• Latest
  • Trending
ଆପଣଙ୍କ ଭାଗ୍ୟରେ ଆଜି କଣ ରହିଛି ?

ଆପଣଙ୍କ ଭାଗ୍ୟରେ ଆଜି କଣ ରହିଛି ?

Oct-12-2025 08:21 AM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

ଆପଣଙ୍କ ଭାଗ୍ୟରେ ଆଜି କଣ ରହିଛି ?

by M M
Oct-12-2025 08:21 AM IST
in ଆପଣଙ୍କ ଭାଗ୍ୟ
0
ଆପଣଙ୍କ ଭାଗ୍ୟରେ ଆଜି କଣ ରହିଛି ?
491
SHARES
1.4k
VIEWS
Share on FacebookShare on Twitter

ମେଷ:ଆଜି ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। କୃତ୍ତିକା ନକ୍ଷତ୍ର ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ଅନୁତାପ କରିବାକୁ ପଡ଼ିବ। ସାମାନ୍ୟ ଚେଷ୍ଟାରେ ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ମିଳିପାରିବ।

ବୃଷ:ବନ୍ଧୁ କିମ୍ବା ସହକର୍ମୀଙ୍କ ସହଯୋଗରେ ଆଜିର କାମ । ଅଫିସରେ କିମ୍ବା ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ସ୍ବାର୍ଥ ହାସଲ କରିପାରନ୍ତି। ମାତ୍ର ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।

ମିଥୁନ: ଆପଣଙ୍କ ମନ ରଚାନାତ୍ମକ କାର୍ଯ୍ୟରେ ରହିବ। ପାଖ ଲୋକ ଆପଣଙ୍କୁ ସାହାଯ୍ୟ ମାଗି ପାରନ୍ତି। ବିଗିଡ଼ି ଥିବା ସ୍ଥିତିରେ ସୁଧାର ଆସିବ। ବେପାରରେ ଯଥେଷ୍ଟ ଲାଭ ହେ।  ପ୍ରେମୀ ଯୁଗଳ ସମ୍ବନ୍ଧରେ ମିଷ୍ଟତା ଭରିବେ।

କର୍କଟ: କୌଣସି ଶୁଭ ଖବର ପାଇବେ। ସନ୍ଧ୍ୟାରେ ପିଲାଙ୍କ ସହିତ ସମୟ କଟିବ। ଅଫିସରେ ଧୈର୍ଯ୍ୟଧରି କାମ କରନ୍ତୁ। କୋର୍ଟ କଚେରି ମାମଲାରେ ବିଜୟୀ ହେବେ। ଧାର୍ମିକ ଯାତ୍ରା ଲାଗି ଯୋଜନା କରିବେ।

ସିଂହ: କାମ ଧନ୍ଦାରେ ମନ ଲାଗିବ। କୌଣସି କାର୍ଯ୍ୟ ସଂପୂର୍ଣ୍ଣ କରିବାକୁ ଭାବୁଥିଲେ ପୂର୍ବରୁ ଯୋଜନା ପ୍ରସ୍ତୁତି କରି ଆଗକୁ ବଢ଼ନ୍ତୁ। ଅଜଣା ବ୍ୟକ୍ତି ସହିତ କଥା ହେବାବେଳେ ଠିକ୍ ଭାଷା ପ୍ରୟୋଗ କରନ୍ତୁ।

କନ୍ୟା: ନୂଆ ବ୍ୟବସାୟରେ ପୁଞି ଲଗାନ୍ତୁ ଦିଗୁଣା ଲାଭ ହେବ। ନୂଆ ଜମି କିଣିବାକୁ ଭାବୁଥିଲେ ଆଜି କିଣି ନିଅନ୍ତୁ। ପୂର୍ବ କଂପାନିର ଅନୁଭବ ଆପଣଙ୍କ କାମରେ ଆସିବ। ପ୍ରିୟଜନଙ୍କୁ ପାଇଁ ଭଲ ପୋଷାକ ଦେବେ।

ତୁଳା: ସମୟର ସଦୁପଯୋଗ କରନ୍ତୁ। କାରବାରରେ ଆଶାଠୁ ଅଧିକ ଲାଭ ପାଇବେ। କଲେଜ ପ୍ରୋଜେକ୍ଟ ସିନିୟରଙ୍କ ସାହାଯ୍ୟରେ କରନ୍ତୁ। ଜୀବନସାଥୀଙ୍କୁ ଏଭଳି ବଚନ ଦିଅନ୍ତୁ ଯାହା ପୂରା କରି ପାରିବେ।

ବିଛା: ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ରହିବ। ନୂଆ କାର୍ଯ୍ୟରେ ରୁଚି ବଢ଼ିବ। ପିଲାର କ୍ୟାରିୟର ପାଇଁ କାହାରିଠୁ ଧାର ନେବେ। ଆପଣ କିଛି ଲୋକଙ୍କ ସହିତ ମିଶି ସାମାଜିକ କାର୍ଯ୍ୟର ରୂପରେଖ ପ୍ରସ୍ତୁତି ପାରନ୍ତି।

ଧନୁ: ଆପଣଙ୍କ ସବୁ କାମ ମନମୁତାବକ ପୂରା ହେବ। ଆପଣଙ୍କ ସକାରାତ୍ମକ ବିଚାରରେ କତୃପକ୍ଷ ଖୁସି ହୋଇ କୌଣସି ଉପଯୋଗୀ ବସ୍ତୁ ଉପହାର ଦେବେ। ଛାତ୍ରଛାତ୍ରୀ ପାଠପଢ଼ାରେ ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିବେ।

ମକର: ଚାକିରିରେ ଦୂରସ୍ଥାନକୁ ବଦଳି ହୋଇପାରନ୍ତି। ଆପଣଙ୍କ ସମୟ ପରିଜନଙ୍କ ସହିତ କଟିବ। କେହି ବନ୍ଧୁ ଆପଣଙ୍କ ସହିତ ମିଶିବା ଲାଗି ଆସିପାରନ୍ତି। ସଡ଼କରେ ଯିବାବେଳେ ସତର୍କ ରୁହନ୍ତୁ।

କୁମ୍ଭ: ଆପଣଙ୍କ ସାକ୍ଷାତ ପୁରୁଣା ବନ୍ଧୁ ସହିତ ହେବ। ବେପାରରେ ଅଚାନକ ଧନଲାଭ ହେବ। ଓକିଲଙ୍କ ଲାଗି ଦିନଟି ଲାଭକାରୀ ରହିବ। ଅସହାୟଙ୍କୁ ବସ୍ତ୍ର ଦାନ କରନ୍ତୁ। ପାରିବାରିକ ଜୀବନ ସୁଖମୟ ରହିବ।

ମୀନ: ଭାଗୀଦାର କାରବାରରେ ଲାଭ ପାଇବେ। ବିବାଦଠୁ ଦୂରରେ ରୁହନ୍ତୁ। ଜୀବନସାଥୀ ସହିତ ମନୋମାଳିନ୍ୟ ହୋଇପାରେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
November 18, 2025, 12:57 AM
 

N
Overcast
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 6.4 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:05 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom