• Latest
  • Trending
ହଂକଂର ତାଇପୋରେ ଅନେକ ବହୁମହଲା କୋଠାରେ ଅଗ୍ନିକାଣ୍ଡ ଘଟି ଅତି କମରେ ୪୪ ଜଣଙ୍କର ମୃତ୍ୟୁ

ହଂକଂର ତାଇପୋରେ ଅନେକ ବହୁମହଲା କୋଠାରେ ଅଗ୍ନିକାଣ୍ଡ ଘଟି ଅତି କମରେ ୪୪ ଜଣଙ୍କର ମୃତ୍ୟୁ

Nov-27-2025 09:26 AM IST
ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

Dec-10-2025 11:45 AM IST
ଆୟୁଷ୍ମାନ ଭାରତ ଯୋଜନା: କାର୍ଡ ଥାଇ ବି ମାଗଣା ଚିକିତ୍ସା କେତେ ସମ୍ଭବ? ଜାଣନ୍ତୁ ୫ ଲକ୍ଷ ଟଙ୍କାର ସୀମା ଓ ନିୟମ

ଆୟୁଷ୍ମାନ ଭାରତ ଯୋଜନା: କାର୍ଡ ଥାଇ ବି ମାଗଣା ଚିକିତ୍ସା କେତେ ସମ୍ଭବ? ଜାଣନ୍ତୁ ୫ ଲକ୍ଷ ଟଙ୍କାର ସୀମା ଓ ନିୟମ

Dec-10-2025 11:23 AM IST

କ’ଣ କହୁଛି ଆଜିର ରାଶିଫଳ

Dec-10-2025 11:16 AM IST
ବାରବାଟୀରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ହରାଇ ସିରିଜ୍‌ରେ ୧-୦ରେ ଅଗ୍ରଣୀ

ବାରବାଟୀରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ହରାଇ ସିରିଜ୍‌ରେ ୧-୦ରେ ଅଗ୍ରଣୀ

Dec-09-2025 10:09 PM IST
ସମ୍ପୂର୍ଣ୍ଣ ସୁସ୍ଥ ଅନୁଭବ କରୁଛି : ଗିଲ୍

ସମ୍ପୂର୍ଣ୍ଣ ସୁସ୍ଥ ଅନୁଭବ କରୁଛି : ଗିଲ୍

Dec-09-2025 07:31 PM IST
ଟସ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଲା ସାଉଥ ଆଫ୍ରିକା-ଭାରତ ପ୍ରଥମେ ବ୍ୟାଟିଂ କରିବ

ଟସ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଲା ସାଉଥ ଆଫ୍ରିକା-ଭାରତ ପ୍ରଥମେ ବ୍ୟାଟିଂ କରିବ

Dec-09-2025 06:56 PM IST
ମହାପ୍ରଭୁଙ୍କ ଦର୍ଶନ କଲେ ସୂର୍ଯ୍ୟକୁମାର, ଗମ୍ଭୀରଙ୍କ ସହ ଅନ୍ୟ ଖେଳାଳି

ମହାପ୍ରଭୁଙ୍କ ଦର୍ଶନ କଲେ ସୂର୍ଯ୍ୟକୁମାର, ଗମ୍ଭୀରଙ୍କ ସହ ଅନ୍ୟ ଖେଳାଳି

Dec-09-2025 04:30 PM IST
ବାରବାଟୀରେ କିଏ ମାରିବ ବାଜି ?

ବାରବାଟୀରେ କିଏ ମାରିବ ବାଜି ?

Dec-09-2025 04:22 PM IST
ନାଗରିକତା ହାସଲ କରିବା ପୂର୍ବରୁ ଭୋଟର ତାଲିକାରେ ନାମ ପ୍ରସଙ୍ଗରେ ସୋନିଆ ଗାନ୍ଧୀଙ୍କୁ କୋର୍ଟର ନୋଟିସ

ନାଗରିକତା ହାସଲ କରିବା ପୂର୍ବରୁ ଭୋଟର ତାଲିକାରେ ନାମ ପ୍ରସଙ୍ଗରେ ସୋନିଆ ଗାନ୍ଧୀଙ୍କୁ କୋର୍ଟର ନୋଟିସ

Dec-09-2025 04:09 PM IST
ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ

ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ

Dec-09-2025 03:49 PM IST
  • About
  • Careers
  • Contact Us
Wednesday, December 10, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ହଂକଂର ତାଇପୋରେ ଅନେକ ବହୁମହଲା କୋଠାରେ ଅଗ୍ନିକାଣ୍ଡ ଘଟି ଅତି କମରେ ୪୪ ଜଣଙ୍କର ମୃତ୍ୟୁ

by M M
Nov-27-2025 09:26 AM IST
in ଦେଶ ବିଦେଶ
0
ହଂକଂର ତାଇପୋରେ ଅନେକ ବହୁମହଲା କୋଠାରେ ଅଗ୍ନିକାଣ୍ଡ ଘଟି ଅତି କମରେ ୪୪ ଜଣଙ୍କର ମୃତ୍ୟୁ
491
SHARES
1.4k
VIEWS
Share on FacebookShare on Twitter

ହଂକଂର ତାଇପୋ  ଅଞ୍ଚଳରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଅତି କମରେ ୪୪ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଭୟଙ୍କର ଅଗ୍ନିକାଣ୍ଡ ଫଳରେ ଏକାଧିକ ବହୁମହଲା କୋଠା କ୍ଷତିଗ୍ରସ୍ତ ହୋଇଛି। ଏକ ହାଉସିଂ କମ୍ପ୍ଲେକ୍ସରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବାରୁ ଅଧିକ ଧନଜୀବନ କ୍ଷତି ହୋଇଛି । ଏହି ଅଗ୍ନିକାଣ୍ଡକୁ ଦଶନ୍ଧି ମଧ୍ୟରେ ସବୁଠାରୁ ବଡ଼ ଭୟଙ୍କର ଘଟଣା ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଉଛି। ୩୨ ମହଲା ବିଶିଷ୍ଟ କୋଠାର ବାହାର ଭାଗରେ ବନ୍ଧା ହୋଇଥିବା  ବାଉଁଶରେ ହଠାତ୍ ନିଆଁ ଲାଗିଯାଇଥିଲା।ଅଗ୍ନିକାଣ୍ଡ ଏତେ ପ୍ରଚଣ୍ଡ ଥିଲା ଯେ ଏହା ଆଖପାଖର ସାତଟି କୋଠାକୁ ବ୍ୟାପି ଯାଇଥିଲା।  ଅଗ୍ନିଶମ ସେବା ବିଭାଗକୁ ଉଦ୍ଧୃତ କରି ଜାତୀୟ ଗଣମାଧ୍ୟମ କହିଛି ଯେ ପ୍ରଚଣ୍ଡ ଅଗ୍ନିଶିଖା କାରଣରୁ ଅନେକ ଲୋକ କୋଠା ଭିତରେ ଫସି ରହିଥିଲେ। ନିଆଁର ତୀବ୍ରତା ଏତେ ଅଧିକ ଥିଲା ଯେ ଏହା କିଛି କିଲୋମିଟର ଦୂରରୁ ମଧ୍ୟ ଦେଖାଯାଉଥିଲା। ଏହି ଘଟଣା ସମ୍ପର୍କରେ ପୁଲିସ୍ ତଦନ୍ତ ଆରମ୍ଭ କରିଛି ଏବଂ ଅଗ୍ନିକାଣ୍ଡ ଘଟାଇବା ସନ୍ଦେହରେ ତିନି ଜଣ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି।ହି ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ବାତାବରଣ ସୃଷ୍ଟି କରିଛି। ତାଇ ପୋ ହେଉଛି ହଂକଂର ଉତ୍ତର ଭାଗରେ ଥିବା ଏକ ଛୋଟ ସହର ଦ୍ବୀପ ଯାହା ଚୀନର ପ୍ରମୁଖ ସହର ସେନଜେନ  ସୀମା ନିକଟରେ ଅବସ୍ଥିତ।

Share196Tweet123
M M

M M

ଆଜିର ପାଗ

Bhubaneswar
December 10, 2025, 9:14 PM
 

ENE
Clear sky
19°C
0.7 m/s
Apparent: 18°C
Pressure: 1016 mb
Humidity: 80%
Winds: 0.7 m/s ENE
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:11 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

December 10, 2025
ଆୟୁଷ୍ମାନ ଭାରତ ଯୋଜନା: କାର୍ଡ ଥାଇ ବି ମାଗଣା ଚିକିତ୍ସା କେତେ ସମ୍ଭବ? ଜାଣନ୍ତୁ ୫ ଲକ୍ଷ ଟଙ୍କାର ସୀମା ଓ ନିୟମ

ଆୟୁଷ୍ମାନ ଭାରତ ଯୋଜନା: କାର୍ଡ ଥାଇ ବି ମାଗଣା ଚିକିତ୍ସା କେତେ ସମ୍ଭବ? ଜାଣନ୍ତୁ ୫ ଲକ୍ଷ ଟଙ୍କାର ସୀମା ଓ ନିୟମ

December 10, 2025

କ’ଣ କହୁଛି ଆଜିର ରାଶିଫଳ

December 10, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom