• Latest
  • Trending
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Nov-02-2025 11:18 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

May-12-2026 09:07 AM IST
ମୁଖ୍ୟମନ୍ତ୍ରୀ ହେବା ପରେ ଏମକେ ଷ୍ଟାଲିନଙ୍କୁ ଭେଟିଲେ ବିଜୟ, ତାମିଲନାଡୁ ରାଜନୀତିରେ ହଇଚଇ

ମୁଖ୍ୟମନ୍ତ୍ରୀ ହେବା ପରେ ଏମକେ ଷ୍ଟାଲିନଙ୍କୁ ଭେଟିଲେ ବିଜୟ, ତାମିଲନାଡୁ ରାଜନୀତିରେ ହଇଚଇ

May-11-2026 07:19 PM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ରାଶିଫଳ

by M M
Nov-02-2025 11:18 AM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆପଣଙ୍କ ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ: ବନ୍ଧୁମାନଙ୍କ ସହିତ ବାହାରକୁ ବୁଲିଯିବାର ଯୋଜନା ବାତିଲ କରିଦେବେ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବା ପାଇଁ ବିଚାର କରିବେ। ପରିବାରର ବିଶେଷ ମାମଲାରେ ଅଣଦେଖା କରନ୍ତୁ ନାହିଁ।

ବୃଷ: ଲୋକମାନଙ୍କ ପ୍ରତି ଆପଣଙ୍କର ବ୍ୟବହାର ଆପଣଙ୍କୁ ଲୋକପ୍ରିୟ କରିଦେବ। ସମାଜ ସେବା ପାଇଁ ଆଗ୍ରହ ବଢ଼ିବ। ଧନଲାଭ ଯୋଗ ଅଛି। କୌଣସି କାମ ପାଇଁ ଆପଣଙ୍କର ଚେଷ୍ଟା ସଫଳ ହେବ।

ମିଥୁନ: କୌଣସି ବନ୍ଧୁ ସହ ଭବିଷ୍ୟତ ଯୋଜନା ଉପରେ ବିଚାର ବିମର୍ଶ କରିବେ। କାହାରିକୁ ସାହାଯ୍ୟ କରିବାର ମଉକା ପାଇବେ। ବେପାରରେ ଅଚାନକ ଧନଲାଭ ହେବ। ଦାମ୍ପତ୍ୟ ଜୀବନ ଭଲ ରହିବ।

କର୍କଟ: ବାପା ମାଆଙ୍କ ସହିତ କୌଣସି ସ୍ଥାନକୁ ଯିବାର ଯୋଜନା କରିବେ। ସରକାରୀ କାମରେ ସାବଧାନତା ଅବଲମ୍ବନ କରନ୍ତୁ। ବନ୍ଧୁମାନଙ୍କ ସହିତ ସିନେମା ଦେଖିବାର ଯୋଜନା କରିବେ।

ସିଂହ: ଜମିରେ ନିବେଶ ପାଇଁ ଭଲ ଦିନଟିଏ। ଚାକିରି ଖୋଜୁଥିବା ମହିଳାମାନେ ଭଲ ଖବର ପାଇବେ। ଘରେ କୌଣସି ଧାର୍ମିକ କର୍ମନିର୍ଘଣ୍ଟ ହୋଇପାରେ। ଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

କନ୍ୟା: ଚାକିରିଜୀବୀଙ୍କ ଲାଗି ଅଫିସ କାମରେ ଦୂରସ୍ଥାନକୁ ଯିବାର ଯୋଗ ଅଛି। ଛାତ୍ରଛାତ୍ରୀଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ପ୍ରେମୀ ଯୁଗଳ ନିଜର ସମ୍ବନ୍ଧକୁ ଆହୁରି ମଜଭୁତ କରିବା ଲାଗି ସାଥିରେ ସମୟ କଟାଇବେ।

ତୁଳା: କଠିନ ପରିଶ୍ରମର ଭଲ ଫଳ ପାଇବେ। ଦାମ୍ପତ୍ୟ ଜୀବନରେ ମଧୁରତା ରହିବ। ପରିବାର ଓ ବ୍ୟବସାୟରେ ନିଜର ଦାୟିତ୍ବକୁ ଭଲଭାବେ ତୁଲାଇବେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ।

ବିଛା: ଜମି ସଂପର୍କିତ ବ୍ୟବସାୟରେ ବଡ଼ ଡ଼ିଲ୍ ହୋଇପାରେ। ଅସାବଧାନତା ଓ ଉଦାରତା ବ୍ୟବସାୟରେ ହାନିକାରକ ହୋଇପାରେ। ଅନ୍ତରଙ୍ଗ ବନ୍ଧୁ ସହ ଫୋନରେ ଦୀର୍ଘ ସମୟ କଥା ହେବେ।‌

ଧନୁ: ଚାକିରି କ୍ଷେତ୍ରରେ ଯାହା କରିବେ ସେଥିରେ ସଫଳତା ପାଇବେ। ପ୍ରିୟଜନଙ୍କ ଠାରୁ ଆପଣଙ୍କର ମନ ପସନ୍ଦ ଉପହାର ପାଇବେ। ଦୀର୍ଘ ଦିନରୁ ଘରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ।

ମକର: ଆପଣ ଯେଉଁ କାମ ଆରମ୍ଭ କରିବେ ନିର୍ଦ୍ଧାରିତ ସମୟରେ ପୂରା କରିବା ପାଇଁ ସଂପୂର୍ଣ୍ଣରୂପେ ପ୍ରୟାସ କରିବେ। ଚାକିରି ପାଇଁ ସାକ୍ଷାତକାର ଦେଇଥିବା ବ୍ୟକ୍ତିଙ୍କୁ ଭଲ ଉଦ୍ୟୋଗରୁ ଫୋନ ଆସିବ।

କୁମ୍ଭ: କୌଣସି ଭାବିଥିବା କାମ ସଂପୂର୍ଣ୍ଣ ହୋଇଯିବ। ଆପଣଙ୍କ ଠାରୁ କୌଣସି ମାମଲାରେ କେହି ପରାମର୍ଶ ନେଇ ପାରନ୍ତି। ବ୍ୟବସାୟୀଙ୍କୁ କାମରେ ନୂଆ ଅନୁଭବ ମିଳିବ। ପାରିବାରିକ ଜୀବନ ସୁଖମୟ ହେବ।

ମୀନ: ଆପଣ ନିଜର ଦାୟିତ୍ବକୁ ସୁଚାରୁରୂପେ ତୁଲାଇବେ। ଆପଣଙ୍କ ପରାମର୍ଶରେ ଅନ୍ୟମାନଙ୍କର ଲାଭ ହେବ। ଚାକିରିରେ ସୁଖଦ ପରିଣାମ ପାଇବେ। ମାଆଙ୍କ ମନ ପସନ୍ଦର ଜିନିଷ ନେଇ ଉପହାର ଦେବେ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 1:16 AM
 

S
Clear sky
27°C
2.3 m/s
Apparent: 32°C
Pressure: 1006 mb
Humidity: 87%
Winds: 2.3 m/s S
Windgusts: 10.7 m/s
UV-Index: 0
Precip.: 0mm /8% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom