କନପତ୍ର ନାକଚହେବା ଉଚିତ ବୋଲି ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଭାଜପା ପକ୍ଷରୁ ଦାବି କରାଯାଇଛି। ଭାଜପା ରାଜ୍ୟ ଉପସଭାପତି ଯତୀନ ମହାନ୍ତି କହିଛନ୍ତି, ଯେଉଁ କଂଗ୍ରେସରେ ଆଭ୍ୟନ୍ତରୀଣ ଗଣତନ୍ତ୍ର ନାହିଁ, ସେ ଦଳର ନେତାମାନେ ସମ୍ବିଧାନର ମୂଲ୍ୟ କେମିତି ବୁଝିବେ। ନିଜ ମୂଳ ବିଚାରଧାରାରୁ କଂଗ୍ରେସ ସମ୍ପୂର୍ଣ୍ଣ ଓହରିଯାଇଛି। କଂଗ୍ରେସ ଅପରାଧୀ ଏବଂ ଅସାମାଜିକ ତତ୍ତ୍ୱର ଆଡ୍ଡାସ୍ଥଳୀ ପାଲଟିଛି।

Share200Tweet125
M M

M M

ଆଜିର ପାଗ

Bhubaneswar
December 12, 2025, 9:37 PM
 

E
Clear sky
17°C
0.8 m/s
Apparent: 15°C
Pressure: 1015 mb
Humidity: 86%
Winds: 0.8 m/s E
Windgusts: 3.8 m/s
UV-Index: 0
Precip.: 0mm /0% / Rain
Sunrise: 6:12 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 12, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

December 11, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom