• Latest
  • Trending
ସରକାରୀ ଅଫିସ୍‌ରେ ‘ରିଲ୍ସ’ କଲେ ହେବ କାର୍ଯ୍ୟାନୁଷ୍ଠାନ

ସରକାରୀ ଅଫିସ୍‌ରେ ‘ରିଲ୍ସ’ କଲେ ହେବ କାର୍ଯ୍ୟାନୁଷ୍ଠାନ

Jan-04-2026 05:49 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
  • About
  • Careers
  • Contact Us
Thursday, March 12, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସରକାରୀ ଅଫିସ୍‌ରେ ‘ରିଲ୍ସ’ କଲେ ହେବ କାର୍ଯ୍ୟାନୁଷ୍ଠାନ

by M M
Jan-04-2026 05:49 AM IST
in ବଡ଼ ଖବର
0
ସରକାରୀ ଅଫିସ୍‌ରେ ‘ରିଲ୍ସ’ କଲେ ହେବ କାର୍ଯ୍ୟାନୁଷ୍ଠାନ
493
SHARES
1.4k
VIEWS
Share on FacebookShare on Twitter

ସରକାରୀ କାର୍ଯ୍ୟାଳୟର ସମ୍ମାନ ଏବଂ ସୁରକ୍ଷା ବଜାୟ ରଖିବା ପାଇଁ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏବେ ସରକାରୀ ଅଫିସ୍ ପରିସରରେ ରିଲ୍ସ କିମ୍ବା ସୋସିଆଲ ମିଡିଆ ଭିଡିଓ ପ୍ରସ୍ତୁତି ଉପରେ ସଂପୂର୍ଣ୍ଣ କଟକଣା ଲଗାଯାଇଛି। ବିଶେଷ କରି ଲୋକସେବା ଭବନ, ରାଜୀବ ଭବନ ଏବଂ ଖାରବେଳ ଭବନ ପରି ହାଇ-ପ୍ରୋଫାଇଲ୍ ତଥା ସମ୍ବେଦନଶୀଳ ସରକାରୀ ପ୍ରତିଷ୍ଠାନଗୁଡ଼ିକରେ ଏହି ନିୟମ କଡ଼ାକଡ଼ି ଭାବେ ଲାଗୁ ହେବ।  ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମା ଅନୁଯାୟୀ, ଏହି କଟକଣା କେବଳ ସାଧାରଣ ଲୋକଙ୍କ ପାଇଁ ନୁହେଁ, ବରଂ ସମସ୍ତଙ୍କ ପାଇଁ ପ୍ରଯୁଜ୍ୟ ।

ଅନେକ ସମୟରେ କର୍ମଚାରୀ ଏବଂ ବାହାରୁ ଆସୁଥିବା ଲୋକମାନେ ଅଫିସ୍ ଭିତରେ ଭିଡିଓ ବନାଇବା ସହ ସମ୍ବେଦନଶୀଳ ଅଞ୍ଚଳର ଫଟୋ ସୋସିଆଲ ମିଡିଆରେ ଅପଲୋଡ୍ କରୁଥିବା ଦେଖାଯାଉଥିଲା। ଏହାଦ୍ୱାରା ସରକାରୀ ଗୁପ୍ତ ତଥ୍ୟର ସୁରକ୍ଷା ବ୍ୟାହତ ହେବା ସହ କାର୍ଯ୍ୟାଳୟର ଶୃଙ୍ଖଳା ନଷ୍ଟ ହେଉଥିଲା। ଏଣିକି ଅଫିସ୍ ଭିତରର କୌଣସି ବି ଭିଡିଓ କିମ୍ବା ଫଟୋ ସୋସିଆଲ ମିଡିଆରେ ଅପଲୋଡ୍ କରିବାକୁ ବାରଣ କରାଯାଇଛି।

ନୂଆ ନିୟମକୁ ଅବମାନନା କଲେ ସଂପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କଡ଼ା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କର୍ମଚାରୀଙ୍କ କ୍ଷେତ୍ରରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହେବାକୁ ଥିବାବେଳେ ଭିଜିଟର୍ସଙ୍କ ବିରୋଧରେ ସୁରକ୍ଷା ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ। ସରକାରୀ ପ୍ରତିଷ୍ଠାନଗୁଡ଼ିକର ସମ୍ମାନ ରକ୍ଷା କରିବାକୁ ସରକାର ଏହି ‘କ୍ଲିନ୍ ଅପରେସନ’ ଆରମ୍ଭ କରିଛନ୍ତି।

Share197Tweet123
M M

M M

ଆଜିର ପାଗ

Bhubaneswar
March 12, 2026, 10:18 AM
 
W
Partly cloudy
30°C
0.9 m/s
Apparent: 38°C
Pressure: 1011 mb
Humidity: 64%
Winds: 0.9 m/s W
Windgusts: 8.6 m/s
UV-Index: 6.75
Precip.: 0mm /3% / Rain
Sunrise: 5:57 AM
Sunset: 5:54 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom