• Latest
  • Trending
ଯାଜପୁର ଜିଲ୍ଲାରେ ଡାଇରିଆ ବ୍ୟାପୁଛି

ଯାଜପୁର ଜିଲ୍ଲାରେ ଡାଇରିଆ ବ୍ୟାପୁଛି

Jun-15-2025 12:19 PM IST

‘ମେହବୁବା’ ଗୀତ ବାଜୁଥିବା ବେଳେ କ୍ଲବରେ ମୃତ୍ୟୁର ତାଣ୍ଡବ : ଅଗ୍ନିକାଣ୍ଡରେ ୨୫ ମୃତ

Dec-07-2025 06:45 PM IST
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

Dec-07-2025 11:11 AM IST
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

Dec-07-2025 11:07 AM IST

ବିଶାଖାପାଟନମରେ ଭାରତର ଦମଦାର ବିଜୟ

Dec-07-2025 10:19 AM IST
ମୁମ୍ବାଇ ବିମାନବନ୍ଦରରେ ହଙ୍ଗାମା, ଆଫ୍ରିକୀୟ-ଆମେରିକୀୟ ମହିଳାଙ୍କ କ୍ରୋଧର ଭିଡିଓ ଭାଇରାଲ

ମୁମ୍ବାଇ ବିମାନବନ୍ଦରରେ ହଙ୍ଗାମା, ଆଫ୍ରିକୀୟ-ଆମେରିକୀୟ ମହିଳାଙ୍କ କ୍ରୋଧର ଭିଡିଓ ଭାଇରାଲ

Dec-07-2025 08:41 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-07-2025 08:33 AM IST
ବିଭିନ୍ନ ସ୍ଥାନରୁ ଆଜି ମଧ୍ୟ ଇଣ୍ଡିଗୋ ବିମାନ ରଦ୍ଦ: ଯାତ୍ରୀ ହଇରାଣୀ ବଢ଼ିଲା

ବିଭିନ୍ନ ସ୍ଥାନରୁ ଆଜି ମଧ୍ୟ ଇଣ୍ଡିଗୋ ବିମାନ ରଦ୍ଦ: ଯାତ୍ରୀ ହଇରାଣୀ ବଢ଼ିଲା

Dec-06-2025 09:51 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-06-2025 09:46 AM IST
ସୁସ୍ଥ ମୃତ୍ତିକା ହେଉଛି କୃଷିର ଜୀବନରେଖା : କେ ଭି ସିଂହଦେଓ

ସୁସ୍ଥ ମୃତ୍ତିକା ହେଉଛି କୃଷିର ଜୀବନରେଖା : କେ ଭି ସିଂହଦେଓ

Dec-05-2025 05:33 PM IST
ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

Dec-05-2025 01:20 PM IST
  • About
  • Careers
  • Contact Us
Monday, December 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଯାଜପୁର ଜିଲ୍ଲାରେ ଡାଇରିଆ ବ୍ୟାପୁଛି

by newsroom
Jun-15-2025 12:19 PM IST
in ବଡ଼ ଖବର
0
ଯାଜପୁର ଜିଲ୍ଲାରେ ଡାଇରିଆ ବ୍ୟାପୁଛି
491
SHARES
1.4k
VIEWS
Share on FacebookShare on Twitter

ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଧର୍ମଶାଳାରେ ପହଞ୍ଚି ରୋଗୀ ଓ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି। ସରକାର ଡାଇରିଆକୁ ପ୍ରତିହିତ କରିବାକୁ ପୁରାପୁରି ପ୍ରସ୍ତୁତ ଅଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି । ଏହି ଅବସରରେ ମନ୍ତ୍ରୀ କହିଛନ୍ତି, କଟକ ଏସସିବିରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍ କାମ କରୁଛନ୍ତି। ଝାଡ଼ାବାନ୍ତି ହେଉଥିଲେ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ଆସିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଆଜି କେନ୍ଦ୍ରୀୟ ଟିମ୍‌ ବି ଓଡ଼ିଶାଗସ୍ତରେ ଆସୁଛନ୍ତି। ଯାଜପୁର ଜିଲ୍ଲାରେ ଡାଇରିଆର ବ୍ୟାପିବାର କାରଣ ହଇଜା (କଲେରା) ଜୀବାଣୁ ହୋଇଥାଏ ବୋଲି ମଧ୍ୟ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ ଜିଲ୍ଲାର ପରିସ୍ଥିତି ସଂପର୍କରେ ଅବଗତ ହେବା ପାଇଁ କେନ୍ଦ୍ରୀୟ ଟିମ୍‌ ଓଡ଼ିଶାଗସ୍ତରେ ଆସୁଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

Share196Tweet123
newsroom

newsroom

ଆଜିର ପାଗ

Bhubaneswar
December 8, 2025, 4:13 AM
 

N
Partly cloudy
15°C
0.8 m/s
Apparent: 16°C
Pressure: 1016 mb
Humidity: 78%
Winds: 0.8 m/s N
Windgusts: 5 m/s
UV-Index: 0
Precip.: 0mm /0% / Rain
Sunrise: 6:10 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

‘ମେହବୁବା’ ଗୀତ ବାଜୁଥିବା ବେଳେ କ୍ଲବରେ ମୃତ୍ୟୁର ତାଣ୍ଡବ : ଅଗ୍ନିକାଣ୍ଡରେ ୨୫ ମୃତ

December 7, 2025
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

December 7, 2025
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

December 7, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom