• Latest
  • Trending
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-23-2025 09:15 AM IST
ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

Dec-16-2025 04:28 AM IST
OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

Dec-16-2025 04:15 AM IST

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Dec-16-2025 04:09 AM IST
ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନିତିନ ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନିତିନ ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

Dec-16-2025 04:05 AM IST

କ’ଣ ରହିଛି ଆଜିର ରାଶିଫଳ

Dec-16-2025 04:02 AM IST
ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

Dec-15-2025 09:25 AM IST
ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

Dec-15-2025 07:08 AM IST
ରାମଲୀଳା ମଇଦାନରେ ଭୋଟ ଚୋରି ରାଲି: କଂଗ୍ରେସକୁ ବିଜେପିର କଡ଼ା ଜବାବ

ରାମଲୀଳା ମଇଦାନରେ ଭୋଟ ଚୋରି ରାଲି: କଂଗ୍ରେସକୁ ବିଜେପିର କଡ଼ା ଜବାବ

Dec-15-2025 06:58 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-15-2025 06:24 AM IST
ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ହରାଇଲା ଭାରତ

ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ହରାଇଲା ଭାରତ

Dec-15-2025 06:15 AM IST
  • About
  • Careers
  • Contact Us
Tuesday, December 16, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ରାଶିଫଳ

by M M
Oct-23-2025 09:15 AM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆପଣଙ୍କ ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ: ନିତିଦିନିଆ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ। ଆପଣଙ୍କର ନୂଆ କୌଶଳ ଆପଣଙ୍କ ବ୍ୟବସାୟକୁ ଆଗକୁ ବଢ଼ାଇବ। ପ୍ରେମୀ ଯୁଗଳ ବାହାରକୁ ବୁଲି ଯିବେ। ଛାତ୍ରଛାତ୍ରୀଙ୍କ ଲାଗି ସମୟ ଶୁଭ। ‌

ବୃଷ: କୌଣସି ଜଟିଳ ମାମଲାର ସମାଧାନ ବାହାରିବ। କୃଷିକ୍ଷେତ୍ରରେ ଥିବା ଲୋକଙ୍କୁ ଧନଲାଭ ହେବ। ଅଫିସରେ କୌଣସି ସହକର୍ମୀଙ୍କୁ ସାହାଯ୍ୟ କରିବେ। ବିଦ୍ୟାର୍ଥୀଙ୍କୁ ଶିକ୍ଷକଙ୍କର ସହଯୋଗ ମିଳିବ। ‌

ମିଥୁନ: ଆପଣଙ୍କର ଖୁସ୍ ମିଜାଜ ବ୍ୟବହାର ଲୋକମାନଙ୍କୁ ଆକର୍ଷିତ କରିବ। ଅର୍ଡ଼ର ସପ୍ଲାଇଙ୍କୁ ଲାଭ ହେବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଛାତ୍ରଛାତ୍ରୀଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ‌ ‌

କର୍କଟ: ଆପଣଙ୍କ ଭିତରେ ସକାରାତ୍ମକତା ଆସିବ। ବ୍ୟବସାୟରେ ଆପଣଙ୍କୁ ଲାଭ ହି ଲାଭ ହେବ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ମନୋବଳ ମଜଭୁତ ପାଇଁ ଯୋଗ କରନ୍ତୁ। ‌

ସିଂହ: ବେପାରୀଙ୍କ ଲାଗି ଦିନଟି ଭଲ। ଅଫିସରେ ଆପଣଙ୍କ କାମ ଦେଖି କତୃପକ୍ଷ ପଦୋନ୍ନତି ପାଇଁ ବିଚାର କରିବେ। ସନ୍ଧ୍ୟାରେ ଭାଇ ଭଉଣୀଙ୍କ ସହ ସମୟ ଅତିବାହିତ କରିବେ। କଳାଛାତ୍ରଙ୍କ ଲାଗି ଦିନଟି ଭଲ ରହିବ। ‌

କନ୍ୟା: ଆପଣଙ୍କ ମନରେ ବିଶେଷ ବିଚାର ଆସିବ। ବ୍ୟବସାୟରେ କୌଣସି ବଡ଼ ସଫଳତା ପାଇବେ। କୋର୍ଟ କଚେରି ମାମଲାରେ କିଛି ବାଧା ଆସିପାରେ। ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ହେବ।

ତୁଳା: ଆପଣଙ୍କର ଭାଗ୍ୟ ଦ୍ବାର ଖୋଲିବ। ପ୍ରତିଟି କାମରେ ଭଲ ପରିଣାମ ପାଇବେ। କୌଣସି ବଡ଼ ପ୍ରୋଜେକ୍ଟରେ ପୁଞି ଲଗାଇବା ପାଇଁ ଭାବୁଥିଲେ କୌଣସି ବୁଦ୍ଧିମାନ ବ୍ୟକ୍ତିଙ୍କ ମତ ନିଅନ୍ତୁ।

ବିଛା: ନିଜ କାମ ଉପରେ ପୂରା ଧ୍ୟାନ କେନ୍ଦ୍ରିତ କରି ରଖନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ଲୋକ କୌଣସି ସମାରୋହକୁ ଯିବାର ମଉକା ପାଇବେ। ଦାମ୍ପତ୍ୟ ଜୀବନରେ ନୂଆ ନୂଆ ଖୁସି ଆସିବ।

ଧନୁ: ଛୋଟମୋଟ କାମରେ ସକାରାତ୍ମକ ଫଳ ପାଇବେ। କୌଣସି ବିଶେଷ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହୋଇପାରେ। ଅନ୍ୟମାନଙ୍କ ଆଗରେ ନିଜର କଥା ସ୍ପଷ୍ଟଭାବେ କହି ପାରିବେ।

ମକର: ଆର୍ଥିକ ମାମଲାରେ କାହାରି ଉପରେ ଆବଶ୍ୟକତା ଠାରୁ ଅଧିକ ଭରସା କରନ୍ତୁ ନାହିଁ। ପେସାଦାର ବ୍ୟବସାୟୀ ଭାଗ୍ୟର ପୂରା ସହଯୋଗ ପଇବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ।

କୁମ୍ଭ: ପ୍ରଭୁ ଆରାଧନାରେ ମନ ଲଗାଇବେ। ରାଜନୀତିକ ଲୋକଙ୍କର ସାମାଜିକ ପ୍ରତିଷ୍ଠା ବଢ଼ିବ। ଘରୋଇ ଉଦ୍ୟୋଗରେ କାମ କରୁଥିବା ଲୋକଙ୍କର ପଦୋନ୍ନତି ହୋଇପାରେ। ବୈବାହିକ ଜୀବନ ସୁଖମୟ ହେବ।

ମୀନ: କାହାରି ଅଧିକ ଆଲୋଚନା କରନ୍ତୁ ନାହିଁ। ଆପଣ ପ୍ରତ୍ୟେକ କାମ ନିଜେ କରନ୍ତୁ। ସନ୍ତାନ ପକ୍ଷରୁ ସୁଖଦ ଖବର ମିଳିବାର ଯୋଗ ଅଛି। ନୂଆ ଜମି କିଣିବାକୁ ମନସ୍ଥ କରିବେ। ଦାମ୍ପତ୍ୟ ଜୀବନ ଭଲ ରହିବ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
December 16, 2025, 8:19 AM
 
NW
Fog
16°C
0.7 m/s
Apparent: 18°C
Pressure: 1016 mb
Humidity: 83%
Winds: 0.7 m/s NW
Windgusts: 3.3 m/s
UV-Index: 0
Precip.: 0mm /0% / Rain
Sunrise: 6:14 AM
Sunset: 5:09 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

December 16, 2025
OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

December 16, 2025

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

December 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom