• Latest
  • Trending
Horoscope 2026 April 15: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 April 15: ଜାଣନ୍ତୁ ଆଜିର ରାଶିଫଳ…

Apr-15-2026 11:00 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

May-12-2026 09:07 AM IST
ମୁଖ୍ୟମନ୍ତ୍ରୀ ହେବା ପରେ ଏମକେ ଷ୍ଟାଲିନଙ୍କୁ ଭେଟିଲେ ବିଜୟ, ତାମିଲନାଡୁ ରାଜନୀତିରେ ହଇଚଇ

ମୁଖ୍ୟମନ୍ତ୍ରୀ ହେବା ପରେ ଏମକେ ଷ୍ଟାଲିନଙ୍କୁ ଭେଟିଲେ ବିଜୟ, ତାମିଲନାଡୁ ରାଜନୀତିରେ ହଇଚଇ

May-11-2026 07:19 PM IST
  • About
  • Careers
  • Contact Us
Tuesday, May 12, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

Horoscope 2026 April 15: ଜାଣନ୍ତୁ ଆଜିର ରାଶିଫଳ…

by M M
Apr-15-2026 11:00 AM IST
in ଆପଣଙ୍କ ଭାଗ୍ୟ
0
Horoscope 2026 April 15: ଜାଣନ୍ତୁ ଆଜିର ରାଶିଫଳ…
491
SHARES
1.4k
VIEWS
Share on FacebookShare on Twitter

ମେଷ:-ଧନଲାଭର ଯୋଗ ଅଛି। ଦାମ୍ପତ୍ୟ ଜୀବନ ଭଲ ରହିବ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହେବ। ପ୍ରିୟଜନଙ୍କ ସହ ବାହାରକୁ ବୁଲି ଯାଇପାରନ୍ତି। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। 

ବୃଷ:-ସରକାରୀ ଚାକିରିଆଙ୍କ ଲାଗି ଭଲ ଦିନଟିଏ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। କୌଣସି ଭଲ ଖବର ପାଇବେ। ପାରିବାରିକ ଜୀବନ ଭଲ ରହିବ। ଘରେ କୌଣସି ବଡ଼ ଆୟୋଜନର ଯୋଜନା କରିବେ।‌ 

ମିଥୁନ:-ମନ ଧାର୍ମିକ ଗତିବିଧିରେ ଅଧିକ ଲାଗି ରହିବ। ଚାକିରି ସମ୍ବନ୍ଧୀୟ ସବୁ ଇଚ୍ଛା ପୂରା ହେବ। ଦରମା ବୃଦ୍ଧି ସହ ପଦୋନ୍ନତି ପାଇବେ। ସନ୍ତାନ ପକ୍ଷରୁ ଖୁସି ଖବର ପାଇବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ। 

କର୍କଟ:-କୌଣସି କାର‌୍ୟ୍ୟ ବହୁତ ଭଲ କରିବେ। ବେପାରୀଙ୍କ ଲାଗି ଦିନଟି ଅନୁକୂଳ ରହିବ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନେ ଜଣେ ଅନ୍ୟଜଣଙ୍କୁ କଥାରେ ପ୍ରଭାବିତ କରିବେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। 

ସିଂହ:-ଶିକ୍ଷାକ୍ଷେତ୍ରରେ ଭଲ ପରିଣାମ ପାଇବେ। ବୈବାହିକ ଜୀବନରେ କଟୁତା ଦୂର ହେବ। ପ୍ରେମୀ ଯୁଗଳ କୌଣସି ମନୋରଂଜନ ସ୍ଥାନକୁ ବୁଲି ଯିବେ। ପାନୀୟ ପ୍ରତି ସଜାଗ ରୁହନ୍ତୁ। 

କନ୍ୟା:-ଆପଣଙ୍କ କାମକୁ ଯଥେଷ୍ଟ ପ୍ରାଥମିକତା ଦେବେ। ଆପଣଙ୍କୁ ଉନ୍ନତି ଓ ନୂଆ ଶକ୍ତି ମିଳିବ। ବାଣୀ ଉପରେ ସଂଯମ ରଖନ୍ତୁ। ଘରର ପରିବେଶ ସକାରାତ୍ମକ ରହିବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ। 

ତୁଳା:-ପ୍ରତିଟି କାମକୁ ସୁଚାରୁରୂପେ କରି ପାରିବେ। ପରିବାର ସହିତ ଆପୋସୀ ତାଳମେଳ ବଜାୟ ରଖିବେ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନେ ବିବାହ ବନ୍ଧରେ ବାନ୍ଧିବା ପାଇଁ ମନ ବନାଇବେ। 

ବିଛା:-ପାରିବାରିକ ଜୀବନ ବହୁତ ଭଲ ରହିବ। ବଡ଼ମାନଙ୍କ ସହିତ ବ୍ୟବହାର ମଧୁର ରଖନ୍ତୁ। ଆପଣଙ୍କର ଆତ୍ମବିଶ୍ବାସ ବହୁତ ଭଲ ରହିବ। ଜୀବନସାଥୀ ମାଧ୍ୟମରେ ବ୍ୟବସାୟରେ ଲାଭ ପାଇବେ। 

ଧନୁ:-ନିଜ ଉପରେ ନିଜର କାର‌୍ୟ୍ୟ ଉପରେ ଭରସା କରିବେ। ଶିକ୍ଷାକ୍ଷେତ୍ରରେ ଆପଣଙ୍କୁ ସଫଳତା ହାସଲ ହେବ। ବ୍ୟବସାୟରେ ସଫଳତାର ଶିଖର ଛୁଇଁବେ। ପାରିବାରିକ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। 

ମକର:- କାର୍ଯ୍ୟ କ୍ଷେତ୍ରରେ ଉନ୍ନତି ହେବ। ଦରମା ବୃଦ୍ଧି ହେବାର ସମ୍ଭାବନା। କିଛି ଲୋକ ଜାଣିଶୁଣି ଆପଣଙ୍କ କାମରେ ବାଧା ସୃଷ୍ଟି କରିପାରନ୍ତି। ପ୍ରେମୀ ଯୁଗଳଙ୍କ ଲାଗି ଭଲ ଦିନଟିଏ। ପରିବାରରେ ସୁଖଶାନ୍ତି ବୃଦ୍ଧି ହେବ। 

କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କ କାର‌୍ୟ୍ୟ ଯୋଜନା ସଫଳ ହେବ। ଜୀବନସାଥୀ ସହ ତାଳମେଳ ବଜାୟ ରହିବ। ସ୍ବାସ୍ଥ୍ୟକୁ ନେଇ ସଜାଗ ରହନ୍ତୁ। ତରବରିଆରେ ନେଇ ଥିବା ନିଷ୍ପତ୍ତି ହାନି ପହଞ୍ଚାଇପାରେ। 

ମୀନ:-ବୈବାହିକ ଜୀବନରେ ଲାଗି ରହିଥିବା ସମସ୍ୟାରୁ ମୁକ୍ତି ପାଇବେ। ଅଫିସରେ କାମକୁ ସାବଧାନତାର ସହ କରନ୍ତୁ। ସନ୍ତାନ ପକ୍ଷରୁ ଖୁସି ଖବର ମିଳିପାରେ। ମାନସିକ ସୁସ୍ଥତା ପାଇଁ ଯୋଗ କରନ୍ତୁ।

Tags: know your horoscopetoday horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 12, 2026, 11:42 PM
 
S
Clear sky
27°C
2.7 m/s
Apparent: 32°C
Pressure: 1008 mb
Humidity: 82%
Winds: 2.7 m/s S
Windgusts: 10.4 m/s
UV-Index: 0
Precip.: 0mm /32% / Rain
Sunrise: 5:11 AM
Sunset: 6:14 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom