• Latest
  • Trending
Horoscope 2026 May 05: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 05: ଜାଣନ୍ତୁ ଆଜିର ରାଶିଫଳ…

May-05-2026 10:22 AM IST
odisha.newsroom.in

କାହିଁକି ଭବାନୀପୁର ଆସନ ରଖିପାରିଲେନି ମମତା ? ଜାଣନ୍ତୁ ଏହା ପଛର ୫ କାରଣ…

May-05-2026 10:37 AM IST
odisha.newsroom.in

ବଙ୍ଗଳା ଓ ଆସାମରେ ବିଜେପିର ଦବଦବା…ତାମିଲନାଡୁରେ ବିଜୟଙ୍କ ‘ବ୍ଲକବଷ୍ଟର’ ଏଣ୍ଟ୍ରି

May-04-2026 06:52 PM IST
odisha.newsroom.in

ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ କିଏ ? ଚର୍ଚ୍ଚାରେ ଏହି ନେତାଙ୍କ ନାମ…

May-04-2026 06:12 PM IST
odisha.newsroom.in

ତାମିଲନାଡୁରେ ଅଟୋ ଚାଳକଙ୍କ କମାଲ…ବଡ଼ ନେତାଙ୍କୁ ହରାଇଦେଲେ

May-04-2026 05:13 PM IST
odisha.newsroom.in

TMC କାର୍ଯ୍ୟାଳୟ ଖାଁ ଖାଁ…ମମତାଙ୍କ ଘର ଆଗରେ ‘ଜୟ ଶ୍ରୀରାମ’ ନାରା

May-04-2026 03:02 PM IST
odisha.newsroom.in

ପୁଡୁଚେରୀ ନିର୍ବାଚନ ଫଳାଫଳ: ପୁଣି ଥରେ କ୍ଷମତା ଆଡ଼କୁ ବିଜେପି ମେଣ୍ଟ, ପଛରେ ପଡ଼ିଲା କଂଗ୍ରେସ

May-04-2026 12:42 PM IST
odisha.newsroom.in

ତାମିଲନାଡୁରେ’TVK’ ମ୍ୟାଜିକ୍: ବିଜୟଙ୍କ ଘର ଆଗରେ ପୋଲିସ୍ ଛାଉଣୀ କାହିଁକି ?

May-04-2026 12:18 PM IST
odisha.newsroom.in

କେରଳରେ ବଡ଼ ବିଜୟ ଆଡ଼କୁ UDF…LDF କର୍ମୀଙ୍କ ମଧ୍ୟରେ ନିରାଶା…

May-04-2026 11:58 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
  • About
  • Careers
  • Contact Us
Tuesday, May 5, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

Horoscope 2026 May 05: ଜାଣନ୍ତୁ ଆଜିର ରାଶିଫଳ…

by M M
May-05-2026 10:22 AM IST
in ଆପଣଙ୍କ ଭାଗ୍ୟ
0
Horoscope 2026 May 05: ଜାଣନ୍ତୁ ଆଜିର ରାଶିଫଳ…
491
SHARES
1.4k
VIEWS
Share on FacebookShare on Twitter

୫ ମେ ୨୦୨୬, ‌ମଙ୍ଗଳବାର। ତିଥି: ଜ୍ୟେଷ୍ଠ କୃଷ୍ଣ ଚତୁର୍ଥୀ। ନକ୍ଷତ୍ର: ଜ୍ୟେଷ୍ଠା। ଚନ୍ଦ୍ର: ବିଛା। ସୂର୍ଯ୍ୟୋଦୟ: ୫ଟା୧୯, ସୂର୍ଯ୍ୟାସ୍ତ: ୬ଟା୭। ଘାତଚନ୍ଦ୍ର: ନାହିଁ। ଘାତବାର: ମକର। ଶୁଭବେଳା: ଦିବା ୮ଟା୩୧ରୁ ୧୦ଟା୨୬, ଦିବା ୧ଟାରୁ ୧ଟା୧୯, ଦିବା ୪ଟା୩୧ରୁ ୫ଟା୧୬, ସନ୍ଧ୍ୟା ୬ଟା୭ରୁ ୬ଟା୫୨, ରାତ୍ରି ୯ଟା୬ରୁ ୧୧ଟା୨୦, ରାତ୍ରି ୧ଟା୩୫ରୁ ୩ଟା୪ ପର୍ଯ୍ୟନ୍ତ।

ମେଷ: ଆପଣଙ୍କର ସବୁ ଇଚ୍ଛା ପୂରା ହେବ। ଅଫିସରେ କର୍ତ୍ତୃପକ୍ଷଙ୍କ ଠାରୁ ପ୍ରଶଂସା ପାଇବେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ସମ୍ବନ୍ଧରେ ସୁଧାର ଆସିବ। ଯାନ ସାବଧାନତାର ସହ ଚଳାନ୍ତୁ। ‌

ବୃଷ: ଆପଣଙ୍କ ପାଖକୁ ଯେଉଁ ଦାୟିତ୍ବ ଆସିବ ତାକୁ ସହଜରେ ପୂରା କରିପାରିବେ। ଚାକିରିଜୀବୀଙ୍କ ଲାଗି ଦିନଟି ଭଲ ରହିବ। ପାଠପଢାରେ ଆପଣଙ୍କର ଏକାଗ୍ରତା ବଢ଼ିବ।  ପାଠପଢାରେ

ମିଥୁନ: ଜମିରେ ନିବେଶ ଲାଗି ଭଲ ଦିନଟିଏ। ଭୁଲ୍ ରାସ୍ତାରେ ନେଇଯିବା ଲୋକଙ୍କ ପ୍ରତି ସାବଧାନ ରହନ୍ତୁ। ଜୀବନସାଥୀ ଠାରୁ କୌଣସି ଭଲ ଖବର ପାଇବେ। ଛୋଟ ଭଉଣୀର ଲେଖାପଢ଼ାରେ ସାହାଯ୍ୟ କରିବେ। 

କର୍କଟ: ସମ୍ବନ୍ଧରେ ଲାଗି ରହିଥିବା ମତଭେଦ ଦୂର ହେବ। ପ୍ରତ୍ୟେକ ବ୍ୟକ୍ତି ଆପଣଙ୍କ କଥାରେ ପ୍ରଭାବିତ ହେବେ। ଭରସାଯୋଗ୍ୟ ବନ୍ଧୁର ପରାମର୍ଶ କାମରେ ଆସିବ। ଚାକିରିଜୀବୀଙ୍କର ଆୟରେ ବୃଦ୍ଧି ହେବ। 

ସିଂହ: ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଭଲ ଦିନଟିଏ। ଅଫିସରେ ଦୀର୍ଘ ଦିନର ଅଧୁରା କାମ ସଂପୂର୍ଣ୍ଣ କରିପାରିବେ। ପରିବାରରେ ଆପଣଙ୍କୁ କୌଣସି ନୂଆ ଦାୟିତ୍ବ ମିଳିବ। ଭୂସଂପତ୍ତି କିଣିବା ଯୋଗ ଅଛି। 

କନ୍ୟା: ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କ କାମର ପ୍ରଶଂସା ହେବ। ବିଶିଷ୍ଟ ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ। ପରିବାରରେ ସମସ୍ତଙ୍କର ଇଚ୍ଛା ପୂରା କରିବାରେ ସଫଳ ହେବେ। ଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। 

ତୁଳା: ପୂର୍ବରୁ ପ୍ରସ୍ତୁତ କରିଥିବା ଯୋଜନା କ୍ରିୟାନ୍ବିତ କରିବେ। ଧନ ସମ୍ବନ୍ଧୀୟ ଚିନ୍ତାର ସମାଧାନ ବାହାରିବ। କୌଣସି ସମାଜସେବା ସଂସ୍ଥା ସହ ଯୋଡ଼ିବାର ଅବସର ପାଇବେ। 

ବିଛା: ଅଫିସରେ କୌଣସି ବଡ଼ ଦାୟିତ୍ବ ଆପଣଙ୍କ କାନ୍ଧକୁ ଆସିପାରେ। ସରକାରୀ କାମରେ କୌଣସି ଲୋକଙ୍କର ସାହାଯ୍ୟ ପାଇବେ। ଛାତ୍ରଛାତ୍ରୀ ଲେଖାପଢ଼ାରେ ଅଧିକ ସମୟ ଦିଅନ୍ତୁ। 

ଧନୁ: ଜୀବନସାଥୀ ଓ ପିଲାମାନଙ୍କ ଠାରୁ ବହୁତ ଖୁସି ପାଇବେ। ଆପଣଙ୍କର ସଚ୍ଚୋଟତା ଚାରିଆଡ଼େ ପ୍ରଶଂସା ହେବ। ‌ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। 

ମକର: ଫିଲ୍ମ କ୍ଷେତ୍ରରେ ସଂଘର୍ଷ କରୁଥିବା ନିର୍ଦେଶକ ଓ କଳାକାରଙ୍କୁ ବଡ଼ ସୁଯୋଗ ମିଳିବ। ଆତ୍ମବିଶ୍ୱାସ ପୂର୍ବ ଅପେକ୍ଷା ମଜଭୁତ ହେବ। ରାଜନୀତିରେ ଆର୍ଥିକ ଲାଭ ହେବ। ଘରେ ସୁଖ ଶାନ୍ତି ବଜାୟ ରହିବ।‌ ଆତ୍ମବିଶ୍ୱାସ

କୁମ୍ଭ: ଆପଣ ଯେଉଁ ସବୁ ଯୋଜନା ପ୍ରସ୍ତୁତ କରିଛନ୍ତି ତାହା ସଫଳ ହେବାରେ ସମୟ ଲାଗିବ। ବନ୍ଧୁର ସାହାଯ୍ୟ ନେବାକୁ ପଡ଼ିପାରେ।  ପତ୍ନୀ ଘରେ କୌଣସି ନୂଆ ବ୍ୟଞ୍ଜନ ତିଆରି କରିବେ। 

ମୀନ: କୌଣସି କାମ ତରବରିଆରେ ନକରି ଧୈର୍ଯ୍ୟ ଓ ସଂଯମରେ କରନ୍ତୁ। କୋର୍ଟ କଚେରି ମାମଲାର ଫଇସଲା ଆପଣଙ୍କ ଆଶାର ବିପରୀତ ଆସିପାରେ। ଇଂଜିନିୟର ଛାତ୍ରଙ୍କ ଲାଗି ଭଲ ଦିନଟିଏ।

Tags: daily horoscopehoroscoperashiphala
Share196Tweet123
M M

M M

ଆଜିର ପାଗ

Bhubaneswar
May 5, 2026, 10:40 AM
 

SSE
Mainly clear
32°C
2.9 m/s
Apparent: 33°C
Pressure: 1008 mb
Humidity: 91%
Winds: 2.9 m/s SSE
Windgusts: 10.4 m/s
UV-Index: 0
Precip.: 17.8mm /75% / Rain
Sunrise: 5:14 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom