• Latest
  • Trending
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Nov-15-2025 03:17 PM IST
ବାତ୍ୟା ଦ୍ୱନ୍ଦ୍ୱ ମଧ୍ୟରେ ସୃଷ୍ଚି ହେଲା ଘୂର୍ଣ୍ଣିବଳୟ, ଦିନକ ପରେ ନେବ ଲଘୁଚାପର ରୂପ

ବାତ୍ୟା ଦ୍ୱନ୍ଦ୍ୱ ମଧ୍ୟରେ ସୃଷ୍ଚି ହେଲା ଘୂର୍ଣ୍ଣିବଳୟ, ଦିନକ ପରେ ନେବ ଲଘୁଚାପର ରୂପ

May-09-2026 03:55 PM IST
‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ !

‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ !

May-09-2026 03:42 PM IST
ଭାତ ଖାଇଲେ ବଢ଼େ କି ମୋଟା ପଣ , ଜାଣନ୍ତୁ ଏହା ପଛର ସତ ?

ଭାତ ଖାଇଲେ ବଢ଼େ କି ମୋଟା ପଣ , ଜାଣନ୍ତୁ ଏହା ପଛର ସତ ?

May-09-2026 01:22 PM IST
ଶୁଭେନ୍ଦୁ ଅଧିକାରୀଙ୍କ ସହିତ ଶପଥ ନେଇଥିବା ପାଞ୍ଚ ଜଣ ମନ୍ତ୍ରୀ କିଏ ?

ଶୁଭେନ୍ଦୁ ଅଧିକାରୀଙ୍କ ସହିତ ଶପଥ ନେଇଥିବା ପାଞ୍ଚ ଜଣ ମନ୍ତ୍ରୀ କିଏ ?

May-09-2026 01:08 PM IST
ପଶ୍ଚିମବଙ୍ଗରେ ଚାଲିଥିଲା ଶପଥ ଗ୍ରହଣ ଉତ୍ସବ; ପାଦ ଛୁଇଁ ମୁଣ୍ଡିଆ ମାରିଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ସେ କିଏ?

ପଶ୍ଚିମବଙ୍ଗରେ ଚାଲିଥିଲା ଶପଥ ଗ୍ରହଣ ଉତ୍ସବ; ପାଦ ଛୁଇଁ ମୁଣ୍ଡିଆ ମାରିଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ସେ କିଏ?

May-09-2026 01:02 PM IST
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

May-09-2026 12:21 PM IST
ଶନି ଦେବଙ୍କ ପୂଜାରେ କାହିଁକି ବ୍ୟବହାର ହୁଏ ନାହିଁ ତମ୍ବା ପାତ୍ର ? ଜାଣନ୍ତୁ ଏହା ପଛର କାରଣ

ଶନି ଦେବଙ୍କ ପୂଜାରେ କାହିଁକି ବ୍ୟବହାର ହୁଏ ନାହିଁ ତମ୍ବା ପାତ୍ର ? ଜାଣନ୍ତୁ ଏହା ପଛର କାରଣ

May-09-2026 11:16 AM IST
କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା; ସିଡିଏସ୍ ହେବେ ଏନଏସ ରାଜା ସୁବ୍ରମଣି

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା; ସିଡିଏସ୍ ହେବେ ଏନଏସ ରାଜା ସୁବ୍ରମଣି

May-09-2026 10:56 AM IST
ଆଜିଠୁ ପଶ୍ଚିମବଙ୍ଗରେ ବିଜେପି ସରକାର; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ ଅଧିକାରୀ, ସୁରକ୍ଷା ବ୍ୟବସ୍ଥା କଡାକଡି

ଆଜିଠୁ ପଶ୍ଚିମବଙ୍ଗରେ ବିଜେପି ସରକାର; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶୁଭେନ୍ଦୁ ଅଧିକାରୀ, ସୁରକ୍ଷା ବ୍ୟବସ୍ଥା କଡାକଡି

May-09-2026 08:32 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-09-2026 07:10 AM IST
  • About
  • Careers
  • Contact Us
Sunday, May 10, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆଜିର ରାଶିଫଳ

by M M
Nov-15-2025 03:17 PM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆଜିର ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ: ଘରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ଆର୍ଥିକ ସ୍ଥିତି ଭଲ କରିବା ପାଇଁ ଅଧିକ ପରିଶ୍ରମ କରିବାକୁ ହେବ। ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଉଦ୍ୟୋଗରେ ଡ଼ାକରା ଆସିବ। ‌ ‌

ବୃଷ: କୌଣସି କାମ ତରବରିଆରେ କଲେ ଅସୁବିଧାରେ ସମ୍ମୁଖୀନ ହେବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। ଆପଣ ଆଜି ଯାହା ଶିଖିବେ ତାହା ଆପଣଙ୍କ ଲାଗି ଲାଭଦାୟକ ହେବ।

ମିଥୁନ: ବାପା ମାଆଙ୍କ ସହିତ କୌଣସି ସ୍ଥାନକୁ ଯିବା ପାଇଁ ଯୋଜନା କରିବେ। ସରକାରୀ ମାମଲାରେ ଦଖଲ ଦେଲେ ଅଶାନ୍ତିକୁ ଆମନ୍ତ୍ରଣ କରିବେ। ବୈବାହିକ ଜୀବନ ସୁଖମୟ ହେବ। ‌

କର୍କଟ: ଲାଗି ରହିଥିବା ସମସ୍ୟାରୁ ଆପଣଙ୍କୁ ଆରାମ ମିଳିବ। ବ୍ୟବସାୟୀଙ୍କୁ ଭଲ ଅବସର ମିଳିବ। ପରିବାରର ଶାନ୍ତି ପାଇଁ ନିଜକୁ ଶାନ୍ତ ରଖନ୍ତୁ। ଚାକିରିଜୀବୀଙ୍କ ଲାଗି ଦିନଟି ବହୁତ ଭଲ।

ସିଂହ: ପୂର୍ବରୁ କରିଥିବା ଯୋଜନା ଲାଭଦାୟକ ହେବ। ଅବିବାହିତ ଲୋକଙ୍କ ଲାଗି ଦିନଟି ଶୁଭ। ମନ ଚାହୁଁଥିବା ବିବାହ ପ୍ରସ୍ତାବ ଆସିବ। ସ୍ବାସ୍ଥ୍ୟରେ ଉନ୍ନତି ହେବ। ଛାତ୍ରଙ୍କ ଲାଗି ଦିନଟି ସାମାନ୍ୟ ରହିବ।

କନ୍ୟା: କାହାରି ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। କାମ ସଂପୂର୍ଣ୍ଣ ହେବା ଯୋଗୁଁ ଆପଣଙ୍କ ଭିତରେ ପ୍ରବଳ ଉତ୍ସାହ ରହିବ। ମହିଳାମାନଙ୍କୁ ଦିନଟି ବଡ଼ ସଫଳତା ଆଣିଦେବ।

ତୁଳା: ଆର୍ଥିକ ସ୍ଥିତିରେ ସୁଧାର ହେବାର ଯୋଗ ଅଛି। ସରକାରୀ ଚାକିରିରେ ପଦୋନ୍ନତି ମିଳିପାରେ। ଆପଣଙ୍କର ସବୁ ବିଚାର ସ୍ପ‌ଷ୍ଟଭାବେ ବ୍ୟକ୍ତ କରିପାରନ୍ତି। ମଉଜମସ୍ତି ପାଇଁ ଭଲ ଅବସର ପାଇବେ।

ବିଛା: ଅଫିସ କାମରେ ସହକର୍ମୀଙ୍କର ସହାୟତା ନେବେ। ଦୂରସ୍ଥାନକୁ ଯିବାର ଯୋଗ ରହିଛି। କୌଣସି ଅସହାୟଙ୍କୁ ସହାୟତା ପାଇଁ ଆଗେଇ ଆସିବେ। ବ୍ୟବସାୟରେ ଲାଭର ଯୋଗ ଅଛି।

ଧନୁ: ଆପଣ କୌଣସି ଶୁଭ ସୂଚନା ପାଇବେ। ଆପଣଙ୍କ ଭିତରେ ଆତ୍ମବିଶ୍ବାସ ବଜାୟ ରହିବ। କାମ କରିବା ପାଇଁ ନୂଆ କୌଶଳ ଉପରେ ବିଚାର କରିବେ। କାର୍ଯ୍ୟକ୍ଷେତ୍ରରେ ଆପଣ ମାନ ସମ୍ମାନ ପାଇବେ।

ମକର: କୌଣସି ଧର୍ମାନୁଷ୍ଠାନକୁ ଯିବେ। ବନ୍ଧୁ ସହିତ ବସି ଭବିଷ୍ୟତ ଯୋଜନା ଉପରେ ବିଚାର କରିବେ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ। ବ୍ୟବସାୟୀଙ୍କୁ କୌଣସି ବଡ଼ ପ୍ରୋଜେକ୍ଟ ମିଳିବ।

କୁମ୍ଭ: ଦିନଟି ଆପଣଙ୍କ ଜୀବନରେ ନୂଆ ଖୁସି ନେଇ ଆସିବ। ବାପା ମାଆଙ୍କ ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ପଇସା ସହ ଜଡ଼ିତ ସମସ୍ୟା ସମାଧାନ ହୋଇଯିବ।

ମୀନ: ଅଫିସ କାମରେ ଦୂରସ୍ଥାନକୁ ଯିବେ। ପ୍ରେମୀ ଯୁଗଳ ନିଜର ସମ୍ବନ୍ଧକୁ ମଜଭୁତ କରିବ ପାଇଁ ଏକାନ୍ତରେ ସମୟ ବିତାଇବେ। ନିଜର ଦାୟିତ୍ବକୁ ନିର୍ବାହ କରିବାରେ ସକ୍ଷମ ହେବେ। ‌

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 10, 2026, 3:53 AM
 

SSW
Clear sky
25°C
2 m/s
Apparent: 32°C
Pressure: 1009 mb
Humidity: 92%
Winds: 2 m/s SSW
Windgusts: 9 m/s
UV-Index: 0
Precip.: 0mm /51% / Rain
Sunrise: 5:12 AM
Sunset: 6:13 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom