• Latest
  • Trending
ମହିଳା ଇନ୍ସପେକ୍ଟର ଓ ତାଙ୍କ ସ୍ୱାମୀଙ୍କୁ ଅସଦାଚରଣ ଅଭିଯୋଗ: ଆଇପିଏସ୍ ରାଜେଶ ପଣ୍ଡିତ ନିଲମ୍ବିତ

ମହିଳା ଇନ୍ସପେକ୍ଟର ଓ ତାଙ୍କ ସ୍ୱାମୀଙ୍କୁ ଅସଦାଚରଣ ଅଭିଯୋଗ: ଆଇପିଏସ୍ ରାଜେଶ ପଣ୍ଡିତ ନିଲମ୍ବିତ

Jul-31-2024 12:06 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Jan-11-2026 04:51 AM IST
  • About
  • Careers
  • Contact Us
Wednesday, January 14, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ମହିଳା ଇନ୍ସପେକ୍ଟର ଓ ତାଙ୍କ ସ୍ୱାମୀଙ୍କୁ ଅସଦାଚରଣ ଅଭିଯୋଗ: ଆଇପିଏସ୍ ରାଜେଶ ପଣ୍ଡିତ ନିଲମ୍ବିତ

by M M
Jul-31-2024 12:06 PM IST
in ବଡ଼ ଖବର, ବିଶେଷ, ଭିଡ଼ିଓ, ରାଜ୍ୟ, ସର୍ବଶେଷ ଖବର
0
491
SHARES
1.4k
VIEWS
Share on FacebookShare on Twitter

ରାଜଧାନୀରେ ମହିଳା ଇନ୍ସପେକ୍ଟର ଓ ତାଙ୍କ ସ୍ୱାମୀଙ୍କୁ ଅସଦାଚରଣ ଅଭିଯୋଗରେ ଆଇପିଏସ୍ ଅଫିସର ରାଜେଶ ପଣ୍ଡିତ ନିଲମ୍ବିତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଆସିବା ପରେ ନିଲମ୍ବନ ରାଜ୍ୟ ଗୃହ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ । ନିଲମ୍ବନ ନିର୍ଦ୍ଦେଶକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେବା ପରେ ଏହି ଘଟଣାକୁ ନେଇ ଚର୍ଚା ଜୋର ଧରିଛି ।  ଆଇପିଏସ୍ ରାଜେଶ ପଣ୍ଡିତ୍ ଡିଜିଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର ଛାଡି ପାରିବେନି ବୋଲି ମଧ୍ୟ କଡା ନିର୍ଦ୍ଦେଶ ରହିଛି । ଗତ ୨୭ ତାରିଖ ରାତିରରେ ଆଇପିଏଏସ୍ ପଣ୍ଡିତ୍ କ୍ରାଇମବ୍ରାଞ୍ଚ ର ଏକ ଶାଖାରେ କାର୍ଯ୍ୟରତ ମହିଳା ଇନ୍ସପେକ୍ଟରଙ୍କ ଘରକୁ ଯାଇ ସେଠାରେ ହଙ୍ଗାମା କରିଥିବା ସୋସିଆଲ ମିଡ଼ିଆରେ ପ୍ରଥମେ ଖବର ଭାଇରାଲ ହୋଇଥିଲା । ରାଜେଶ ପଣ୍ଡିତ ସେଠାରେ  ଭଙ୍ଗାରୁଜା କରିବା ସହ ତାଙ୍କ ସ୍ୱାମୀଙ୍କୁ ମାଡ ମାରିବା ସହ ମହିଳା ଇନ୍ସପେକ୍ଟରଙ୍କୁ ବିବାହ କରିବାକୁ କହିଥିଲେ । ଏହି ଘଟଣାକୁ ନେଇ ମହିଳା ଇନ୍ସପେକ୍ଟରଙ୍କ ସ୍ୱାମୀ ମାମଲା ଦାଏର କରିଥିଲେ ବି ପୋଲିସ ଏହାକୁ ଚପାଇ ଦେବାକୁ କହିଥିବା ଅଭିଯୋଗ ହୋଇଥିଲା । କିନ୍ତୁ ଏହି ଘଟଣା ଦିନକ ପରେ ପ୍ରଘଟ ହୋଇଥିଲା ।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
January 14, 2026, 10:24 AM
 
N
Clear sky
22°C
1.3 m/s
Apparent: 15°C
Pressure: 1016 mb
Humidity: 88%
Winds: 1.3 m/s N
Windgusts: 5.1 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

January 14, 2026
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom