• Latest
  • Trending

ଦୀପାବଳି ପାଇଁ ଝଲସୁଛି ଗାଁଠୁ ସହର

Oct-31-2024 11:54 PM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

May-12-2026 09:07 AM IST
ମୁଖ୍ୟମନ୍ତ୍ରୀ ହେବା ପରେ ଏମକେ ଷ୍ଟାଲିନଙ୍କୁ ଭେଟିଲେ ବିଜୟ, ତାମିଲନାଡୁ ରାଜନୀତିରେ ହଇଚଇ

ମୁଖ୍ୟମନ୍ତ୍ରୀ ହେବା ପରେ ଏମକେ ଷ୍ଟାଲିନଙ୍କୁ ଭେଟିଲେ ବିଜୟ, ତାମିଲନାଡୁ ରାଜନୀତିରେ ହଇଚଇ

May-11-2026 07:19 PM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ଦୀପାବଳି ପାଇଁ ଝଲସୁଛି ଗାଁଠୁ ସହର

by M M
Oct-31-2024 11:54 PM IST
in ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଆଲୋକର ପର୍ବ ‘ଦୀପାବଳି’ । ଚାରିଆଡ଼େ ଆଲୋକ ଝଲସୁଛି । ଯେଉଁଠିକୁ ଚାହିଁଲେ ରଂଗୀନ ଆଲୋକ ଦେଖାଯାଉଛି। ଆକାଶରୁ ଖାଲି ବାଣର ଶଦ୍ଦ ଶୁଭୁଛି। ପୂରା ଭାରତ ସମେତ ଓଡ଼ିଶାର ଗାଁଠୁ ସହର ପର୍ଯ୍ୟନ୍ତ ସମସ୍ତେ ଦୀପାବଳି ପାଇଁ ବ୍ୟସ୍ତ। ବ୍ୟବସାୟୀମାନେ ନିଜର ବ୍ୟବସାୟିକ ଅନୁଷ୍ଠାନରେ ପୂଜା କରୁଥିବା ବେଳେ ଯୁବଗୋଷ୍ଠୀ ବାଣ ଫୁଟାଇବାରେ ବ୍ୟସ୍ତ ଅଛନ୍ତି। ବାଣ ଫୁଟାଇବାକୁ ନେଇ ଛୋଟଛୋଟ ପିଲାମାନଙ୍କ ଠାରୁ ବୟସ୍କମାନଙ୍କ ପର୍ଯ୍ୟନ୍ତ ସମସ୍ତେ ବ୍ୟସ୍ତ ରହୁଥିବା ଦେଖା ଯାଉଛି। ଆଜି ଦିନସାରା କାଁଭାଁ ଶଦ୍ଦ ଶୁଣାଯାଉଥିବା ବେଳେ ସୂର୍ଯ୍ୟ ଅସ୍ତ ହେବା ପରଠାରୁ ଶବ୍ଦ ଅଧିକ ଶୁଣାଯାଉଛି।

Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 12:14 AM
 
S
Clear sky
27°C
2.7 m/s
Apparent: 32°C
Pressure: 1008 mb
Humidity: 82%
Winds: 2.7 m/s S
Windgusts: 10.4 m/s
UV-Index: 0
Precip.: 0mm /32% / Rain
Sunrise: 5:11 AM
Sunset: 6:14 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom