• Latest
  • Trending
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Nov-06-2025 10:15 AM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
odisha.newsroom.in

TVK ମୁଖ୍ୟ ବିଜୟଙ୍କ ଗାଡ଼ି ନମ୍ବର TN 07 CM 2026…କଣ ରହସ୍ୟ ?

May-06-2026 12:24 PM IST
odisha.newsroom.in

ଏବେ ବି ନିଜ ଜିଦରେ ଅଟଳ ମମତା…ଜାଣନ୍ତୁ ବେଙ୍ଗଲରେ ଆଗକୁ କଣ ହେବ ?

May-06-2026 11:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କୁ କଂଗ୍ରେସର ସମର୍ଥନ: ଜାଣନ୍ତୁ କଣ ରଖିଲା ସର୍ତ୍ତ

May-06-2026 10:49 AM IST
odisha.newsroom.in

ମଝି ଆକାଶରେ ଆତଙ୍କ: ଇଣ୍ଡିଗୋ ବିମାନ ଭିତରେ ଫାଟିଲା ପାୱାରବ୍ୟାଙ୍କ

May-06-2026 10:17 AM IST
Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

May-06-2026 09:50 AM IST
odisha.newsroom.in

“ଇସ୍ତଫା ଦେବାର ପ୍ରଶ୍ନ ଉଠୁନି, ମୁଁ ନିର୍ବାଚନ ହାରିନି”…ପରାଜୟ ପରେ ମମତାଙ୍କ ବଡ଼ ବୟାନ…

May-05-2026 05:43 PM IST
odisha.newsroom.in

ଶେଷ ହେଲା ମମତାଙ୍କ ‘ଆଳୁ ପଲିଟିକ୍ସ’: ଓଡ଼ିଶାକୁ ଏବେ ସହଜରେ ଆସିବ ପଶ୍ଚିମବଙ୍ଗ ଆଳୁ

May-05-2026 04:07 PM IST
  • About
  • Careers
  • Contact Us
Wednesday, May 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ରାଶିଫଳ

by M M
Nov-06-2025 10:15 AM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆପଣଙ୍କ ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ: ଆପଣଙ୍କର ସବୁ ଅଶାନ୍ତି ଅନ୍ତ ହେବ। ସଫଳତାର ନୂଆ କିରଣ ଦେଖାଦେବ। ଆର୍ଥିକ କ୍ଷେତ୍ରରେ ବିକାଶ ଯୋଗ ଅଛି। ଗାଡ଼ି କିଣିବା ପାଇଁ ସମୟ ସାଥ ଦେବ। ସ୍ବାସ୍ଥ୍ୟ ଚୈତନ୍ୟ ରହିବ।

ବୃଷ: ଆପଣଙ୍କ ଉପରେ ଭଗବାନଙ୍କ କୃପା ରହିବ। ବେପାର ବଢ଼ାଇବା ପାଇଁ କରିଥିବା ଯୋଜନାରୁ ଲାଭ ପାଇବେ। ଚାକିରିରେ ଉନ୍ନତି ହେବ। ସମୟ ପରୋପକାରରେ ଲଗାଇ ପାରନ୍ତି।

ମିଥୁନ: ପାରିବାରିକ ଲୋକଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବା ଯୋଗୁଁ ଆପଣ ଆରାମ ପାଇବେ। କାର୍ଯ୍ୟକ୍ଷେତ୍ରରେ ମନ ଲଗାଇ କାମ କରିବେ। ବେପାର କରୁଥିବା ଲୋକଙ୍କ ଲାଗି ଦିନଟି ସାମାନ୍ୟ ରହିବ।

‌କର୍କଟ: ସାମାଜିକ ଓ ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କର ମାନ ସମ୍ମାନ ବଢ଼ିବ। ନିଜର କାମଧନ୍ଦା ନିର୍ଦ୍ଧାରିତ ସମୟ ପୂର୍ବରୁ ପୂରା କରିଦେବେ। ଅପରାହ୍ନରେ ପରିବାର ଲୋକଙ୍କ ସହିତ ସମୟ ବିତାଇବେ।

ସିଂହ: ଅଫିସରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ନିଜର ଖର୍ଚ୍ଚ ଉପରେ ଧ୍ୟାନ ଦିଅନ୍ତୁ। ଜିନିଷ କିଣିବା ପୂର୍ବରୁ ତାଲିକା ବନାଇ କିଣନ୍ତୁ। ସନ୍ତାନର ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି।

କନ୍ୟା: କୌଣସି କାରଣକୁ ନେଇ ଅଶାନ୍ତିରେ ଥିଲେ ପିଲାଙ୍କ ସହିତ କିଛି ସମୟ ବିତାନ୍ତୁ ଆପଣଙ୍କ ମନ ଠିକ୍ ହୋଇଯିବ। ଘର ଓ ଦୋକାନ କିଣିବା ଲାଗି ଦିନଟି ଶୁଭ। ବେପାରରେ ଲାଭ ହେବ।

ତୁଳା: ବ୍ୟକ୍ତିଗତ ଜୀବନରେ ଦାୟିତ୍ବ ନିର୍ବାହ କରିବେ। ପାରିବାରିକ ସମ୍ବନ୍ଧରେ ମଜଭୁତ ଆସିବ। କାରବାରରେ ବିକ୍ରୀ ବଢ଼ିବ, ଭଲ ଆୟ ହେବ। ପ୍ରେମିକ ପ୍ରେମିକା ନିଜର ଭୁଲ ବୁଝି ସମ୍ବନ୍ଧକୁ ମଉକା ଦେବେ।

ବିଛା: ପରିବାରର ସମସ୍ତଙ୍କୁ ଖୁସି ରଖିବା ଚେଷ୍ଟାରେ ଲାଗି ରହିବେ। ବନ୍ଧୁ ସହିତ ସମ୍ବନ୍ଧ ଭଲ ରହିବ। ଆପଣଙ୍କ ଭିତରେ ତ୍ୟାଗ ଓ ସହଯୋଗର ଭାବନା ରହିବ। ଜୀବନରେ ନକାରାତ୍ମକତା ଦୂର ହେବ।

ଧନୁ: ଦୀର୍ଘ ଦିନରୁ ଲାଗି ରହିଥିବା ଅଶାନ୍ତିର ସମାଧାନ ବାହାର କରିନେବେ। ଲୋକଙ୍କର ବିଚାର ଓ ଆପଣଙ୍କ ସଂପର୍କରେ କହିଥିବା କଥାକୁ ନେଇ ମନେ ମନେ ଅଶାନ୍ତ ହୋଇପାରନ୍ତି।

ମକର: ଆପଣଙ୍କ ବାଣୀରେ କଠୋରତା ଆସିପାରେ। ଆୟର ନୂଆ ଉତ୍ସ ପାଇବେ। ଅନ୍ୟମାନଙ୍କ ପ୍ରତି ସେହ୍ନ ଓ ଭକ୍ତିଭାବ ଭାବ ବଜାୟ ରଖନ୍ତୁ। ବଡ଼ଙ୍କ ଠାରୁ ପରାମର୍ଶ ପାଇବେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ।

କୁମ୍ଭ: କୌଣସି ମହତ୍ବପୂର୍ଣ୍ଣ ଚର୍ଚ୍ଚାରେ ସାମିଲ ହେବାର ମଉକା ପାଇବେ। ଆପଣଙ୍କ ସହଭାଗୀତା ବହୁତ ଭଲ ରହିବ। ଦାମ୍ପତ୍ୟ ଜୀବନରେ ସନ୍ତୋଷ ବୃଦ୍ଧି ହେବ। ବନ୍ଧୁ ଆପଣଙ୍କ ଠାରୁ ପରାମର୍ଶ ନେଇ ପାରନ୍ତି।

ମୀନ: ଘର ନିର୍ମାଣ କାର୍ଯ୍ୟ ଶୀଘ୍ର ପୂରା ହେବ। ଅଫିସରେ ବ୍ୟବହାର ଭଲ ବଜାୟ ରଖନ୍ତୁ। ଦାମ୍ପତ୍ୟ ଜୀବନରେ ଲାଗି ରହିଥିବା ମତାନ୍ତର ଦୂର ହେବ। ରାଜନୀତି ଲୋକଙ୍କର ସମାଜରେ ପ୍ରଭାବ ବଢ଼ିବ।

Share196Tweet123
M M

M M

ଆଜିର ପାଗ

Bhubaneswar
May 6, 2026, 8:54 PM
 

SSW
Clear sky
28°C
3.6 m/s
Apparent: 30°C
Pressure: 1009 mb
Humidity: 94%
Winds: 3.6 m/s SSW
Windgusts: 9.1 m/s
UV-Index: 0
Precip.: 0mm /53% / Rain
Sunrise: 5:14 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom