• Latest
  • Trending
ହିତାଧିକାରୀ ମାନଙ୍କ ଇ-କେୱାଇସି ଅବଧି ଆସନ୍ତା ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

ହିତାଧିକାରୀ ମାନଙ୍କ ଇ-କେୱାଇସି ଅବଧି ଆସନ୍ତା ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

Jan-04-2026 06:22 AM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ହିତାଧିକାରୀ ମାନଙ୍କ ଇ-କେୱାଇସି ଅବଧି ଆସନ୍ତା ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

by M M
Jan-04-2026 06:22 AM IST
in ବଡ଼ ଖବର, ରାଜ୍ୟ
0
ହିତାଧିକାରୀ ମାନଙ୍କ ଇ-କେୱାଇସି ଅବଧି ଆସନ୍ତା ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି
491
SHARES
1.4k
VIEWS
Share on FacebookShare on Twitter

ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନସ୍ଥ ସମସ୍ତ ହିତାଧିକାରୀ ମାନଙ୍କ ଆଧାର ଭିତ୍ତିକ ଇ-କେୱାଇସି କରିବା ପ୍ରକ୍ରିୟାର ଅବଧି ବୃଦ୍ଧି କରାଯାଇଛି । ଏହି ଅବଧିକୁ ରାଜ୍ୟ ସରକାର ଆସନ୍ତା ୨୦୨୬ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ହିତାଧିକାରୀମାନେ ସେମାନଙ୍କ ଆଧାର ସଂଯୁକ୍ତ ଇ-କେୱାଇସି ରାଜ୍ୟର ସାଧରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ) ଅନ୍ତର୍ଗତ ସମସ୍ତ ୧୧, ୭୨୫ ଖାଉଟି ସୁଲଭ ମୂଲ୍ୟ ଦୋକାନ ତଥା ୩୧୪ଟି ବ୍ଲକ ଓ ୬୪ ଟି ପୌରାଞ୍ଚଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ରାସନ କାର୍ଡ଼ ପରିଚାଳନା କେନ୍ଦ୍ର ଗୁଡ଼ିକରେ କରିପାରିବେ ।

ଏତଦବ୍ୟତୀତ କୌଣସି କାରଣ ବଶତଃ ଅଦ୍ୟାବଧି ଇ-କେୱାଇସି କରି ପାରିନଥିବା ହିତାଧିକାରୀ ମାନଙ୍କୁ  ପ୍ରତ୍ୟେକ ମାସର ପିଡ଼ିଏସ ସାମଗ୍ରୀ ପୂର୍ବବତ ଆବଣ୍ଟିତ କରାଯାଉଅଛି । କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଇ-କେୱାଇସି ହୋଇନଥିବା କାରଣରୁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ କରାଯାଇନାହିଁ ।  ଆସନ୍ତା ଫେବୃଆରୀ ମାସ ସୁଦ୍ଧା  ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ କିମ୍ବା ରାସନ କାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ ଆଧାର ସଂଯୁକ୍ତ ଇ-କେୱାଇସି କରାଇ ନେବାକୁ ସମ୍ପୃକ୍ତ ହିତାଧିକାରୀ ମାନଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
January 15, 2026, 4:23 AM
 
N
Fog
13°C
0.9 m/s
Apparent: 13°C
Pressure: 1014 mb
Humidity: 100%
Winds: 0.9 m/s N
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

January 14, 2026

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom