• Latest
  • Trending
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Nov-10-2025 08:57 AM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ରାଶିଫଳ

by M M
Nov-10-2025 08:57 AM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆପଣଙ୍କ ରାଶିଫଳ
497
SHARES
1.4k
VIEWS
Share on FacebookShare on Twitter

ମେଷ (Aries)      ଆଜି ଶୁଭଫଳ ମିଳିବ, କର୍ମକ୍ଷେତ୍ରରେ ପ୍ରଶଂସା ମିଳିପାରେ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ଅନ୍ୟମାନଙ୍କ ସହ ଆପଣଙ୍କର ଭଲ ତାଳମେଳ ରହିବ। ଆପଣଙ୍କର ସବୁ କାମ ସହଜରେ ପୂରା ହୋଇଯିବ। ଅଚାନକ ଧନଲାଭ ହେବ। ଛାତ୍ର କିଛି ନୂଆ ଶିଖିବାର ସୁଯୋଗ ପାଇବେ। ‌

ବୃଷ (Taurus)    ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଦୂର ଯାତ୍ରା ଯୋଗ ରହିଛି। ପରିବାରରେ ଶାନ୍ତି ବଜାୟ ରହିବ।

ମିଥୁନ (Gemini)  କାର୍ଯ୍ୟକ୍ଷେତ୍ରରେ କିଛି ସମସ୍ୟା ଦେଖାଦେଇପାରେ, କିନ୍ତୁ ବନ୍ଧୁଙ୍କ ସାହାଯ୍ୟ ମିଳିବ। କଥାବାର୍ତ୍ତାରେ ସଂଯମତା ରଖନ୍ତୁ।  ପରିବାର ଓ କାମ ମଧ୍ୟରେ ଭାରସାମ୍ୟ ବଜାୟ ରଖନ୍ତୁ। ସନ୍ତାନ ପକ୍ଷର ସଫଳତା ପାଇଁ ଆପଣଙ୍କୁ ଖୁସି ମିଳିବ। ଛାତ୍ର ନୂଆ ପ୍ରୋଜେକ୍ଟ ଉପରେ କାମ କରିବାର ସୁଯୋଗ ପାଇବେ।  ‌

କର୍କଟ (Cancer)  ବ୍ୟବସାୟରେ ଲାଭ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ପରିବାର ସହ ସମୟ ବିତାଇବେ।ଜରୁରୀ କାମରେ ଅଧିକ ପରିଶ୍ରମ କରନ୍ତୁ ସଂପୂର୍ଣ୍ଣ ହୋଇଯିବ। ଡ଼ାକ୍ତରଙ୍କର ଖ୍ୟାତି ସୁଦୂର ପ୍ରସାରୀ ହେବ। ସମ୍ବନ୍ଧରେ ନୂତନତ୍ବ ଆସିବ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ ରହିବ। ‌

ସିଂହ (Leo)         ଉଚ୍ଚାଧିକାରୀଙ୍କ ସହଯୋଗ ମିଳିବ। ସମାଜରେ ମାନସମ୍ମାନ ବଢ଼ିବ। ନୂତନ କାର୍ଯ୍ୟ ଆରମ୍ଭ ପାଇଁ ଶୁଭ।ପାରିବାରିକ ସ୍ତରରେ ଖୁସି ବୃଦ୍ଧି ହେବ। ଅଧିକ ସଫଳତା ପାଇବା ପାଇଁ ଆପଣଙ୍କର ପ୍ରୟାସ ଜାରି ରଖନ୍ତୁ। କଣ୍ଠଶିଳ୍ପୀଙ୍କ ଲାଗି ଭଲ ଦିନଟିଏ। ଫିଲ୍ମରେ ସୁଯୋଗ ମିଳିପାରେ। ‌

କନ୍ୟା (Virgo)     ଭାଗ୍ୟର ସହଯୋଗ ମିଳିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ। ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। କୌଣସି କଥାକୁ ନେଇ ମାନସିକ ଅଶାନ୍ତି ବଢ଼ିପାରେ। କାରବାରରେ ଆଗକୁ ବଢ଼ିବାର ବାଧା ଆସିବ। ଅନାବଶ୍ୟକ କଥା ଠାରୁ ନିଜକୁ ଦୂରରେ ରଖନ୍ତୁ। ବିବାହିତଙ୍କ ଲାଗି ଦିନଟି ଭଲ ରହିବ। ‌

ତୁଳା (Libra)       ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ। ଅଚାନକ ଆର୍ଥିକ କ୍ଷତିର ସମ୍ଭାବନା ରହିଛି। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସମୟ ରଚାନାତ୍ମକ କାର୍ଯ୍ୟରେ ଲଗାଇପାରନ୍ତି। ଜୀବନସାଥୀ ସହିତ ଅଧିକ ସମୟ ଅତିବାହିତ କରିବେ। ଅଚାନକ ଧନଲାଭ ହେବ। ଛାତ୍ରଛାତ୍ରୀଙ୍କୁ ଅଧିକ ପରିଶ୍ରମ କରିବାକୁ ହେବ। ‌

ବିଛା (Scorpio)  ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଭାଗିଦାରୀ ବ୍ୟବସାୟରେ ଲାଭ ମିଳିବ। ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ। ବଢ଼ିଆ ସୁଯୋଗ ଆପଣଙ୍କୁ କାର୍ଯ୍ୟକ୍ଷେତ୍ରରେ ମିଳିବ। ଶତ୍ରୁ ଓ ବିରୋଧୀମାନେ କ୍ଷତି କରିପାରନ୍ତି। ତେଣୁ ସତର୍କତା ଅବଲମ୍ବନ କରନ୍ତୁ। ଜୀବନସାଥୀ ସହ ଲାଗି ରହିଥିବା ମନୋମାଳିନ୍ୟ ଦୂର ହୋଇଯିବ। ‌

ଧନୁ (Sagittarius)          ଶତ୍ରୁମାନେ ପରାଜିତ ହେବେ। କୋର୍ଟ କଚେରୀ ମାମଲାରେ ସଫଳତା ମିଳିବ। ଋଣମୁକ୍ତ ହୋଇପାରନ୍ତି। ସକାରାତ୍ମକ ଭାବନା ଘେନି ଆଗକୁ ବଢ଼ନ୍ତୁ। ଲୋକମାନଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନ‌ାହିଁ। ବ୍ୟସାୟରେ ମାନ୍ଦା ଗତି ପାଇଁ ମାନସିକ ଅଶାନ୍ତି ବଢ଼ିପାରେ।

ମକର (Capricorn)         ପ୍ରେମ ସମ୍ପର୍କ ମଜବୁତ ହେବ। ଆତ୍ମବିଶ୍ୱାସ ବଢ଼ିବ। ସୃଜନଶୀଳ କାର୍ଯ୍ୟରେ ମନ ଲାଗିବ। ଆର୍ଥିକ ପକ୍ଷ ବହୁତ ଭଲ ରହିବ। ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ। ବେକାରଙ୍କ ଲାଗି ରୋଜଗାରର ସୁଯୋଗ ଅଛି। ପ୍ରେମୀଯୁଗଳଙ୍କ ଲାଗି ଦିନଟି ବହୁତ ଭଲ ରହିବ।‌

କୁମ୍ଭ (Aquarius) ପାରିବାରିକ ସମସ୍ୟା ଦେଖା ଦେଇପାରେ। ମାତାଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଜମିଜମା କାର୍ଯ୍ୟରେ ସାବଧାନ ରୁହନ୍ତୁ। ପୁଞି ବଜାରରେ ଆପଣଙ୍କୁ ଲାଭ ମିଳିବ। ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ସୁବିଧାଜନକ ରହିବାର ଆଶା କମ୍। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ ରହିବ।

ମୀନ (Pisces)    ଛୋଟ ଯାତ୍ରା ଯୋଗ ରହିଛି। ସାହସ ବଢ଼ିବ। କଥାବାର୍ତ୍ତାରେ ମଧୁରତା ଆସିବ, ଯାହା କାର୍ଯ୍ୟ ସଫଳ କରିବ। ଆପଣଙ୍କ ସାହସ, ଭାବନାତ୍ମକ କ୍ଷମତା ଅନ୍ୟମାନଙ୍କ ଠାରୁ ଅଲଗା ଅନୁଭୂତି କରାଇବ। କାର୍ଯ୍ୟକ୍ଷେତ୍ରରେ କତୃପକ୍ଷଙ୍କ ଠାରୁ ସକାରାତ୍ମକ ବ୍ୟବହାର ପାଇବେ। ପ୍ରେମ ଜୀବନ ଭଲ ରହିବ। ‌

 

Tags: horoscope
Share199Tweet124
M M

M M

ଆଜିର ପାଗ

Bhubaneswar
February 2, 2026, 4:22 AM
 

N
Overcast
19°C
0.6 m/s
Apparent: 23°C
Pressure: 1018 mb
Humidity: 88%
Winds: 0.6 m/s N
Windgusts: 6.5 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom