• Latest
  • Trending
କଣ କହୁଛି ଆପଣଙ୍କ ଭାଗ୍ୟ ?

କଣ କହୁଛି ଆପଣଙ୍କ ଭାଗ୍ୟ ?

Oct-11-2025 03:27 AM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କଣ କହୁଛି ଆପଣଙ୍କ ଭାଗ୍ୟ ?

by M M
Oct-11-2025 03:27 AM IST
in ଆପଣଙ୍କ ଭାଗ୍ୟ
0
କଣ କହୁଛି ଆପଣଙ୍କ ଭାଗ୍ୟ ?
497
SHARES
1.4k
VIEWS
Share on FacebookShare on Twitter

ମେଷ: ନିଜର ଲକ୍ଷ୍ୟ ନିର୍ଦ୍ଧାରିତ କରିବା ଲାଗି ନୂଆ ଯୋଜନା କରିବେ। ଚାକିରିଜୀବୀ ଭଲ ଖବର ପାଇବେ। ଧନଲାଭ ଯୋଗ ଅଛି। ବେପାର ଆଗକୁ ବଢ଼ାଇବା ଯୋଜନା କରିବେ। ଜୀବନସାଥୀଙ୍କୁ କିଛି ଭଲ କଥା କହିବେ।

ବୃଷ: କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ସାମନାକୁ ଆସିବ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସାମାଜିକ କାର୍ଯ୍ୟରେ ସମୟ ଦେବେ। ପ୍ରେମ ଜୀବନ ଭଲ ରହିବ।

ମିଥୁନ: ଆପଣଙ୍କ ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଦିନଟି ଭଲ। କୌଣସି ସମ୍ମାନିତ ଲୋକଙ୍କ ସହ ମିଶିବାର ସୁଯୋଗ ପାଇବେ। ଘରୋଇ କାମରେ ଗୃହିଣୀମାନଙ୍କର ଦାୟିତ୍ବ ବଢ଼ିବ।

କର୍କଟ: କମ୍ ପରିଶ୍ରମ‌ରେ ଯଥେଷ୍ଟ ଲାଭ ପାଇବେ। ଆପଣଙ୍କର ଅଶାନ୍ତି ଜୀବନସାଥୀଙ୍କ ସହଯୋଗରେ ସମାଧାନ ହୋଇଯିବ। ଭ୍ରମଣ ସୁଖଦ ରହିବ। ରାଜନୀତିରେ ମହତ୍ବାକାଂକ୍ଷା ପୂରା ହେବ।

ସିଂହ: ବନ୍ଧୁ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ। ଜମି ବ୍ୟବସାୟୀଙ୍କର ଭଲ ଲାଭ ହେବ। ରାଜନୀତିରେ ସଫଳତା ପାଇବେ। ଚାକିରିରେ ଉନ୍ନତି ହେବ। ବିବାହିତଙ୍କ ଲାଗି ଦିନଟି ବହୁତ ଭଲ ରହିବ।‌

କନ୍ୟା: ଧର୍ମକାର୍ଯ୍ୟରେ ମନ ଲାଗିବା ଯୋଗୁଁ ଶାନ୍ତି ପାଇବେ। ପଡ଼ୋଶୀ ମନୋମାଳିନ୍ୟ ପା‌ସୋରି ଆପଣଙ୍କ ସହ ବନ୍ଧୁତାର ହାତ ବଢ଼ାଇବେ। ଉନ୍ନତି ପାଇଁ ନୂଆ ରାସ୍ତା ଖୋଲିବ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ। ‌

ତୁଳା: କାର୍ଯ୍ୟ‌କ୍ଷେତ୍ରରେ କୌଣସି ବଡ଼ ଚାଲେଞ ଆସିବ। ଲୋକେ ଆପଣଙ୍କ କାମ କରିବା ଶୈଳୀରେ ପ୍ରଭାବିତ ହେବେ। ଧନଲାଭର ସୁଯୋଗ ଅଛି। ଦାମ୍ପତ୍ୟ ସମ୍ବନ୍ଧ ମଧୁରତାରେ ପୂର୍ଣ୍ଣ ରହିବ। ‌

ବିଛା: ସାମାଜିକ ସମସ୍ୟା ଲୋକଙ୍କ ଆଗରେ ରଖିବେ। ଆମଦାନି ବୃଦ୍ଧି କରିବାକୁ ଚେଷ୍ଟା କରନ୍ତୁ। ଗାଡ଼ି ବାଇକ ସାବଧାନତାର ସହ ଚଳାନ୍ତୁ। ଲୋଖାପଢ଼ାରେ ଆପଣଙ୍କର ଏକାଗ୍ରତା ବଢ଼ିବ। ‌

ଧନୁ: ସାମାଜିକ କାର୍ଯ୍ୟରେ ସକ୍ରିୟତା ବଢ଼ିପାରେ। ବେପାରରେ ଲାଭ ପାଇବେ। ପରିବାର ଲୋକଙ୍କ ଠାରୁ କୌଣସି ଭଲ ଖବର ପାଇବେ। ଶତ୍ରୁ କ୍ଷତି କରିବାକୁ ବିଫଳ ପ୍ରୟାସ କରିବେ। କ୍ୟାରିୟରରେ ଆଗକୁ ବଢ଼ିବେ।

ମକର: କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ଅଫିସ କାମରେ ଦୂରସ୍ଥାନକୁ ଯିବେ। ଖାଦ୍ୟ ପାଦୀୟ ପ୍ରତି ସଜାଗ ରୁହନ୍ତୁ। ଛାତ୍ରଙ୍କ କ୍ୟାରିୟରରେ ନୂଆ ପରିବର୍ତ୍ତନ ଆସିବ। ‌

କୁମ୍ଭ: ବ୍ୟବସାୟ ସମ୍ବନ୍ଧରେ ବଡ଼ ନିଷ୍ପତ୍ତି ନେବା ପାଇଁ ଦିନଟି ଭଲ। ଅଜଣା ବ୍ୟକ୍ତିଙ୍କ ଉପରେ ଅଧିକ ଭରସା କରନ୍ତୁ ନାହିଁ। ନୂଆ ବାଇକ କିଣିବେ। ପ୍ରେମୀ ଯୁଗଳ ବାହାରକୁ ବୁଲି ଯିବା ପାଇଁ ଯୋଜନା କରିବେ।

ମୀନ: ପରିବାର ସହ ସିନେମା ଦେଖିବାର ଯୋଜନା କରିବେ। ସମୟର ସଦୁପଯୋଗ କରନ୍ତୁ ଲାଭ ହେବ। ବେକାରଙ୍କୁ ରୋଜଗାରର ମଉକା ମିଳିବ। ଅଫିସରେ ନୂଆ ଦାୟିତ୍ବ ପାଇବେ। ଆଇନି ଛାତ୍ରଙ୍କ ଲାଗି ଦିନଟି ଭଲ।

Tags: horoscope
Share199Tweet124
M M

M M

ଆଜିର ପାଗ

Bhubaneswar
November 18, 2025, 12:21 AM
 

N
Partly cloudy
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom