• Latest
  • Trending
କ’ଣ କହୁଛି ଆପଣଙ୍କ ରାଶିଫଳ ?

କ’ଣ କହୁଛି ଆପଣଙ୍କ ରାଶିଫଳ ?

Oct-26-2025 09:35 AM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
odisha.newsroom.in

TVK ମୁଖ୍ୟ ବିଜୟଙ୍କ ଗାଡ଼ି ନମ୍ବର TN 07 CM 2026…କଣ ରହସ୍ୟ ?

May-06-2026 12:24 PM IST
odisha.newsroom.in

ଏବେ ବି ନିଜ ଜିଦରେ ଅଟଳ ମମତା…ଜାଣନ୍ତୁ ବେଙ୍ଗଲରେ ଆଗକୁ କଣ ହେବ ?

May-06-2026 11:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କୁ କଂଗ୍ରେସର ସମର୍ଥନ: ଜାଣନ୍ତୁ କଣ ରଖିଲା ସର୍ତ୍ତ

May-06-2026 10:49 AM IST
odisha.newsroom.in

ମଝି ଆକାଶରେ ଆତଙ୍କ: ଇଣ୍ଡିଗୋ ବିମାନ ଭିତରେ ଫାଟିଲା ପାୱାରବ୍ୟାଙ୍କ

May-06-2026 10:17 AM IST
Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

May-06-2026 09:50 AM IST
odisha.newsroom.in

“ଇସ୍ତଫା ଦେବାର ପ୍ରଶ୍ନ ଉଠୁନି, ମୁଁ ନିର୍ବାଚନ ହାରିନି”…ପରାଜୟ ପରେ ମମତାଙ୍କ ବଡ଼ ବୟାନ…

May-05-2026 05:43 PM IST
odisha.newsroom.in

ଶେଷ ହେଲା ମମତାଙ୍କ ‘ଆଳୁ ପଲିଟିକ୍ସ’: ଓଡ଼ିଶାକୁ ଏବେ ସହଜରେ ଆସିବ ପଶ୍ଚିମବଙ୍ଗ ଆଳୁ

May-05-2026 04:07 PM IST
  • About
  • Careers
  • Contact Us
Wednesday, May 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ରାଶିଫଳ ?

ବ୍ୟବସାୟରେ ଆପଣଙ୍କୁ ଲାଭ ହି ଲାଭ ହେବ

by M M
Oct-26-2025 09:35 AM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆପଣଙ୍କ ରାଶିଫଳ ?
491
SHARES
1.4k
VIEWS
Share on FacebookShare on Twitter

ମେଷ: ନିତିଦିନିଆ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ। ଆପଣଙ୍କର ନୂଆ କୌଶଳ ଆପଣଙ୍କ ବ୍ୟବସାୟକୁ ଆଗକୁ ବଢ଼ାଇବ। ପ୍ରେମୀ ଯୁଗଳ ବାହାରକୁ ବୁଲି ଯିବେ। ଛାତ୍ରଛାତ୍ରୀଙ୍କ ଲାଗି ସମୟ ଶୁଭ। ‌ ବ୍ୟବସାୟରେ ଆପଣଙ୍କୁ ଲାଭ ହି ଲାଭ ହେବ

ବୃଷ: କୌଣସି ଜଟିଳ ମାମଲାର ସମାଧାନ ବାହାରିବ। କୃଷିକ୍ଷେତ୍ରରେ ଥିବା ଲୋକଙ୍କୁ ଧନଲାଭ ହେବ। ଅଫିସରେ କୌଣସି ସହକର୍ମୀଙ୍କୁ ସାହାଯ୍ୟ କରିବେ। ବିଦ୍ୟାର୍ଥୀଙ୍କୁ ଶିକ୍ଷକଙ୍କର ସହଯୋଗ ମିଳିବ। ‌

ମିଥୁନ: ଆପଣଙ୍କର ଖୁସ୍ ମିଜାଜ ବ୍ୟବହାର ଲୋକମାନଙ୍କୁ ଆକର୍ଷିତ କରିବ। ଅର୍ଡ଼ର ସପ୍ଲାଇଙ୍କୁ ଲାଭ ହେବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଛାତ୍ରଛାତ୍ରୀଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ‌ ‌

କର୍କଟ: ଆପଣଙ୍କ ଭିତରେ ସକାରାତ୍ମକତା ଆସିବ। ବ୍ୟବସାୟରେ ଆପଣଙ୍କୁ ଲାଭ ହି ଲାଭ ହେବ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ମନୋବଳ ମଜଭୁତ ପାଇଁ ଯୋଗ କରନ୍ତୁ। ‌

ସିଂହ: ବେପାରୀଙ୍କ ଲାଗି ଦିନଟି ଭଲ। ଅଫିସରେ ଆପଣଙ୍କ କାମ ଦେଖି କତୃପକ୍ଷ ପଦୋନ୍ନତି ପାଇଁ ବିଚାର କରିବେ। ସନ୍ଧ୍ୟାରେ ଭାଇ ଭଉଣୀଙ୍କ ସହ ସମୟ ଅତିବାହିତ କରିବେ। କଳାଛାତ୍ରଙ୍କ ଲାଗି ଦିନଟି ଭଲ ରହିବ। ‌

କନ୍ୟା: ଆପଣଙ୍କ ମନରେ ବିଶେଷ ବିଚାର ଆସିବ। ବ୍ୟବସାୟରେ କୌଣସି ବଡ଼ ସଫଳତା ପାଇବେ। କୋର୍ଟ କଚେରି ମାମଲାରେ କିଛି ବାଧା ଆସିପାରେ। ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ହେବ। ବ୍ୟବସାୟରେ ଆପଣଙ୍କୁ ଲାଭ ହି ଲାଭ ହେବ

ତୁଳା: ଆପଣଙ୍କର ଭାଗ୍ୟ ଦ୍ବାର ଖୋଲିବ। ପ୍ରତିଟି କାମରେ ଭଲ ପରିଣାମ ପାଇବେ। କୌଣସି ବଡ଼ ପ୍ରୋଜେକ୍ଟରେ ପୁଞି ଲଗାଇବା ପାଇଁ ଭାବୁଥିଲେ କୌଣସି ବୁଦ୍ଧିମାନ ବ୍ୟକ୍ତିଙ୍କ ମତ ନିଅନ୍ତୁ।

ବିଛା: ନିଜ କାମ ଉପରେ ପୂରା ଧ୍ୟାନ କେନ୍ଦ୍ରିତ କରି ରଖନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ଲୋକ କୌଣସି ସମାରୋହକୁ ଯିବାର ମଉକା ପାଇବେ। ଦାମ୍ପତ୍ୟ ଜୀବନରେ ନୂଆ ନୂଆ ଖୁସି ଆସିବ।

ଧନୁ: ଛୋଟମୋଟ କାମରେ ସକାରାତ୍ମକ ଫଳ ପାଇବେ। କୌଣସି ବିଶେଷ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହୋଇପାରେ। ଅନ୍ୟମାନଙ୍କ ଆଗରେ ନିଜର କଥା ସ୍ପଷ୍ଟଭାବେ କହି ପାରିବେ।

ମକର: ଆର୍ଥିକ ମାମଲାରେ କାହାରି ଉପରେ ଆବଶ୍ୟକତା ଠାରୁ ଅଧିକ ଭରସା କରନ୍ତୁ ନାହିଁ। ପେସାଦାର ବ୍ୟବସାୟୀ ଭାଗ୍ୟର ପୂରା ସହଯୋଗ ପାଇବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ।

କୁମ୍ଭ: ପ୍ରଭୁ ଆରାଧନାରେ ମନ ଲଗାଇବେ। ରାଜନୀତିକ ଲୋକଙ୍କର ସାମାଜିକ ପ୍ରତିଷ୍ଠା ବଢ଼ିବ। ଘରୋଇ ଉଦ୍ୟୋଗରେ କାମ କରୁଥିବା ଲୋକଙ୍କର ପଦୋନ୍ନତି ହୋଇପାରେ। ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଆପଣଙ୍କୁ ଲାଭ ହି ଲାଭ ହେବ

ମୀନ: କାହାରି ଅଧିକ ଆଲୋଚନା କରନ୍ତୁ ନାହିଁ। ଆପଣ ପ୍ରତ୍ୟେକ କାମ ନିଜେ କରନ୍ତୁ। ସନ୍ତାନ ପକ୍ଷରୁ ସୁଖଦ ଖବର ମିଳିବାର ଯୋଗ ଅଛି। ନୂଆ ଜମି କିଣିବାକୁ ମନସ୍ଥ କରିବେ। ଦାମ୍ପତ୍ୟ ଜୀବନ ଭଲ ରହିବ। ବ୍ୟବସାୟରେ ଆପଣଙ୍କୁ ଲାଭ ହି ଲାଭ ହେବ

 

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 6, 2026, 7:33 PM
 

S
Overcast
28°C
3.9 m/s
Apparent: 32°C
Pressure: 1007 mb
Humidity: 80%
Winds: 3.9 m/s S
Windgusts: 9.7 m/s
UV-Index: 0
Precip.: 0mm /53% / Rain
Sunrise: 5:14 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom