• Latest
  • Trending
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Mar-16-2026 11:40 AM IST
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

Mar-16-2026 11:47 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
  • About
  • Careers
  • Contact Us
Monday, March 16, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ ରହିଛି ଆଜିର ରାଶିଫଳ

by M M
Mar-16-2026 11:40 AM IST
in ଆପଣଙ୍କ ଭାଗ୍ୟ
0
କ’ଣ ରହିଛି ଆଜିର ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ: କାମରେ ବଡ଼ଙ୍କର ସହଯୋଗ ପାଇବେ। ଭଲ ଚାକିରିର ଆଶା ବଢ଼ିବ। ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ। ଇଂଜିନିୟରିଂ ଛାତ୍ରଙ୍କ ଲାଗି ଦିନଟି ଶୁଭ।

ବୃଷ: ଆପଣଙ୍କ ମନ ଶାନ୍ତ ରହିବ। ବନ୍ଧୁ ଠାରୁ ଭଲ ପରାମର୍ଶ ପାଇବେ। ଅଫିସ କାମ ପାଇଁ ଦିନଟି ଅନୁକୂଳ ରହିବ। ବେପାରରେ ଉନ୍ନତି ହେବ। ପାରିବାରିକ ବାତାବରଣ ସକାରାତ୍ମକ ରହିବ।

ମିଥୁନ: ଦିନଟି ଆତ୍ମବିଶ୍ବାସ ଭରା ରହିବ। କୌଣସି ଧାର୍ମିକ ସତସଙ୍ଗକୁ ଯିବେ। ଘରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରୋଜଗାରର ନୂଆ ଅବସର ପାଇବେ। ପ୍ରିୟ ବନ୍ଧୁଙ୍କୁ ମନର କଥା କହିବେ।

କର୍କଟ: ନୂଆ କାମ ପାଇଁ ମନରେ ବିଚାର ଆସିବ। ଶିକ୍ଷାକ୍ଷେତ୍ରରେ ଭଲ ପରିଣାମ ପାଇବେ। ବ୍ୟବସାୟରେ ଆଶାଜନକ ପରିଣାମ ପାଇବେ। ରାଜନୀତିକ କାର୍ଯ୍ୟକ୍ରମରେ ରୁଚି ନେବେ।

ସିଂହ: ନିଜର ଲୋକ ଆପଣଙ୍କୁ ଠିକ ଦିଗରେ ଦେଇଯିବେ। ପରିଶ୍ରମ ତୁଳନାରେ ଯଥେଷ୍ଟ ଲାଭ ପାଇବେ। ଅଫିସ କାମରେ କୌଣସି ଆହ୍ବାନ ଆସିବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ।

କନ୍ୟା: ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। କାମରେ ଦୂରସ୍ଥାନକୁ ଯିବେ। ପରିବାର ସମ୍ବନ୍ଧରେ କୌଣସି ଖୁସି ଖବର ପାଇବେ। ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ଅନ୍ୟ ଦିନ ଅପେକ୍ଷା ଅଧିକ ରହିବ। ‌

ତୁଳା: ବ୍ୟବସାୟରେ ସଫଳତାର ଶିଖର ଛୁଇଁବେ। ଲାଗି ରହିଥିବା ସମସ୍ୟା କମ୍ ହେବ। ଜୀବନସାଥୀ ଓ ପିଲାମାନଙ୍କ ଠାରୁ ବହୁତ ଆନନ୍ଦ ପାଇବେ। କୌଣସି ସମାରୋହକୁ ଯିବା ପାଇଁ ଯୋଜନା କରିବେ।

ବିଛା: ଯାହା ବି କାମ କରିବାକୁ ଚାହିଁବେ ତାହା ସଂପୂର୍ଣ୍ଣ ହୋଇଯିବ। ପାଖଲୋକଙ୍କ ସାହାଯ୍ୟ ପାଇବେ। ସାମାଜିକ କାର୍ଯ୍ୟରେ ରୁଚି ବଢ଼ିବ। ଶିକ୍ଷାର୍ଥୀଙ୍କର ଲେଖାପଢ଼ାରେ ମନ ଲାଗିବ।

ଧନୁ: ଅଧୁରା କାମ ବନ୍ଧୁ ମାଧ୍ୟମରେ ପୂରା ହେବ। ପାଖଲୋକଙ୍କ ଠାରୁ ଖୁସି ଖବର ପାଇବେ। ବାପା ମାଆଙ୍କ ସହ କୌଣସି ଧର୍ମାନୁଷ୍ଠାନକୁ ଯିବେ। ସମାଜରେ ଉଚିତ ଆଦର ସମ୍ମାନ ପାଇବେ। ‌

ମକର: ବ୍ୟବସାୟିକ ଯାତ୍ରା ଫଳପ୍ରଦ ହେବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ଚାକିରି ପାଇଁ ଡ଼ାକରା ଆସିପାରେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ। ‌

କୁମ୍ଭ: ଉଚ୍ଚପଦ ପ୍ରାପ୍ତ କରିବାର ଇଚ୍ଛା ଜାଗ୍ରତ ହେବ। କୌଣସି କାମରେ ଅଧିକ ଯାତୟାତ କରିବାକୁ ପଡ଼ିପାରେ। ଦାମ୍ପତ୍ୟ ଜୀବନ ଭଲ ରହିବ। ଘରୋଇ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ କରିବେ। ‌

ମୀନ: ଆପଣ ସକାରାତ୍ମକ ମାନସିକତା ରଖନ୍ତୁ। ନିଜର ଶକ୍ତିକୁ ସଠିକ ଦିଶାରେ ଲଗାନ୍ତୁ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ରାଜନୀତିରେ ସଫଳତା ପାଇବେ। ବୈବାହିକ ଜୀବନ ଖୁସି ଭରା ରହିବ।

Share196Tweet123
M M

M M

ଆଜିର ପାଗ

Bhubaneswar
March 16, 2026, 1:15 PM
 
S
Overcast
32°C
4.2 m/s
Apparent: 35°C
Pressure: 1008 mb
Humidity: 58%
Winds: 4.2 m/s S
Windgusts: 10.7 m/s
UV-Index: 8
Precip.: 10.2mm /43% / Rain
Sunrise: 5:54 AM
Sunset: 5:56 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

March 16, 2026
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

March 16, 2026
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom