• Latest
  • Trending
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Nov-04-2025 08:55 AM IST
ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

May-13-2026 09:22 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆଜିର ରାଶିଫଳ

by M M
Nov-04-2025 08:55 AM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆଜିର ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ: ଅନ୍ୟମାନଙ୍କ ସହ ଆପଣଙ୍କର ଭଲ ତାଳମେଳ ରହିବ। ଆପଣଙ୍କର ସବୁ କାମ ସହଜରେ ପୂରା ହୋଇଯିବ। ଅଚାନକ ଧନଲାଭ ହେବ। ଛାତ୍ର କିଛି ନୂଆ ଶିଖିବାର ସୁଯୋଗ ପାଇବେ। ‌

ବୃଷ: ଇଚ୍ଛାଶକ୍ତି କମ୍ ଯୋଗୁଁ ଆପଣଙ୍କୁ ଭାବନାତ୍ମକ ଓ ମାନସିକ ଅଶାନ୍ତି ଘେରଉ କରିନେବେ। ଆପଣଙ୍କର ତର୍କ ଶକ୍ତିକୁ ମଜଭୁତ ବଜାୟ ରଖନ୍ତୁ। ପାରିବାରିକ ଜୀବନ ସୁଖକର ହେବ।

ମିଥୁନ: ପରିବାର ଓ କାମ ମଧ୍ୟରେ ଭାରସାମ୍ୟ ବଜାୟ ରଖନ୍ତୁ। ସନ୍ତାନ ପକ୍ଷର ସଫଳତା ପାଇଁ ଆପଣଙ୍କୁ ଖୁସି ମିଳିବ। ଛାତ୍ର ନୂଆ ପ୍ରୋଜେକ୍ଟ ଉପରେ କାମ କରିବାର ସୁଯୋଗ ପାଇବେ।  ‌

କର୍କଟ: ଜରୁରୀ କାମରେ ଅଧିକ ପରିଶ୍ରମ କରନ୍ତୁ ସଂପୂର୍ଣ୍ଣ ହୋଇଯିବ। ଡ଼ାକ୍ତରଙ୍କର ଖ୍ୟାତି ସୁଦୂର ପ୍ରସାରୀ ହେବ। ସମ୍ବନ୍ଧରେ ନୂତନତ୍ବ ଆସିବ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ ରହିବ। ‌

ସିଂହ: ପାରିବାରିକ ସ୍ତରରେ ଖୁସି ବୃଦ୍ଧି ହେବ। ଅଧିକ ସଫଳତା ପାଇବା ପାଇଁ ଆପଣଙ୍କର ପ୍ରୟାସ ଜାରି ରଖନ୍ତୁ। କଣ୍ଠଶିଳ୍ପୀଙ୍କ ଲାଗି ଭଲ ଦିନଟିଏ। ଫିଲ୍ମରେ ସୁଯୋଗ ମିଳିପାରେ। ‌

କନ୍ୟା: କୌଣସି କଥାକୁ ନେଇ ମାନସିକ ଅଶାନ୍ତି ବଢ଼ିପାରେ। କାରବାରରେ ଆଗକୁ ବଢ଼ିବାର ବାଧା ଆସିବ। ଅନାବଶ୍ୟକ କଥା ଠାରୁ ନିଜକୁ ଦୂରରେ ରଖନ୍ତୁ। ବିବାହିତଙ୍କ ଲାଗି ଦିନଟି ଭଲ ରହିବ। ‌

ତୁଳା: ସମୟ ରଚାନାତ୍ମକ କାର୍ଯ୍ୟରେ ଲଗାଇପାରନ୍ତି। ଜୀବନସାଥୀ ସହିତ ଅଧିକ ସମୟ ଅତିବାହିତ କରିବେ। ଅଚାନକ ଧନଲାଭ ହେବ। ଛାତ୍ରଛାତ୍ରୀଙ୍କୁ ଅଧିକ ପରିଶ୍ରମ କରିବାକୁ ହେବ। ‌

ବିଛା: ବଢ଼ିଆ ସୁଯୋଗ ଆପଣଙ୍କୁ କାର୍ଯ୍ୟକ୍ଷେତ୍ରରେ ମିଳିବ। ଶତ୍ରୁ ଓ ବିରୋଧୀମାନେ କ୍ଷତି କରିପାରନ୍ତି। ତେଣୁ ସତର୍କତା ଅବଲମ୍ବନ କରନ୍ତୁ। ଜୀବନସାଥୀ ସହ ଲାଗି ରହିଥିବା ମନୋମାଳିନ୍ୟ ଦୂର ହୋଇଯିବ। ‌

ଧନୁ: ସକାରାତ୍ମକ ଭାବନା ଘେନି ଆଗକୁ ବଢ଼ନ୍ତୁ। ଲୋକମାନଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନ‌ାହିଁ। ବ୍ୟସାୟରେ ମାନ୍ଦା ଗତି ପାଇଁ ମାନସିକ ଅଶାନ୍ତି ବଢ଼ିପାରେ।

ମକର: ଆର୍ଥିକ ପକ୍ଷ ବହୁତ ଭଲ ରହିବ। ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ। ବେକାରଙ୍କ ଲାଗି ରୋଜଗାରର ସୁଯୋଗ ଅଛି। ପ୍ରେମୀଯୁଗଳଙ୍କ ଲାଗି ଦିନଟି ବହୁତ ଭଲ ରହିବ।‌

କୁମ୍ଭ: ପୁଞି ବଜାରରେ ଆପଣଙ୍କୁ ଲାଭ ମିଳିବ। ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ସୁବିଧାଜନକ ରହିବାର ଆଶା କମ୍। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ ରହିବ।

ମୀନ: ଆପଣଙ୍କ ସାହସ, ଭାବନାତ୍ମକ କ୍ଷମତା ଅନ୍ୟମାନଙ୍କ ଠାରୁ ଅଲଗା ଅନୁଭୂତି କରାଇବ। କାର୍ଯ୍ୟକ୍ଷେତ୍ରରେ କତୃପକ୍ଷଙ୍କ ଠାରୁ ସକାରାତ୍ମକ ବ୍ୟବହାର ପାଇବେ। ପ୍ରେମ ଜୀବନ ଭଲ ରହିବ। ‌

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 9:34 AM
 

S
Clear sky
32°C
2.1 m/s
Apparent: 32°C
Pressure: 1006 mb
Humidity: 85%
Winds: 2.1 m/s S
Windgusts: 11.3 m/s
UV-Index: 0
Precip.: 0mm /27% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom