• Latest
  • Trending
କ’ଣ ରହିଛି ଆପଣଙ୍କ ରାଶିଫଳ ?

କ’ଣ ରହିଛି ଆପଣଙ୍କ ରାଶିଫଳ ?

Oct-28-2025 09:23 AM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ ରହିଛି ଆପଣଙ୍କ ରାଶିଫଳ ?

by M M
Oct-28-2025 09:23 AM IST
in ଆପଣଙ୍କ ଭାଗ୍ୟ
0
କ’ଣ ରହିଛି ଆପଣଙ୍କ ରାଶିଫଳ ?
491
SHARES
1.4k
VIEWS
Share on FacebookShare on Twitter

ମେଷ: ଯାହା ବି ଚାହିଁବେ ଆପଣଙ୍କର ସବୁ କାମ ମନମୁତାବକ ସଂପୂର୍ଣ୍ଣ ହେବ। କୌଣସି ବଡ଼ ଯୋଜନା ଆରମ୍ଭ କରିପାରନ୍ତି। ଘରୋଇ ଉଦ୍ୟୋଗରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ।

ବୃଷ: ଆପଣ କାହାରିକୁ ସାହାଯ୍ୟ କରିବେ। ବନ୍ଧୁର ସହଯୋଗ ମିଳିବା ଯୋଗୁଁ କାମ କରିବା ସହଜ ହେବ। ଘରୋଇ ଉଦ୍ୟୋଗରେ କାମ କରୁଥିବା ଲୋକଙ୍କ ଲାଗି ଦିନଟି ବ୍ୟସ୍ତତାରେ କଟିବ।

ମିଥୁନ: କୌଣସି ଜରୁରୀ କାମରେ ଦୂରସ୍ଥାନକୁ ଯାଇପାରନ୍ତି। ଅଚାନକ ଧନଲାଭ ଯୋଗ ଅଛି। ଦାମ୍ପତ୍ୟ ଜୀବନରେ ଖୁସି ବଜାୟ ରହିବ। ରାଜନୀତି କ୍ଷେତ୍ରରେ ଥିବା ଲୋକ କୌଣସି ସମାରୋହକୁ ଯିବାର ଅବସର ପାଇବେ।

କର୍କଟ: ଦିନଟି ଆପଣଙ୍କ ଜୀବନରେ ନୂଆ ଦିଶା ନେଇ ଆସିବ। ନୂଆ ବେପ‌ାର ଲାଗି ପଦକ୍ଷେପ ନିଅନ୍ତୁ ଉନ୍ନତି ହେବ। ଅଫିସରେ କୌଣସି ସହକର୍ମୀଙ୍କୁ ସାହାଯ୍ୟ କରିବେ। ପ୍ରିୟଜନଙ୍କ ସହିତ ସମ୍ବନ୍ଧ ମଧୁର ହେବ।

ସିଂହ: ବାପା ମାଆଙ୍କ ଆଶୀର୍ବାଦରେ ଅଧୁରା ଥିବା କାମ ପୂରା ହେବ। ଯେଉଁମାନେ ଦୂରରେ ରହୁଛନ୍ତି ସେମାନେ ପରିବାର ଲୋକଙ୍କ ଠାରୁ ଶୁଭ ଖବର ପାଇବେ। ଚାକିରି ଖୋଜୁଥିବା ଲୋକ ନିଜ ବନ୍ଧୁର ସାହାଯ୍ୟ ନେଇପାରନ୍ତି।

କନ୍ୟା: ସାମାଜିକ କାର୍ଯ୍ୟରେ ସକ୍ରିୟ ଭୂମିକା ନିର୍ବାହ କରିବେ। ଆପଣ ବହୁ ଦନିର କଠିନ ପରିଶ୍ରମର ଫଳ ପାଇବେ। ଭଲ ଲୋକଙ୍କ ସଂଗତିରେ କିଛି ଶିକ୍ଷାଲାଭ କରିବେ। ବଡ଼ଙ୍କ କଥାକୁ ଧ୍ୟାନ ଦେଇ ଶୁଣନ୍ତୁ।‌

ତୁଳା: ଆପଣ ନିଜର ସଉକ ପୂରା କରିବା ପାଇଁ ଯଥେଷ୍ଟ ସମୟ ପାଇବେ। ଜୀବନସାଥୀ ଆପଣଙ୍କର ଦରକାରୀ ଜିନିଷ ଆଣିପାରନ୍ତି। ଛାତ୍ରଛାତ୍ରୀ ନିଜର ପାଠପଢ଼ା ସମୟ ବଦଳାଇବେ। ‌ସ୍ବାସ୍ଥ୍ୟ ଭଲ ରହିବ।

ବିଛା: ରାଜନୀତି ଓ ସମାଜକଲ୍ୟାଣ କାର୍ଯ୍ୟ କରୁଥିବା ଲୋକଙ୍କ ଲାଗି ଦିନଟି ଭଲ। ଆର୍ଥିକ ପକ୍ଷ ସ୍ବଚ୍ଛଳ ରହିବ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ବନ୍ଧୁର ସମାରୋହରେ ଯୋଗ ଦେଇପାରନ୍ତି। ‌

ଧନୁ: ପରିବାରରେ ଲାଗି ରହିଥିବା ଅଶାନ୍ତି ଜୀବନସାଥୀର ସାହାଯ୍ୟରେ ସମାଧାନ ହୋଇଯିବ। କୌଣସି ବନ୍ଧୁ ଆପଣଙ୍କ ଘରକୁ ଆସି ପାରନ୍ତି। ଅଫିସରେ ଆପଣଙ୍କ କାମକୁ କତୃପକ୍ଷ ପ୍ରଶଂସା କରିବେ।

ମକର: ଓକିଲଙ୍କ ଲାଗି ଦିନଟି ଭଲ। କୌଣସି ମକଦ୍ଦମାର ଫଇସଲା ଆପଣଙ୍କ ସପକ୍ଷରେ ଆସିବ। ଅଫିସରେ କତୃପକ୍ଷ ଆପଣଙ୍କୁ କୌଣସି ଉପଯୋଗୀ ବସ୍ତୁ ଉପହାର ଦେଇପାରନ୍ତି। ପରିବାରରେ ଖୁସିର ମାହୋଲ ରହିବ।

କୁମ୍ଭ: ମାଆ ସହିତ କୌଣସି ବନ୍ଧୁ ଘରକୁ ଯିବେ। ବ୍ୟବସାୟରେ କୌଣସି ଉଚ୍ଚାଧିକାରୀଙ୍କ ସହାୟତା ନେଇପାରନ୍ତି। ପ୍ରିୟଜନ ସହିତ ସମ୍ବନ୍ଧ ମଧୁର ହେବ। ଆପଣଙ୍କ ପିଲା ଆପଣଙ୍କୁ ଭଲ ଖବର ଦେଇ ପାରନ୍ତି।

ମୀନ: ଅଫିସର କୌଣସି କାମରେ ଦୂରସ୍ଥାନକୁ ଯିବେ। ଆପଣ ନିଜର ଯୋଗ୍ୟତା ଓ ପ୍ରତିଷ୍ଠା ପାଇଁ ପ୍ରସିଦ୍ଧ ହେବେ। ପ୍ରତିଯୋଗିତା ମୂଳକ ପରୀକ୍ଷା ସମ୍ବନ୍ଧରେ ଭଲ ଖବର ପାଇବେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

 

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
November 18, 2025, 12:33 AM
 

N
Partly cloudy
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom