• Latest
  • Trending
ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶିଫଳ

Oct-20-2025 07:00 AM IST

‘ମେହବୁବା’ ଗୀତ ବାଜୁଥିବା ବେଳେ କ୍ଲବରେ ମୃତ୍ୟୁର ତାଣ୍ଡବ : ଅଗ୍ନିକାଣ୍ଡରେ ୨୫ ମୃତ

Dec-07-2025 06:45 PM IST
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

Dec-07-2025 11:11 AM IST
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

Dec-07-2025 11:07 AM IST

ବିଶାଖାପାଟନମରେ ଭାରତର ଦମଦାର ବିଜୟ

Dec-07-2025 10:19 AM IST
ମୁମ୍ବାଇ ବିମାନବନ୍ଦରରେ ହଙ୍ଗାମା, ଆଫ୍ରିକୀୟ-ଆମେରିକୀୟ ମହିଳାଙ୍କ କ୍ରୋଧର ଭିଡିଓ ଭାଇରାଲ

ମୁମ୍ବାଇ ବିମାନବନ୍ଦରରେ ହଙ୍ଗାମା, ଆଫ୍ରିକୀୟ-ଆମେରିକୀୟ ମହିଳାଙ୍କ କ୍ରୋଧର ଭିଡିଓ ଭାଇରାଲ

Dec-07-2025 08:41 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-07-2025 08:33 AM IST
ବିଭିନ୍ନ ସ୍ଥାନରୁ ଆଜି ମଧ୍ୟ ଇଣ୍ଡିଗୋ ବିମାନ ରଦ୍ଦ: ଯାତ୍ରୀ ହଇରାଣୀ ବଢ଼ିଲା

ବିଭିନ୍ନ ସ୍ଥାନରୁ ଆଜି ମଧ୍ୟ ଇଣ୍ଡିଗୋ ବିମାନ ରଦ୍ଦ: ଯାତ୍ରୀ ହଇରାଣୀ ବଢ଼ିଲା

Dec-06-2025 09:51 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-06-2025 09:46 AM IST
ସୁସ୍ଥ ମୃତ୍ତିକା ହେଉଛି କୃଷିର ଜୀବନରେଖା : କେ ଭି ସିଂହଦେଓ

ସୁସ୍ଥ ମୃତ୍ତିକା ହେଉଛି କୃଷିର ଜୀବନରେଖା : କେ ଭି ସିଂହଦେଓ

Dec-05-2025 05:33 PM IST
ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

Dec-05-2025 01:20 PM IST
  • About
  • Careers
  • Contact Us
Sunday, December 7, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶିଫଳ

by M M
Oct-20-2025 07:00 AM IST
in ଆପଣଙ୍କ ଭାଗ୍ୟ
0
ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।
ବୃଷ:-ଆଜି ଧନ ଓ କାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ । ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଭଲ ଲାଗି ନ ପାରେ।

ମିଥୁନ:-ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।

କର୍କଟ:-ଆଜି ଅଫିସ୍‌ କାମରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହୋଇପାରନ୍ତି । ପରକଥାରେ ପ୍ରଭାବିତ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। ଜମିଜମା କାରବାର, ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।

ସିଂହ:-ଆଜି ବ୍ୟୟବୃଦ୍ଧି ଓ ଦୂରଯାତ୍ରା ପାଇଁ ମାର୍ଗ ସୁଗମ ହେବ। କିନ୍ତୁ ଶନିଙ୍କ ସମ୍ବନ୍ଧ ଜନିତ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ସନ୍ତୋଷଜନକ ଫଳ ପାଇବେ।

କନ୍ୟା :-ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ଅବଶ୍ୟମ୍ଭାବୀ । ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ଆଜି ଦିନଟି ଦେହଭଲ ରହିବା ସହିତ ମନ ଆନନ୍ଦିତ ରହିବ।

ତୁଳା: କାର୍ଯ୍ୟ‌କ୍ଷେତ୍ରରେ କୌଣସି ବଡ଼ ଚାଲେଞ ଆସିବ। ଲୋକେ ଆପଣଙ୍କ କାମ କରିବା ଶୈଳୀରେ ପ୍ରଭାବିତ ହେବେ। ଧନଲାଭର ସୁଯୋଗ ଅଛି। ଦାମ୍ପତ୍ୟ ସମ୍ବନ୍ଧ ମଧୁରତାରେ ପୂର୍ଣ୍ଣ ରହିବ। ‌

ବିଛା: ସାମାଜିକ ସମସ୍ୟା ଲୋକଙ୍କ ଆଗରେ ରଖିବେ। ଆମଦାନି ବୃଦ୍ଧି କରିବାକୁ ଚେଷ୍ଟା କରନ୍ତୁ। ଗାଡ଼ି ବାଇକ ସାବଧାନତାର ସହ ଚଳାନ୍ତୁ। ଲୋଖାପଢ଼ାରେ ଆପଣଙ୍କର ଏକାଗ୍ରତା ବଢ଼ିବ। ‌

ଧନୁ: ସାମାଜିକ କାର୍ଯ୍ୟରେ ସକ୍ରିୟତା ବଢ଼ିପାରେ। ବେପାରରେ ଲାଭ ପାଇବେ। ପରିବାର ଲୋକଙ୍କ ଠାରୁ କୌଣସି ଭଲ ଖବର ପାଇବେ। ଶତ୍ରୁ କ୍ଷତି କରିବାକୁ ବିଫଳ ପ୍ରୟାସ କରିବେ। କ୍ୟାରିୟରରେ ଆଗକୁ ବଢ଼ିବେ।

ମକର: କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ଅଫିସ କାମରେ ଦୂରସ୍ଥାନକୁ ଯିବେ। ଖାଦ୍ୟ ପାଦୀୟ ପ୍ରତି ସଜାଗ ରୁହନ୍ତୁ। ଛାତ୍ରଙ୍କ କ୍ୟାରିୟରରେ ନୂଆ ପରିବର୍ତ୍ତନ ଆସିବ। ‌

କୁମ୍ଭ: ବ୍ୟବସାୟ ସମ୍ବନ୍ଧରେ ବଡ଼ ନିଷ୍ପତ୍ତି ନେବା ପାଇଁ ଦିନଟି ଭଲ। ଅଜଣା ବ୍ୟକ୍ତିଙ୍କ ଉପରେ ଅଧିକ ଭରସା କରନ୍ତୁ ନାହିଁ। ନୂଆ ବାଇକ କିଣିବେ। ପ୍ରେମୀ ଯୁଗଳ ବାହାରକୁ ବୁଲି ଯିବା ପାଇଁ ଯୋଜନା କରିବେ।

ମୀନ: ପରିବାର ସହ ସିନେମା ଦେଖିବାର ଯୋଜନା କରିବେ। ସମୟର ସଦୁପଯୋଗ କରନ୍ତୁ ଲାଭ ହେବ। ବେକାରଙ୍କୁ ରୋଜଗାରର ମଉକା ମିଳିବ। ଅଫିସରେ ନୂଆ ଦାୟିତ୍ବ ପାଇବେ। ଆଇନି ଛାତ୍ରଙ୍କ ଲାଗି ଦିନଟି ଭଲ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
December 7, 2025, 11:31 PM
 

NE
Overcast
18°C
0.8 m/s
Apparent: 18°C
Pressure: 1016 mb
Humidity: 71%
Winds: 0.8 m/s NE
Windgusts: 5.4 m/s
UV-Index: 0
Precip.: 0mm /0% / Rain
Sunrise: 6:09 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

‘ମେହବୁବା’ ଗୀତ ବାଜୁଥିବା ବେଳେ କ୍ଲବରେ ମୃତ୍ୟୁର ତାଣ୍ଡବ : ଅଗ୍ନିକାଣ୍ଡରେ ୨୫ ମୃତ

December 7, 2025
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

December 7, 2025
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

December 7, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom