• Latest
  • Trending
ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶିଫଳ

Oct-20-2025 07:00 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

May-12-2026 09:07 AM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶିଫଳ

by M M
Oct-20-2025 07:00 AM IST
in ଆପଣଙ୍କ ଭାଗ୍ୟ
0
ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।
ବୃଷ:-ଆଜି ଧନ ଓ କାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ । ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଭଲ ଲାଗି ନ ପାରେ।

ମିଥୁନ:-ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।

କର୍କଟ:-ଆଜି ଅଫିସ୍‌ କାମରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହୋଇପାରନ୍ତି । ପରକଥାରେ ପ୍ରଭାବିତ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। ଜମିଜମା କାରବାର, ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।

ସିଂହ:-ଆଜି ବ୍ୟୟବୃଦ୍ଧି ଓ ଦୂରଯାତ୍ରା ପାଇଁ ମାର୍ଗ ସୁଗମ ହେବ। କିନ୍ତୁ ଶନିଙ୍କ ସମ୍ବନ୍ଧ ଜନିତ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ସନ୍ତୋଷଜନକ ଫଳ ପାଇବେ।

କନ୍ୟା :-ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ଅବଶ୍ୟମ୍ଭାବୀ । ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ଆଜି ଦିନଟି ଦେହଭଲ ରହିବା ସହିତ ମନ ଆନନ୍ଦିତ ରହିବ।

ତୁଳା: କାର୍ଯ୍ୟ‌କ୍ଷେତ୍ରରେ କୌଣସି ବଡ଼ ଚାଲେଞ ଆସିବ। ଲୋକେ ଆପଣଙ୍କ କାମ କରିବା ଶୈଳୀରେ ପ୍ରଭାବିତ ହେବେ। ଧନଲାଭର ସୁଯୋଗ ଅଛି। ଦାମ୍ପତ୍ୟ ସମ୍ବନ୍ଧ ମଧୁରତାରେ ପୂର୍ଣ୍ଣ ରହିବ। ‌

ବିଛା: ସାମାଜିକ ସମସ୍ୟା ଲୋକଙ୍କ ଆଗରେ ରଖିବେ। ଆମଦାନି ବୃଦ୍ଧି କରିବାକୁ ଚେଷ୍ଟା କରନ୍ତୁ। ଗାଡ଼ି ବାଇକ ସାବଧାନତାର ସହ ଚଳାନ୍ତୁ। ଲୋଖାପଢ଼ାରେ ଆପଣଙ୍କର ଏକାଗ୍ରତା ବଢ଼ିବ। ‌

ଧନୁ: ସାମାଜିକ କାର୍ଯ୍ୟରେ ସକ୍ରିୟତା ବଢ଼ିପାରେ। ବେପାରରେ ଲାଭ ପାଇବେ। ପରିବାର ଲୋକଙ୍କ ଠାରୁ କୌଣସି ଭଲ ଖବର ପାଇବେ। ଶତ୍ରୁ କ୍ଷତି କରିବାକୁ ବିଫଳ ପ୍ରୟାସ କରିବେ। କ୍ୟାରିୟରରେ ଆଗକୁ ବଢ଼ିବେ।

ମକର: କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ଅଫିସ କାମରେ ଦୂରସ୍ଥାନକୁ ଯିବେ। ଖାଦ୍ୟ ପାଦୀୟ ପ୍ରତି ସଜାଗ ରୁହନ୍ତୁ। ଛାତ୍ରଙ୍କ କ୍ୟାରିୟରରେ ନୂଆ ପରିବର୍ତ୍ତନ ଆସିବ। ‌

କୁମ୍ଭ: ବ୍ୟବସାୟ ସମ୍ବନ୍ଧରେ ବଡ଼ ନିଷ୍ପତ୍ତି ନେବା ପାଇଁ ଦିନଟି ଭଲ। ଅଜଣା ବ୍ୟକ୍ତିଙ୍କ ଉପରେ ଅଧିକ ଭରସା କରନ୍ତୁ ନାହିଁ। ନୂଆ ବାଇକ କିଣିବେ। ପ୍ରେମୀ ଯୁଗଳ ବାହାରକୁ ବୁଲି ଯିବା ପାଇଁ ଯୋଜନା କରିବେ।

ମୀନ: ପରିବାର ସହ ସିନେମା ଦେଖିବାର ଯୋଜନା କରିବେ। ସମୟର ସଦୁପଯୋଗ କରନ୍ତୁ ଲାଭ ହେବ। ବେକାରଙ୍କୁ ରୋଜଗାରର ମଉକା ମିଳିବ। ଅଫିସରେ ନୂଆ ଦାୟିତ୍ବ ପାଇବେ। ଆଇନି ଛାତ୍ରଙ୍କ ଲାଗି ଦିନଟି ଭଲ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 8:44 AM
 

SW
Clear sky
30°C
2 m/s
Apparent: 32°C
Pressure: 1006 mb
Humidity: 85%
Winds: 2 m/s SW
Windgusts: 11.3 m/s
UV-Index: 0
Precip.: 0mm /8% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom