• Latest
  • Trending
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Nov-03-2025 10:35 AM IST
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

Feb-07-2026 11:21 PM IST
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

Feb-07-2026 11:17 PM IST
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

Feb-07-2026 11:14 PM IST
ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

Feb-07-2026 11:11 PM IST
କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

Feb-07-2026 11:08 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-07-2026 09:22 AM IST
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

Feb-06-2026 09:20 PM IST
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

Feb-06-2026 09:18 PM IST
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

Feb-06-2026 09:15 PM IST
ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

Feb-06-2026 09:12 PM IST
  • About
  • Careers
  • Contact Us
Sunday, February 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ରାଶିଫଳ

by M M
Nov-03-2025 10:35 AM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆପଣଙ୍କ ରାଶିଫଳ
508
SHARES
1.5k
VIEWS
Share on FacebookShare on Twitter

ମେଷ: ଘରେ କୌଣସି ଧାର୍ମିକ ଆୟୋଜନ କରିପାରନ୍ତି। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ଅଧ୍ୟାପକଙ୍କ ଲାଗି ଧନଲାଭର ନୂଆ ରାସ୍ତା ଖୋଲିବ। ସ୍ବାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ହେବ।

ବୃଷ: ବ୍ୟବସାୟୀଙ୍କ ଲାଗି ଦିନଟି ଶୁଭ। ଜମି ସଂପର୍କିତ ମାମଲାର ସାମାଧାନ ହୋଇଯିବ। ଧନଲାଭ ଯୋଗ ରହିଛି। ଶିକ୍ଷକଙ୍କ ଲାଗି ଦିନଟି ଅନୁକୂଳ ରହିବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଖୁସି ଭରା ରହିବ।

ମିଥୁନ: ଜମି ବ୍ୟବସାୟୀଙ୍କ ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ଗୃହିଣୀ ଜୀବନସାଥୀ ଠାରୁ ଉପହାର ପାଇବେ। ନୂଆ କାମ କରିବା ଲାଗି ବଡ଼ଙ୍କ ଠାରୁ ପରାମର୍ଶ ନିଅନ୍ତୁ। ସ୍ବାସ୍ଥ୍ୟରେ ଉନ୍ନତି ହେବ।

କର୍କଟ: ଅଟକିଥିବା କାମ ନିଜ ଲୋକଙ୍କ ସାହାଯ୍ୟରେ ସଂପୂର୍ଣ୍ଣ ହୋଇଯିବ। ବିରୋଧୀ ପକ୍ଷ ଦୂରତ୍ବ ବଜାୟ ରହିବେ। ଆପଣଙ୍କ କାମରେ ଆପଣଙ୍କର ଆତ୍ମବିଶ୍ବାର ଝଲକ ଦେଖାଦେବ। ଛାତ୍ରଛାତ୍ରୀ ଶୁଭ ଖବର ପାଇବେ।

ସିଂହ: ପୂର୍ବରୁ କରିଆସୁଥିବା କାମରେ ସକାରାତ୍ମକ ପରିଣାମ ପାଇବେ। ଆବେଗକୁ ନିୟନ୍ତ୍ରଣ ରଖନ୍ତୁ ଲାଭ ହେବ। ଆପଣଙ୍କୁ ଉନ୍ନତିର ନୂଆ ରାସ୍ତା ମିଳିବ। ଜରୁରୀ କାମରେ ଜୀବନସାଥୀର ସାହାଯ୍ୟ ପାଇବେ।

କନ୍ୟା: ଭାବିଥିବା କାମ ପୂରା ହେବ। କୌଣସି କାମରେ ନିବେଶ କରିବା ପୂର୍ବରୁ ଭଲଭାବେ ପରୀକ୍ଷା ନିରୀକ୍ଷା କରି ନିଅନ୍ତୁ। ପ୍ରେମୀ ଯୁଗଳ ଜଣେ ଅନ୍ୟଜଣଙ୍କୁ ଉପହାର ଦେବେ। ଛାତ୍ରଛାତ୍ରୀଙ୍କର ଶିକ୍ଷା ଉତ୍ତମ ରହିବ।

ତୁଳା: ଇଂଜିନିୟର୍ସଙ୍କ ଲାଗି ଦିନଟି ଭଲ ରହିବ। କାରବାରରେ କିଛି ଏଭଳି କଥା ସାମନାକୁ ଆସିବ ଯାହା ଭବିଷ୍ୟତରେ ଲାଭପ୍ରଦ ରହିବ। ପ୍ରିୟଜନ କିଛି ଏଭଳି କାମ କରିବେ ଯାହା ଦେଖି ଆପଣଙ୍କ ମନ ଖୁସି ହୋଇଯିବ।

ବିଛା: ଦ୍ବନ୍ଦ୍ବ ସମାପ୍ତ ହେବ। ଜଟିଳ ପ୍ରଶ୍ନର ଉତ୍ତର ଆପଣ ପାଇଯିବେ। ବିବାହିତ କୌଣସି ଭଲ ଜାଗାକୁ ବୁଲି ଯିବେ। ଅଧୁରା କାମ ପୂରା ହୋଇଯିବ। ପ୍ରିୟଜନ ଆପଣଙ୍କୁ ଖୁବ୍ ସୁନ୍ଦର ଉପହାର ଦେବେ।

ଧନୁ: ଚାକିରଜୀବୀଙ୍କ ଲାଗି ଦିନଟି ଭଲ। ଆପଣଙ୍କ ମନରେ ଅଧିକ ଅର୍ଥ ରୋଜଗାର କରିବାର ବିଚାର ଆସିବ। ବୁଦ୍ଧିମତ୍ତା‌ରେ କାମ କରନ୍ତୁ ଲାଭ ହେବ। ମୁସ୍କିଲ ପରିସ୍ଥିତିରେ କୌଣସି ବ୍ୟକ୍ତିଙ୍କର ସାହାଯ୍ୟ ପାଇବେ।

ମକର: କୌଣସି ଜାଗାକୁ ଭ୍ରମଣରେ ଯାଆନ୍ତୁ ଲାଭ ହେବ। ଆପଣଙ୍କର କଠିନ ପରିଶ୍ରମ ଫଳଦାୟୀ ସାବ୍ୟସ୍ତ ହେବ। କୌଣସି ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଆସିପାରନ୍ତି। ଛାତ୍ର ଅନଲାଇନିରେ କିଛି ଶିଖିବାକୁ ଚେଷ୍ଟା କରିବେ।

କୁମ୍ଭ: କାରବାର ବୃଦ୍ଧି ଲାଗି ଦିନଟି ଶୁଭ। ପର୍ଯ୍ୟଟନ କ୍ଷେତ୍ରରେ କାମ କରୁଥିବା ଲୋକଙ୍କର ଲାଭ ହେବ। ପୂର୍ବରୁ ପ୍ରସ୍ତୁତି କରିଥିବା ଯୋଜନା ଲାଗୁ କରନ୍ତୁ ଲାଭ ହେବ। ଛାତ୍ର ପ୍ରୋଜେକ୍ଟରେ ବଡ଼ ଭଉଣୀର ସାହାଯ୍ୟ ପାଇବେ।

ମୀନ: ଆପଣଙ୍କ ମନ ଆଧ୍ୟାତ୍ମିକରେ ଅଧିକ ଲାଗି ରହିବ। ବେପାରରେ ବାପା ମାଆଙ୍କ ମତ ଫଳପ୍ରଦ ସାବ୍ୟସ୍ତ ହେବ। ଅଫିସରେ ନୂଆ ଲୋକଙ୍କ ସହିତ ଯୋଡ଼ିବେ। ବିବାହିତ କୌଣସି ସମାରୋହକୁ ଯିବେ।

Share203Tweet127
M M

M M

ଆଜିର ପାଗ

Bhubaneswar
February 8, 2026, 1:53 AM
 
E
Partly cloudy
19°C
0.8 m/s
Apparent: 23°C
Pressure: 1015 mb
Humidity: 95%
Winds: 0.8 m/s E
Windgusts: 4.9 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:41 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

February 7, 2026
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

February 7, 2026
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

February 7, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom