• Latest
  • Trending
ଆପଣଙ୍କ ଭାଗ୍ୟରେ ଆଜି କଣ ରହିଛି ?

ଆପଣଙ୍କ ଭାଗ୍ୟରେ ଆଜି କଣ ରହିଛି ?

Oct-12-2025 08:21 AM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

ଆପଣଙ୍କ ଭାଗ୍ୟରେ ଆଜି କଣ ରହିଛି ?

by M M
Oct-12-2025 08:21 AM IST
in ଆପଣଙ୍କ ଭାଗ୍ୟ
0
ଆପଣଙ୍କ ଭାଗ୍ୟରେ ଆଜି କଣ ରହିଛି ?
491
SHARES
1.4k
VIEWS
Share on FacebookShare on Twitter

ମେଷ:ଆଜି ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। କୃତ୍ତିକା ନକ୍ଷତ୍ର ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ଅନୁତାପ କରିବାକୁ ପଡ଼ିବ। ସାମାନ୍ୟ ଚେଷ୍ଟାରେ ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ମିଳିପାରିବ।

ବୃଷ:ବନ୍ଧୁ କିମ୍ବା ସହକର୍ମୀଙ୍କ ସହଯୋଗରେ ଆଜିର କାମ । ଅଫିସରେ କିମ୍ବା ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ସ୍ବାର୍ଥ ହାସଲ କରିପାରନ୍ତି। ମାତ୍ର ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।

ମିଥୁନ: ଆପଣଙ୍କ ମନ ରଚାନାତ୍ମକ କାର୍ଯ୍ୟରେ ରହିବ। ପାଖ ଲୋକ ଆପଣଙ୍କୁ ସାହାଯ୍ୟ ମାଗି ପାରନ୍ତି। ବିଗିଡ଼ି ଥିବା ସ୍ଥିତିରେ ସୁଧାର ଆସିବ। ବେପାରରେ ଯଥେଷ୍ଟ ଲାଭ ହେ।  ପ୍ରେମୀ ଯୁଗଳ ସମ୍ବନ୍ଧରେ ମିଷ୍ଟତା ଭରିବେ।

କର୍କଟ: କୌଣସି ଶୁଭ ଖବର ପାଇବେ। ସନ୍ଧ୍ୟାରେ ପିଲାଙ୍କ ସହିତ ସମୟ କଟିବ। ଅଫିସରେ ଧୈର୍ଯ୍ୟଧରି କାମ କରନ୍ତୁ। କୋର୍ଟ କଚେରି ମାମଲାରେ ବିଜୟୀ ହେବେ। ଧାର୍ମିକ ଯାତ୍ରା ଲାଗି ଯୋଜନା କରିବେ।

ସିଂହ: କାମ ଧନ୍ଦାରେ ମନ ଲାଗିବ। କୌଣସି କାର୍ଯ୍ୟ ସଂପୂର୍ଣ୍ଣ କରିବାକୁ ଭାବୁଥିଲେ ପୂର୍ବରୁ ଯୋଜନା ପ୍ରସ୍ତୁତି କରି ଆଗକୁ ବଢ଼ନ୍ତୁ। ଅଜଣା ବ୍ୟକ୍ତି ସହିତ କଥା ହେବାବେଳେ ଠିକ୍ ଭାଷା ପ୍ରୟୋଗ କରନ୍ତୁ।

କନ୍ୟା: ନୂଆ ବ୍ୟବସାୟରେ ପୁଞି ଲଗାନ୍ତୁ ଦିଗୁଣା ଲାଭ ହେବ। ନୂଆ ଜମି କିଣିବାକୁ ଭାବୁଥିଲେ ଆଜି କିଣି ନିଅନ୍ତୁ। ପୂର୍ବ କଂପାନିର ଅନୁଭବ ଆପଣଙ୍କ କାମରେ ଆସିବ। ପ୍ରିୟଜନଙ୍କୁ ପାଇଁ ଭଲ ପୋଷାକ ଦେବେ।

ତୁଳା: ସମୟର ସଦୁପଯୋଗ କରନ୍ତୁ। କାରବାରରେ ଆଶାଠୁ ଅଧିକ ଲାଭ ପାଇବେ। କଲେଜ ପ୍ରୋଜେକ୍ଟ ସିନିୟରଙ୍କ ସାହାଯ୍ୟରେ କରନ୍ତୁ। ଜୀବନସାଥୀଙ୍କୁ ଏଭଳି ବଚନ ଦିଅନ୍ତୁ ଯାହା ପୂରା କରି ପାରିବେ।

ବିଛା: ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ରହିବ। ନୂଆ କାର୍ଯ୍ୟରେ ରୁଚି ବଢ଼ିବ। ପିଲାର କ୍ୟାରିୟର ପାଇଁ କାହାରିଠୁ ଧାର ନେବେ। ଆପଣ କିଛି ଲୋକଙ୍କ ସହିତ ମିଶି ସାମାଜିକ କାର୍ଯ୍ୟର ରୂପରେଖ ପ୍ରସ୍ତୁତି ପାରନ୍ତି।

ଧନୁ: ଆପଣଙ୍କ ସବୁ କାମ ମନମୁତାବକ ପୂରା ହେବ। ଆପଣଙ୍କ ସକାରାତ୍ମକ ବିଚାରରେ କତୃପକ୍ଷ ଖୁସି ହୋଇ କୌଣସି ଉପଯୋଗୀ ବସ୍ତୁ ଉପହାର ଦେବେ। ଛାତ୍ରଛାତ୍ରୀ ପାଠପଢ଼ାରେ ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିବେ।

ମକର: ଚାକିରିରେ ଦୂରସ୍ଥାନକୁ ବଦଳି ହୋଇପାରନ୍ତି। ଆପଣଙ୍କ ସମୟ ପରିଜନଙ୍କ ସହିତ କଟିବ। କେହି ବନ୍ଧୁ ଆପଣଙ୍କ ସହିତ ମିଶିବା ଲାଗି ଆସିପାରନ୍ତି। ସଡ଼କରେ ଯିବାବେଳେ ସତର୍କ ରୁହନ୍ତୁ।

କୁମ୍ଭ: ଆପଣଙ୍କ ସାକ୍ଷାତ ପୁରୁଣା ବନ୍ଧୁ ସହିତ ହେବ। ବେପାରରେ ଅଚାନକ ଧନଲାଭ ହେବ। ଓକିଲଙ୍କ ଲାଗି ଦିନଟି ଲାଭକାରୀ ରହିବ। ଅସହାୟଙ୍କୁ ବସ୍ତ୍ର ଦାନ କରନ୍ତୁ। ପାରିବାରିକ ଜୀବନ ସୁଖମୟ ରହିବ।

ମୀନ: ଭାଗୀଦାର କାରବାରରେ ଲାଭ ପାଇବେ। ବିବାଦଠୁ ଦୂରରେ ରୁହନ୍ତୁ। ଜୀବନସାଥୀ ସହିତ ମନୋମାଳିନ୍ୟ ହୋଇପାରେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 12:19 AM
 

WSW
Overcast
20°C
0.4 m/s
Apparent: 24°C
Pressure: 1017 mb
Humidity: 95%
Winds: 0.4 m/s WSW
Windgusts: 5.2 m/s
UV-Index: 0
Precip.: 0mm /0% / Rain
Sunrise: 6:22 AM
Sunset: 5:37 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom