• Latest
  • Trending
ଭାରତ ଏସିଆ କପ୍ ହକି ଚାମ୍ପିଆନ୍

ଭାରତ ଏସିଆ କପ୍ ହକି ଚାମ୍ପିଆନ୍

Sep-08-2025 04:34 AM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ଭାରତ ଏସିଆ କପ୍ ହକି ଚାମ୍ପିଆନ୍

by M M
Sep-08-2025 04:34 AM IST
in ଖେଳ
0
ଭାରତ ଏସିଆ କପ୍ ହକି ଚାମ୍ପିଆନ୍
491
SHARES
1.4k
VIEWS
Share on FacebookShare on Twitter

ଭାରତୀୟ ହକି ଦଳ ଫାଇନାଲରେ ସାଉଥ କୋରିଆକୁ ପରାସ୍ତ କରିଛି ।  ଆସନ୍ତାବର୍ଷର ଏଫ‌୍ଆଇଏଚ୍ ପୁରୁଷ ହକି ବିଶ୍ବକପ୍‌ ଟିକେଟ୍ ଅର୍ଜନ କରିନେଇଛି। ରବିବାର ରାତିରେ ଖେଳାଯାଇଥିବା ଫାଇନାଲ୍‌ରେ ଅପ୍ରତିଦ୍ବନ୍ଦ୍ବୀ ଭାରତ ୪-୧ ଗୋଲ୍‌ରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ପରାସ୍ତ କରି ଚତୁର୍ଥ ଥର ପାଇଁ ଏହି ମହାଦେଶୀୟ ମୁକୁଟ ଅର୍ଜନ କରିଛି।

ହର୍ମନପ୍ରୀତ୍ ସିଂହଙ୍କ ଦଳ ୮ ବର୍ଷ ପରେ ଭାରତକୁ ପୁଣି ଏସିଆ କପ୍‌ ବିଜୟର ସଫଳତା ଦେଇଛି। ଅନ୍ୟପକ୍ଷରେ ଷଷ୍ଠ ଥର ପାଇଁ ଏସିଆ କପ୍‌ ଜିତିବା ଲକ୍ଷ୍ୟରେ ଥିବା ଦକ୍ଷିଣ କୋରିଆର ସ୍ନପ୍ନକୁ ଭାରତ ଚୂରମାର୍ କରି ଦେଇଛି। ଘରୋଇ ଭାରତ ମଧ୍ୟ ସମ୍ପୂର୍ଣ୍ଣ ପ୍ରତିଯୋଗିତାରେ ପ୍ରାଧାନ୍ୟ ବିସ୍ତାର କରି ଅପରାଜେୟ ଭାବେ ବିଜେତା ହୋଇଛି। ୭ ମ୍ୟାଚ୍‌ରୁ ୬ ଜିତିଥିବା ବେଳେ ଏକମାତ୍ର ଡ୍ର’(୨-୨) ସେହି ଦକ୍ଷିଣ କୋରିଆ ବିପକ୍ଷ ସୁପର୍‌-୪ ମ୍ୟାଚ୍‌ରୁ ମିଳିଥିଲା।

 

ଭାରତୀୟ ଦଳ ପ୍ରଥମ ମିନିଟ୍‌ ଭିତରେ ମାତ୍ର ୩୧ ସେକେଣ୍ଡ ଏହି ସୁନ୍ଦର ଫିଲ୍ଡ ଗୋଲ୍‌ଟି ଦେଇଥିଲେ ସୁଖଜିତ୍ ସିଂହ। ଭାରତ ପାଇଁ ବି ଏହା ଥିଲା ସବୁଠାରୁ ଦ୍ରୁତତମ। ଦ୍ବିତୀୟ କ୍ବାର୍ଟରରେ ଦିଲପ୍ରୀତ୍‌ ସିଂହ (୨୮ ମିନିଟ୍‌)ଙ୍କ ଗୋଲ୍ ଭାରତକୁ ୨-୦ରେ ଆଗୁଆ କରି ଦେଇଥିଲା। ସଂଜୟଙ୍କଠାରୁ ପାଇଥିବା ଫିଡ୍‌ରୁ ଫିକା ହେବାକୁ ‌ଦେଇ ନଥିଲେ ଦିଲପ୍ରୀତ୍‌।

ପ୍ରଥମାର୍ଦ୍ଧ ସୁଦ୍ଧା ଭାରତ ୨-୦ରେ ଆଗୁଆ ହୋଇ ଟ୍ରଫିରେ ଗୋଟିଏ ହାତ ରଖି ଦେଇଥିଲା। ତୃତୀୟ କ୍ବାର୍ଟର ଗୋଲ୍‌ଶୂନ୍ୟ ବିତିବାକୁ ଯାଉଥିବା ବେଳେ ଅଧିନାୟକ ହର୍ମନପ୍ରୀତ୍ ସିଂହଙ୍କ ଅଗ୍ନେୟ ହିଟ୍‌ ସର୍କଲ ଭିତରେ ପହଞ୍ଚିବା ପରେ ଦିଲପ୍ରୀତ୍‌ (୪୫ ମିନିଟ୍‌) ଏହାକୁ କୋରିଆ ଗୋଲ୍‌ ପୋଷ୍ଟକୁ ପଠାଇ ଦେଇଥିଲେ।

ଚତୁର୍ଥ କ୍ବାର୍ଟରରେ ଓଡ଼ିଆ ପୁଅ ଅମିତ ରୋହିଦାସ (୫୦ ମିନିଟ୍‌) ପେନାଲ୍ଟି କର୍ଣ୍ଣରରୁ ମାରିଥିବା ହିଟ୍‌ ଗୋଲିଙ୍କ ବାମ କର୍ଣ୍ଣରକୁ ପ୍ରବେଶ କରିବା ପୂର୍ବରୁ ଅନ୍ୟୁନ ୩/୪ ଜଣ କୋରିଆ ଡିଫେଣ୍ଡରଙ୍କୁ ଚକ୍‌ମା ଦେଇଥିଲା। କୋରିଆ ପାଇଁ ଶେଷକୁ ଏକମାତ୍ର ସାନ୍ତ୍ବନାମୂଳକ ଗୋଲଟି ପେନାଲ୍ଟି କର୍ଣ୍ଣରରୁ ଦେଇଥିଲେ ଡାଏନ୍‌ ସନ୍ (୫୧ ମିନିଟ୍‌)। ସୁଖଜିତ୍ ଫାଇନାଲ୍‌ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ପାଇଥିଲେ। ଫାଇନାଲ୍‌ ପୂର୍ବରୁ କାଂସ୍ୟ ପଦକ ପାଇଁ ହୋଇଥିବା ମୁକାବିଲାରେ ମଧ୍ୟ ମାଲେସିଆ ୪-୧ ଗୋଲ୍‌ରେ ଚୀନ୍‌କୁ ହରାଇ ଦେଇଥିଲା।

Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 7:31 PM
 

S
Mainly clear
23°C
2.8 m/s
Apparent: 23°C
Pressure: 1018 mb
Humidity: 88%
Winds: 2.8 m/s S
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

February 2, 2026
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom