• Latest
  • Trending
ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ

ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ

Dec-09-2025 03:49 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ

by M M
Dec-09-2025 03:49 PM IST
in ବଡ଼ ଖବର
0
ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ
492
SHARES
1.4k
VIEWS
Share on FacebookShare on Twitter

ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମୋଟ ୧୧ ଦିନ ଚାଲିବା ପରେ ଆଜି ଶେଷ ହୋଇଛି। ଏହି ଅଧିବେଶନ ବେଶ୍ ଚର୍ଚ୍ଚିତ ଥିଲା, କାରଣ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧାନସଭାକୁ ସମ୍ବୋଧିତ କରି ବିଧାୟକଙ୍କ ଆଚରଣ ଉପରେ ଗୁରୁତ୍ୱ ଦେଇଥିଲେ। ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ । ଆଜିଠାରୁ ଶୀତକାଳୀନ ଅଧିବେଶନ ଶେଷ ହେଲା। ଏଥର ବିଧାନସଭାର ଶୀତ ଅଧିବେଶନ ବେଶ୍‌ ଚର୍ଚ୍ଚିତ ଥିଲା । କାରଣ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧାନସଭାକୁ ସମ୍ବୋଧିତ କରିଥିଲେ। ବିଧାୟକମାନେ କେମିତି ଆଚରଣ ଓ ଉଚ୍ଚାରଣ କରିବେ ସେନେଇ ସଚେତନ କରାଇଥିଲେ । ଖାଲି ଏତିକି  ନୁହେଁ ବରଂ ଅତିରିକ୍ତ ବଜେଟ୍‌ ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ ଅନେକ ପ୍ରସଙ୍ଗରେ ଶାସକ ଓ ବିରୋଧୀ ବି ଗୃହରେ ମୁହାଁମୁହିଁ ହେବାର ଦେଖାଯାଇଥିଲା । ବିଧାନସଭାର ଶେଷ ଦିନରେ ମାଲକାନଗିରିକୁ ନେଇ କମ୍ପିଥିଲା ଗୃହ । ଶୂନ୍ୟକାଳର ନିଆଁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ ବିରୋଧୀ । ଗୃହରେ ମାଲକାନାଗିରି ହିଂସା ପ୍ରସଙ୍ଗ ଉଠାଇ ସରକାର ଉପରେ ବର୍ଷିଥିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟର ଗୋଟିଏ ଅଂଶ  ଜଳୁଥିବା ବେଳେ ଆମେ ଏଠି ନିୟମ ତିଆରି କରୁଛେ ଏହା କେତେ ଠିକ୍ ବୋଲି ପ୍ରଶ୍ନ ଉଠାଇଥିଲେ ରାଜା । ମୁଖ୍ୟମନ୍ତ୍ରୀ ଗୃହକୁ ଆସୁ ନାହାନ୍ତି କି ଏହି ପ୍ରସଙ୍ଗରେ ମୁହଁ ଖୋଲୁନାହାନ୍ତି ।  ଯେମିତି ମଣିପୁର ଜଳୁଥିଲା, ସେମିତି ଏବେ ମାଲକାନଗିରି ଜଳୁଛି । ବେଙ୍ଗଲି କହୁଥିବା ଲୋକ ସମସ୍ତେ ବାଂଲାଦେଶୀ ନୁହନ୍ତି । କିନ୍ତୁ ରାଜ୍ୟରେ ସେଭଳି ବାତାବରଣ ତିଆରି କରାଯାଉଛି ବୋଲି ସରକାରଙ୍କୁ ଦୋଷ ଦେଇଛନ୍ତି ରାଜା ସ୍ୱାଇଁ । ଏଥିସହ ମୁଖ୍ୟମନ୍ତ୍ରୀ ଗୃହରେ ବିବୃତ୍ତି ଦେବାକୁ ବାଚସ୍ପତି ନିର୍ଦ୍ଦେଶ ଦିଅନ୍ତୁ ଏବଂ ତୁରନ୍ତ ହାଉସ କମିଟି ଗଠନ କରାଯାଉ ବୋଲି ସେ କହିଛନ୍ତି । ଆଜି ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି ସରକାର  ତଦନ୍ତ କରିବା ଉଚିତ। ସେ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ ଓଡ଼ିଶାରେ ବିଜେପି ସରକାର ଆସିଲେ  ଚାବି ହଜିବା ପ୍ରସଙ୍ଗରେ ସିବିଆଇ ତଦନ୍ତ କରାଯିବ। ଯାହା ଅଭିଯୋଗ ହେଉଥିଲା ତାହାର ତଦନ୍ତ କାହିଁକି କରାଯାଉନାହିଁ ବୋଲି ସେ କହିଥିଲେ ।

Share197Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 10:39 PM
 
SE
Clear sky
20°C
0.6 m/s
Apparent: 23°C
Pressure: 1018 mb
Humidity: 88%
Winds: 0.6 m/s SE
Windgusts: 6.8 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom