• Latest
  • Trending
ରାଷ୍ଟ୍ରପତି ପଚାରିଥିଲେ ପ୍ରଶ୍ନ ଉତ୍ତର ରଖିଲେ ମୁଖ୍ୟ ବିଚାରପତି

ରାଷ୍ଟ୍ରପତି ପଚାରିଥିଲେ ପ୍ରଶ୍ନ ଉତ୍ତର ରଖିଲେ ମୁଖ୍ୟ ବିଚାରପତି

Nov-21-2025 08:33 AM IST
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

Feb-03-2026 11:21 PM IST
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

Feb-03-2026 11:17 PM IST
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

Feb-03-2026 11:15 PM IST
ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

Feb-03-2026 11:12 PM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
  • About
  • Careers
  • Contact Us
Wednesday, February 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ରାଷ୍ଟ୍ରପତି ପଚାରିଥିଲେ ପ୍ରଶ୍ନ ଉତ୍ତର ରଖିଲେ ମୁଖ୍ୟ ବିଚାରପତି

by M M
Nov-21-2025 08:33 AM IST
in ଦେଶ ବିଦେଶ
0
ରାଷ୍ଟ୍ରପତି ପଚାରିଥିଲେ ପ୍ରଶ୍ନ ଉତ୍ତର ରଖିଲେ ମୁଖ୍ୟ ବିଚାରପତି
492
SHARES
1.4k
VIEWS
Share on FacebookShare on Twitter

ରାଜ୍ୟପାଳ ସଙ୍ଘୀୟ ବ୍ୟବସ୍ଥାକୁ ସମ୍ମାନ ଦେବା ଜରୁରୀ । ଆଲୋଚନା ମାଧ୍ୟମରେ କିପରି ରାଜ୍ୟପାଳ ବିଲକୁ ମଞ୍ଜୁରୀ ଦେବାରେ ସଫଳ ହେବେ ସେନେଇ ଗରୁତ୍ୱ ଦେବା ଆବଶ୍ୟକ । କିନ୍ତୁ ରାଷ୍ଟ୍ରପତି କିମ୍ବା ରାଜ୍ୟପାଳଙ୍କୁ ବିଲର ମଞ୍ଜୁରୀ ନେଇ ସମୟସୀମା ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ପଚରାଯାଇଥିବା ୧୪ଟି ପ୍ରଶ୍ନରେ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି ସର୍ବୋଚ୍ଚ ଅଦାଲତ । ୫ ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରି କହିଥିଲେ ଯେ, କୌଣସି ନିଷ୍ପତ୍ତିରେ ରାଜ୍ୟପାଳଙ୍କୁ ବ୍ୟକ୍ତିଗତ ଭାବେ ଆଇନ ଅନୁଯାୟୀ ଦାୟୀ କରାଯାଇପାରିବ ନାହିଁ । କିନ୍ତୁ କୋର୍ଟ ନିଷ୍ପତ୍ତି ଉପରେ ନଜର ରଖିପାରିବେ । ତାଙ୍କ ଉପରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ବିଲର ମଞ୍ଜୁରୀ ନେଇ ନିର୍ଦ୍ଦେଶ ଲଦି ଦିଆଯାଇପାରିବ ନାହିଁ । କିନ୍ତୁ ଏକ ଉଚିତ ସମୟ ସୀମାରେ ବିଲ୍ ସମ୍ବନ୍ଧରେ ନିଷ୍ପତ୍ତି ନିଆଯିବା ଆବଶ୍ୟକ ।

ସୁପ୍ରିମକୋର୍ଟ ରାଜ୍ୟପାଳଙ୍କୁ ଧାରା ୨୦୦ ଏବଂ ୨୦୧କୁ ନେଇ ପ୍ରଶ୍ନ କରିପାରିବେ । କିନ୍ତୁ ମଞ୍ଜୁରୀ ପାଇଁ ନିର୍ଦ୍ଦେଶ ଦେଇପାରିବେ ନାହିଁ । ରାଜ୍ୟପାଳଙ୍କ କାର୍ଯ୍ୟକୁ ମଧ୍ୟ ପ୍ରଶ୍ନ କରାଯାଇପାରିବ ନାହିଁ । ରାଜ୍ୟପାଳ ନିଜ ଇଚ୍ଛାନୁସାରେ ବିଲକୁ ମଞ୍ଜୁରୀ କିମ୍ବା ଫେରସ୍ତ କରିପାରିବେ । ସମ୍ବିଧାନର ଏହି ଅଧିକାରକୁ ଛଡାଇ ନିଆଯାଇପାରିବ ନାହିଁ ।

Share197Tweet123
M M

M M

ଆଜିର ପାଗ

Bhubaneswar
February 4, 2026, 7:12 PM
 
SSE
Clear sky
24°C
1.2 m/s
Apparent: 24°C
Pressure: 1017 mb
Humidity: 62%
Winds: 1.2 m/s SSE
Windgusts: 7.1 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:39 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

February 3, 2026
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

February 3, 2026
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

February 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom