• Latest
  • Trending
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-22-2025 09:54 AM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ରାଶିଫଳ

by M M
Oct-22-2025 09:54 AM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆପଣଙ୍କ ରାଶିଫଳ
494
SHARES
1.4k
VIEWS
Share on FacebookShare on Twitter

ମେଷ: ଦିନଟି ନିଶ୍ଚିତରୂପେ ଫଳଦାୟୀ ହେବ। ଅଫିସ କାମରେ ବାହାରକୁ ଯିବେ। କୌଣସି ବନ୍ଧୁ ସହ ସାକ୍ଷାତ ହୋଇପାରେ। ଡ଼ାକ୍ତରଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। କୌଣସି ସମ୍ମାନିତ ଲୋକଙ୍କ ସହ ମିଶିବାର ମଉକା ପାଇବେ। ଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।

ବୃଷ: ଅଧୁରା କାମ ସଂପୂର୍ଣ୍ଣ ହେବ। ଅଫିସରେ ପ୍ରତିଯୋଗିତା ଭଳି ସ୍ଥିତି ଉତ୍ପନ୍ନ ହୋଇପାରେ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ଜୀବନସାଥୀ ଆପଣଙ୍କ ବିଚାରରେ ପ୍ରଭାବିତ ହେବେ। ‌ ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ ।

ମିଥୁନ: ପେସାଦାର ବ୍ୟବସାୟୀ ଧନଲାଭର ସୁଯୋଗ ପାଇବେ। ପାଖଲୋକ ଠାରୁ ଭଲ ଖବର ପାଇବେ। ପାରିବାରିକ ସମ୍ବନ୍ଧ ଆହୁରି ମଜଭୁତ ହେବ। ବେକାରଙ୍କ ଲାଗି ଚାକିରିର ସୁଯୋଗ ଆସିବ। ‌

କର୍କଟ: ସରକାରୀ ଚାକିରିଆଙ୍କ ଲାଗି ଦିନଟି ଭଲ ରହିବ। ଯେଉଁମାନେ ରାଜନୀତି କରୁଛନ୍ତି ସେମାନେ ଲୋକମାନଙ୍କ ସହ ତାଳମେଳ ରଖିବାର ଆବଶ୍ୟକତା ଅଛି। ସନ୍ତାନ ପକ୍ଷରୁ ଖୁସି ଖବର ପାଇବେ।

ସିଂହ: ଘରେ ଧାର୍ମିକ କାର୍ଯ୍ୟ କରିବା ପାଇଁ ଯୋଜନା କରିବେ। କାହାରିକୁ କୌଣସି କଥା ବୁଝାଇବାରେ ଭୁଲ୍ ‌ହୋଇପାରେ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ।

କନ୍ୟା: ଆପଣ ପ୍ରସ୍ତୁତ କରିଥିବା ଯୋଜନା ସଫଳ ହେବ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯାଇପାରନ୍ତି। ଅଫିସରେ କାମ ସଂପୂର୍ଣ୍ଣ କରିବାରେ ସମୟ ଲାଗିବ। ଭ୍ରମଣ ସୁଖ ରହିଛି। ପ୍ରେମ ସମ୍ବନ୍ଧ ନିବିଡ଼ ହେବ। ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।

ତୁଳା: ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ। ଯାହା ବି କାମ କରିବେ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ ହେବ। ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ରୁଚି ବଢ଼ିବ। ଆପଣଙ୍କର କେହି ନୂଆ ବନ୍ଧୁ ହୋଇପାରନ୍ତି।

ବିଛା: ଜୀବନସାଥୀ ସବୁ ପ୍ରକାରରେ ଆପଣଙ୍କୁ ସାହାଯ୍ୟ କରିବେ। ଆପଣଙ୍କ ଧ୍ୟାନ ଧାର୍ମିକ କାର୍ଯ୍ୟରେ ରହିବ। ବ୍ୟବସାୟୀ ନିଜ ମତରେ ଅନ୍ୟମାନଙ୍କୁ ସହମତ କରାଇନେବେ। ପ୍ରେମ ଯୁଗଳ ବାହାରକୁ ବୁଲି ଯିବେ।

ଧନୁ: କୌଣସି ନୂଆ ସୁଯୋଗ ପାଇଁ ପ୍ରସ୍ତୁତ ରହିବେ। ସ୍କୁଲ ଶିକ୍ଷକ ନିଜ କାମରେ ଖୁସି ରହିବେ। ମୁସ୍କିଲ ପରିସ୍ଥିତିରେ ବନ୍ଧୁର ସାହାଯ୍ୟ ପାଇବେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ।

ମକର: ଲେଖକ ଓ କଳାକାର ଲାଗି ସମୟ ଅନୁକୂଳ। ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ବେପାର ବଢ଼ାଇବା ପାଇଁ ନୂଆ ଯୋଜନା କରିବେ। ଅଧିକାରବର୍ଗ ଆପଣଙ୍କ କାମରେ ଖୁସି ହେବେ। ପୁରୁଣା ବନ୍ଧୁ ଆପଣଙ୍କ ଫୋନ କରିବେ।

କୁମ୍ଭ: ଆପଣଙ୍କର ବିରୋଧୀ ଆପଣଙ୍କ ଠାରୁ ଦୂରତ୍ବ ବଜାୟ ରହିବେ। ଆପଣଙ୍କ ଚେଷ୍ଟାରେ ସକାରାତ୍ମକ ଫଳ ପାଇବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ପ୍ରେମୀ ଯୁଗଳ ଜଣେ ଅନ୍ୟଜଣଙ୍କ ସହିତ ସମୟ ଅତିବାହିତ କରିବେ।

ମୀନ: କାର୍ଯ୍ୟରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ନୂଆ ମୋଟର ଯାନ କିଣିବା ଲାଗି ଯୋଜନା କରିପାରନ୍ତି। ବ୍ୟବସାୟରେ ପୁଞି ଲଗାନ୍ତୁ ଆପଣଙ୍କୁ ଦିଗୁଣା ଲାଭ ହେବ। ସମ୍ବନ୍ଧରେ ମଧୁରତା ଆସିବ।

Tags: horoscope
Share198Tweet124
M M

M M

ଆଜିର ପାଗ

Bhubaneswar
November 18, 2025, 12:40 AM
 

N
Overcast
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 6.4 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:05 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom