• Latest
  • Trending
ଆସନ୍ତାକାଲିଠୁ ପୁରୀରେ ଆରମ୍ଭ ହେବ ଗ୍ଲୋବାଲ ଏନର୍ଜି ଲିଡର୍ସ ସମ୍ମିଳନୀ

ଆସନ୍ତାକାଲିଠୁ ପୁରୀରେ ଆରମ୍ଭ ହେବ ଗ୍ଲୋବାଲ ଏନର୍ଜି ଲିଡର୍ସ ସମ୍ମିଳନୀ

Dec-04-2025 03:47 PM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ଆସନ୍ତାକାଲିଠୁ ପୁରୀରେ ଆରମ୍ଭ ହେବ ଗ୍ଲୋବାଲ ଏନର୍ଜି ଲିଡର୍ସ ସମ୍ମିଳନୀ

by M M
Dec-04-2025 03:47 PM IST
in ରାଜ୍ୟ
0
ଆସନ୍ତାକାଲିଠୁ ପୁରୀରେ ଆରମ୍ଭ ହେବ ଗ୍ଲୋବାଲ ଏନର୍ଜି ଲିଡର୍ସ ସମ୍ମିଳନୀ
492
SHARES
1.4k
VIEWS
Share on FacebookShare on Twitter

ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଓ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଆସନ୍ତା କାଲିଠୁ ତିନି ଦିନିଆ ଗ୍ଲୋବାଲ ଏନର୍ଜି ଲିଡ଼ର୍ସ ସମ୍ମିଳନୀ 2025 ଆୟୋଜିତ ହେବ । 7 ତାରିଖ ପର୍ଯ୍ୟନ୍ତ ଏହି ସମ୍ମିଳନୀ ଚାଲିବ । ପ୍ରଥମ ଥର ପାଇଁ ଭାରତରେ ଏଭଳି ସମ୍ମିଳନୀ ହେଉଛି ।  ଏଥିରେ ଦେଶ ବିଦେଶରୁ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କେ ଭି ସିଂହଦେଓ । ସେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦିଙ୍କ ଲକ୍ଷ୍ୟ ରହିଛି ଶୂନ କାର୍ବନ ନିର୍ଗମନ । ଏହି ଲକ୍ଷ୍ୟ ପୂରଣ ପାଇଁ ଆମେ ସମସ୍ତେ କାର୍ଯ୍ୟ କରୁଛୁ ଏବଂ ଏହି ସମ୍ମିଳନୀ ଆୟୋଜନ କରାଯାଇଛି । ଏଥିରେ ଭାରତର ଅନେକ ରାଜ୍ୟର ଶକ୍ତିମନ୍ତ୍ରୀ ମାନେ ଯୋଗଦେବେ ଏବଂ ଅଧିବେଶନକୁ ସମ୍ବୋଧିତ ମଧ୍ୟ କରିବେ। ଏହି ପରିପ୍ରେକ୍ଷୀରେ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ସମ୍ମିଳନୀ ଭାରତର ଶକ୍ତି କ୍ଷେତ୍ରରେ ନିବେଶ ତଥା ପ୍ରୋତ୍ସାହନ ନିମନ୍ତେ ଏକ ସୁନ୍ଦର ପ୍ଲାଟଫର୍ମ ଯୋଗାଇ ଦେବ ଏବଂ ପରିବେଶ ସହିତ ଅର୍ଥନୀତିର ସାମଞ୍ଜସ୍ୟ ରଖି ଉତ୍କୃଷ୍ଟ ଓଡିଶା ଗଠନ ଦିଗରେ ସହାୟକ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ  । ସେହିପରି ଏହି ସମ୍ମିଳନୀରେ ବିଭିନ୍ନ ଅଧିବେଶନ ରହିଛି। ଏଥିରେ ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟର ପ୍ରଦର୍ଶନ ମଧ୍ୟ ହେବ।

କେନ୍ଦ୍ର ମନ୍ତ୍ରୀ  ପ୍ରହଲ୍ଲାଦ ଯୋଶୀ ଏହି ସମ୍ମିଳନୀରେ ଯୋଗ ଦେବେ ।  ଭାରତର ଶକ୍ତି ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ନବୀକରଣଯୋଗ୍ୟ ଶକ୍ତି କ୍ଷେତ୍ରର ମହତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋଚନା ହେବ ।  ଏଥିସହ ଏହି କ୍ଷେତ୍ରରେ ଅଭିବୃଦ୍ଧିର ବିସ୍ତୃତ ସମ୍ଭାବନା ସମ୍ପର୍କରେ ମଧ୍ୟ ବର୍ଣ୍ଣନା ହେବ । ଦେଶରେ ବୃଦ୍ଧି ପାଉଥିବା ଶକ୍ତି ଚାହିଦା ଏବଂ ପରିବେଶ ଜନିତ ଲକ୍ଷ୍ୟ ହାସଲ କରିବା ପାଇଁ ଅକ୍ଷୟ ଶକ୍ତି ପଦକ୍ଷେପକୁ ବ୍ୟାପକ କରିବା ଦିଗରେ ସରକାରଙ୍କ ପ୍ରତିବଦ୍ଧତା ଉପରେ ଆଲୋଚନା କରାଯିବ ।

Share197Tweet123
M M

M M

ଆଜିର ପାଗ

Bhubaneswar
January 15, 2026, 4:52 AM
 
N
Fog
13°C
0.8 m/s
Apparent: 16°C
Pressure: 1015 mb
Humidity: 91%
Winds: 0.8 m/s N
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

January 14, 2026

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom