• Latest
  • Trending

କ’ଣ ରହିଛି ଆଜିର ରାଶିଫଳ

Dec-14-2025 10:11 AM IST
ନବୀନ ଫେରାଇଲେ ବର୍ଦ୍ଧିତ ଦରମା, ବିଜେଡି ବିଧାୟକ କରିବେ କଣ ?

ନବୀନ ଫେରାଇଲେ ବର୍ଦ୍ଧିତ ଦରମା, ବିଜେଡି ବିଧାୟକ କରିବେ କଣ ?

Dec-16-2025 02:17 PM IST
ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

Dec-16-2025 04:28 AM IST
OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

Dec-16-2025 04:15 AM IST

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Dec-16-2025 04:09 AM IST
ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନିତିନ ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନିତିନ ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

Dec-16-2025 04:05 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-16-2025 04:02 AM IST
ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

Dec-15-2025 09:25 AM IST
ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

Dec-15-2025 07:08 AM IST
ରାମଲୀଳା ମଇଦାନରେ ଭୋଟ ଚୋରି ରାଲି: କଂଗ୍ରେସକୁ ବିଜେପିର କଡ଼ା ଜବାବ

ରାମଲୀଳା ମଇଦାନରେ ଭୋଟ ଚୋରି ରାଲି: କଂଗ୍ରେସକୁ ବିଜେପିର କଡ଼ା ଜବାବ

Dec-15-2025 06:58 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-15-2025 06:24 AM IST
  • About
  • Careers
  • Contact Us
Tuesday, December 16, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ ରହିଛି ଆଜିର ରାଶିଫଳ

by M M
Dec-14-2025 10:11 AM IST
in ଆପଣଙ୍କ ଭାଗ୍ୟ
0
561
SHARES
1.6k
VIEWS
Share on FacebookShare on Twitter

ମେଷ (Aries)         ଆଜି ଆପଣଙ୍କ ମନରେ ଉତ୍ସାହ ଭରି ରହିବ। କର୍ମକ୍ଷେତ୍ରରେ କିମ୍ବା ବ୍ୟବସାୟରେ ନୂଆ ଯୋଜନା କରିପାରନ୍ତି। ଅଧିକ ପରିଶ୍ରମ ଯୋଗୁଁ କ୍ଳାନ୍ତ ଅନୁଭବ କରିପାରନ୍ତି। ମିଠା କଥା କହି କାମ ହାସଲ କରିବେ।

ବୃଷ (Taurus)         କର୍ମକ୍ଷେତ୍ରରେ କିଛି ଝମେଲା ଦେଖାଦେଇପାରେ, କିନ୍ତୁ ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଶୁଭଫଳ ମିଳିବ। ଦିନର ପ୍ରଥମ ଭାଗରେ ଯାତ୍ରା ସମୟରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।

ମିଥୁନ (Gemini)     ପୁରୁଣା ବନ୍ଧୁଙ୍କ ସାହାଯ୍ୟରେ ଅଟକି ରହିଥିବା କାର୍ଯ୍ୟ ସହଜରେ ସମାପ୍ତ ହେବ। ଆର୍ଥିକ ପରିସ୍ଥିତି ସୁଧାରିବା ପାଇଁ ଅଧିକ କର୍ମମୁଖର ହେବେ। ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ (Cancer)  ଆପଣଙ୍କୁ ପରିସ୍ଥିତି ଯେତେଟା ଜଟିଳ ଲାଗୁଛି, ବାସ୍ତବରେ ସେତେଟା ହେବ ନାହିଁ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପାରିବାରିକ ବୁଝାମଣାରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ।

ସିଂହ (Leo)             ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି। ଦେହ ଭଲ ରହିବ, ମାତ୍ର କର୍ମକ୍ଷେତ୍ରର କଠିନ ପରିଶ୍ରମ କ୍ଳାନ୍ତ କରିପାରେ। ଆଇନ ବା ଅଦାଲତ କ୍ଷେତ୍ରରେ ସଫଳତା ମିଳିବ।

କନ୍ୟା (Virgo)       ବନ୍ଧୁଙ୍କ ଅନୁରୋଧରେ ନୂଆ କାମ ଆରମ୍ଭ କରିପାରନ୍ତି। ଖଳ ଲୋକଙ୍କ କଥାରେ ପଡ଼ି ହଇରାଣ ହେବାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କଠାରୁ ଆର୍ଥିକ ସାହାଯ୍ୟ ପାଇବେ।

ତୁଳା (Libra)           ଯାତ୍ରାରେ ଭଲ ଫଳ ପ୍ରଦାନ କରିବ ଏବଂ ମନ ଖୁସି ରହିବ। ବନ୍ଧୁଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଯୋଗୁଁ ଆଶ୍ୱସ୍ତି ପାଇବେ। ବାଣିଜ୍ୟ, ରାଜନୀତି କିମ୍ବା ପ୍ରଶାସନିକ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।

ବିଛା (Scorpio)      ଦୀର୍ଘଦିନର ଅଭିଳାଷ ପୂରଣ ହେବାରୁ ମନ ପ୍ରଫୁଲ୍ଲ ରହିବ। ଆଲୋଚନା ସମୟରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ହେବାରୁ ନିଜକୁ ନିୟନ୍ତ୍ରଣ କରନ୍ତୁ। ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ଧନୁ (Sagittarius)  ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି। ବନ୍ଧୁଙ୍କ ଜରିଆରେ ଅର୍ଥ ଓ ସମ୍ମାନ ଲାଭ ହେବାର ଯୋଗ ଅଛି। ପାରିବାରିକ ବୁଝାମଣା ଭ୍ରାତୃ ସମ୍ପର୍କରେ ଉନ୍ନତି ଆଣିବ।

ମକର (Capricorn)               ପାରିବାରିକ ଅଶାନ୍ତି ବୃଦ୍ଧି ଯୋଗୁଁ ମନରେ ଭଲ ରହିବ ନାହିଁ। କଳହରୁ ଦୂରେଇ ରହିବା ପାଇଁ ସବୁ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ। ରପ୍ତାନି କାରବାର ତଥା ଏଜେନ୍ସିରୁ ଲାଭବାନ ହେବେ।

କୁମ୍ଭ (Aquarius)   ଆଜି ଆପଣଙ୍କୁ ନିଜର ଭାବନା ଉପରେ ନିୟନ୍ତ୍ରଣ ରଖିବାକୁ ପଡିବ। ଅର୍ଥନୈତିକ ସ୍ଥିତି ମଜବୁତ ରହିବ। କୌଣସି ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମୀନ (Pisces)    ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ପରିବାରରେ ଖୁସିର ପରିବେଶ ରହିବ। ନୂତନ କାର୍ଯ୍ୟ ଆରମ୍ଭ ପାଇଁ ଦିନଟି ଶୁଭ ଅଟେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ।

Tags: horoscope
Share224Tweet140
M M

M M

ଆଜିର ପାଗ

Bhubaneswar
December 16, 2025, 3:31 PM
 

N
Mainly clear
27°C
0.4 m/s
Apparent: 29°C
Pressure: 1013 mb
Humidity: 52%
Winds: 0.4 m/s N
Windgusts: 3.1 m/s
UV-Index: 2.6
Precip.: 0mm /0% / Rain
Sunrise: 6:14 AM
Sunset: 5:09 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନ ଫେରାଇଲେ ବର୍ଦ୍ଧିତ ଦରମା, ବିଜେଡି ବିଧାୟକ କରିବେ କଣ ?

ନବୀନ ଫେରାଇଲେ ବର୍ଦ୍ଧିତ ଦରମା, ବିଜେଡି ବିଧାୟକ କରିବେ କଣ ?

December 16, 2025
ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

December 16, 2025
OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

December 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom