• Latest
  • Trending
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Nov-27-2025 08:47 AM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
odisha.newsroom.in

TVK ମୁଖ୍ୟ ବିଜୟଙ୍କ ଗାଡ଼ି ନମ୍ବର TN 07 CM 2026…କଣ ରହସ୍ୟ ?

May-06-2026 12:24 PM IST
odisha.newsroom.in

ଏବେ ବି ନିଜ ଜିଦରେ ଅଟଳ ମମତା…ଜାଣନ୍ତୁ ବେଙ୍ଗଲରେ ଆଗକୁ କଣ ହେବ ?

May-06-2026 11:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କୁ କଂଗ୍ରେସର ସମର୍ଥନ: ଜାଣନ୍ତୁ କଣ ରଖିଲା ସର୍ତ୍ତ

May-06-2026 10:49 AM IST
odisha.newsroom.in

ମଝି ଆକାଶରେ ଆତଙ୍କ: ଇଣ୍ଡିଗୋ ବିମାନ ଭିତରେ ଫାଟିଲା ପାୱାରବ୍ୟାଙ୍କ

May-06-2026 10:17 AM IST
Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

May-06-2026 09:50 AM IST
odisha.newsroom.in

“ଇସ୍ତଫା ଦେବାର ପ୍ରଶ୍ନ ଉଠୁନି, ମୁଁ ନିର୍ବାଚନ ହାରିନି”…ପରାଜୟ ପରେ ମମତାଙ୍କ ବଡ଼ ବୟାନ…

May-05-2026 05:43 PM IST
odisha.newsroom.in

ଶେଷ ହେଲା ମମତାଙ୍କ ‘ଆଳୁ ପଲିଟିକ୍ସ’: ଓଡ଼ିଶାକୁ ଏବେ ସହଜରେ ଆସିବ ପଶ୍ଚିମବଙ୍ଗ ଆଳୁ

May-05-2026 04:07 PM IST
  • About
  • Careers
  • Contact Us
Wednesday, May 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କଣ କହୁଛି ଆଜିର ରାଶିଫଳ

by M M
Nov-27-2025 08:47 AM IST
in ଆପଣଙ୍କ ଭାଗ୍ୟ
0
କଣ କହୁଛି ଆଜିର ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ     ଏକାଗ୍ର ମନରେ କରୁଥିବା କାମ ଲାଭଦାୟକ ହେବ। ପାରିବାରିକ ସମସ୍ୟାର ସମାଧାନ ହେବ। ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ।

ବୃଷ       ପୂର୍ବର କିଛି ଜିନିଷ ଆପଣଙ୍କ ଆଗରେ ଛିଡ଼ା ହେବାରୁ ଚିନ୍ତା ବଢ଼ିପାରେ। ପାରିବାରିକ ଜୀବନ ଶାନ୍ତିମୟ ହେବ।

ମିଥୁନ     କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲ ଭାବରେ ବିଚାର କରନ୍ତୁ। ରାଜନୀତିରେ ଥିବା ଲୋକଙ୍କର ପ୍ରଭାବ ବଢ଼ିବ। ଜୀବନସାଥୀଙ୍କ ଠାରୁ ପ୍ରେମ ପାଇବେ।

କର୍କଟ     ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଧନଲାଭର ସମ୍ଭାବନା ରହିଛି, କିନ୍ତୁ ଖର୍ଚ୍ଚ ଭାବିଚିନ୍ତି କରନ୍ତୁ। ବ୍ୟାଙ୍କ କର୍ମଚାରୀଙ୍କୁ ଭଲ ଖବର ମିଳିବ।

ସିଂହ       ସାମାଜିକ କାର୍ଯ୍ୟରେ ସହଯୋଗ ଦେବେ। ଶତ୍ରୁ ଆପଣଙ୍କ ଆଗରେ ନତ ମସ୍ତକ ହେବେ। ଜରୁରୀ କାମ ସମୟ ପୂର୍ବରୁ ସମ୍ପୂର୍ଣ୍ଣ ହେବ। ଛାତ୍ରୀଙ୍କ ପଢ଼ାରେ ମନ ଲାଗିବ।

କନ୍ୟା     ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ଯୋଗୁଁ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ନୂଆ ବିଚାରକୁ ଗ୍ରହଣ କରନ୍ତୁ। ପ୍ରେମୀଯୁଗଳଙ୍କ ଲାଗି ଭଲ ଦିନଟିଏ।

ତୁଳା       ବ୍ୟବସାୟରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ। ପେଟଜନିତ ସମସ୍ୟାରୁ ଆରାମ ପାଇବେ। ଜମି ଦଲାଲ ବକେୟା ଅର୍ଥ ପାଇବେ। ଘରକୁ ବନ୍ଧୁ ଆସିବେ।

ବିଛା       ମନରେ ସକାରାତ୍ମକ ଭାବନା ବୃଦ୍ଧି ପାଇବ। ନୂଆ ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଥିବା ଗୃହିଣୀଙ୍କ ଲାଗି ଉତ୍ତମ ସମୟ। ଧନପ୍ରାପ୍ତିର ଯୋଗ ରହିଛି।

ଧନୁ       ଆପଣ ଯାହା ଚାହିଁବେ ତାହା ହାସଲ କରିପାରିବେ। ବ୍ୟବସାୟରେ ସ୍ଥିରତା ବଜାୟ ରହିବ। ରାଜନୀତି ଓ ସାମାଜିକ କ୍ଷେତ୍ରରେ ଥିବା ଲୋକଙ୍କ ପାଇଁ ଦିନଟି ଶୁଭ।

ମକର     ଚାକିରି ଖୋଜୁଥିବା ବ୍ୟକ୍ତିବିଶେଷଙ୍କୁ ଭଲ ସ୍ଥାନରେ ଚାକିରି ମିଳିବ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଭଲ ଦିନ। ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ।

କୁମ୍ଭ        ଆତ୍ମବିଶ୍ୱାସ ଏବଂ ଆଶାଭରା ଦିନଟିଏ। କିଛି ନୂଆ ଅନୁଭବ ପ୍ରାପ୍ତି ହେବ। ବ୍ୟବସାୟ ଆରମ୍ଭ କରିବା ପାଇଁ ନୂଆ ଯୋଜନା ସଫଳ ହେବ। ଜୀବନସାଥୀଙ୍କ ଠାରୁ ପ୍ରେମ ଓ ସୁଖ ପାଇବେ।

ମୀନ      କର୍ମଜୀବୀ ମହିଳାଙ୍କ ଲାଗି କାମର ବୋଝ କମ୍ ରହିବ। ରାଜନୀତିରେ ଆର୍ଥିକ ଲାଭ ହେବ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଜାୟ ରହିବ। ଛାତ୍ର କିଛି ନୂଆ ଶିଖିବେ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 6, 2026, 10:54 PM
 

SSW
Clear sky
27°C
2.8 m/s
Apparent: 30°C
Pressure: 1009 mb
Humidity: 94%
Winds: 2.8 m/s SSW
Windgusts: 9.1 m/s
UV-Index: 0
Precip.: 0mm /55% / Rain
Sunrise: 5:14 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom