• Latest
  • Trending
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-31-2025 09:06 AM IST
ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ PM ମୋଦୀ ନେଲେ ବଡ଼ ନିଷ୍ପତ୍ତି, SPGକୁ ଦେଲେ ଏହି ଆଦେଶ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ PM ମୋଦୀ ନେଲେ ବଡ଼ ନିଷ୍ପତ୍ତି, SPGକୁ ଦେଲେ ଏହି ଆଦେଶ…

May-13-2026 09:42 AM IST
ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋଟିଏ ଭୋଟରେ ବିଜୟୀ ହୋଇଥିବା TVK ବିଧାୟକ, ଜାଣନ୍ତୁ କାହିଁକି?

May-13-2026 09:22 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ ରହିଛି ଆଜିର ରାଶିଫଳ

by M M
Dec-31-2025 09:06 AM IST
in ଆପଣଙ୍କ ଭାଗ୍ୟ
0
କ’ଣ ରହିଛି ଆଜିର ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ,-ବ୍ୟବସାୟରେ ଲାଭ ମିଳିବ। ପରିବାରରେ ହସଖୁସିର ବାତାବରଣ ରହିବ। କିନ୍ତୁ ସ୍ୱାସ୍ଥ୍ୟ ପ୍ରତି ସତର୍କ ରୁହନ୍ତୁ।

ବୃଷ,-“ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ, ନଚେତ୍ ବିବାଦ ହୋଇପାରେ।”

ମିଥୁନ-,ବୁଧବାର ଆପଣଙ୍କ ପାଇଁ ଶୁଭ। ବନ୍ଧୁମାନଙ୍କ ସହ ଭ୍ରମଣ ଯୋଗ ରହିଛି। ଆର୍ଥିକ ସ୍ଥିତି ସୁଧୁରିବ।

କର୍କଟ,-କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ମାନସିକ ଶାନ୍ତି ମିଳିବ। ଅଟକି ରହିଥିବା କାମ ପୂର୍ଣ୍ଣ ହେବ।

ସିଂହ,-ଭାଗ୍ୟର ସହଯୋଗ ମିଳିବ। ଧାର୍ମିକ କାର୍ଯ୍ୟରେ ମନ ନିବେଶ କରିବେ। ସନ୍ତାନଙ୍କ ସଫଳତାରେ ଖୁସି ହେବେ।

କନ୍ୟା,-ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି। ଜଳାଶୟ ଓ ଯାନବାହନ ଚଳାଚଳ ସମୟରେ ସାବଧାନ ରୁହନ୍ତୁ।

ତୁଳା,-ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଅତିଥିଙ୍କ ଆଗମନ ହୋଇପାରେ। ବ୍ୟବସାୟରେ ଭାଗିଦାରୀ ଶୁଭଫଳ ଦେବ।

ବିଛା,-ଶତ୍ରୁମାନେ ପରାଜିତ ହେବେ। କୋର୍ଟ କଚେରୀ ମାମଲାରେ ସଫଳତା ମିଳିବ। ମନ ଉତ୍ସାହିତ ରହିବ।

ଧନୁ,-ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଭଲ। ପ୍ରେମ ସମ୍ପର୍କରେ ନିବିଡ଼ତା ଆସିବ। କିନ୍ତୁ ପେଟ ଜନିତ ସମସ୍ୟା ଦେଖାଦେଇପାରେ।

ମକର,-ପରିବାରରେ କଳହ ହେବାର ସମ୍ଭାବନା ଅଛି। ମାତାଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପାରେ। ଧୈର୍ଯ୍ୟ ରଖନ୍ତୁ।

କୁମ୍ଭ,-ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଭାଇଭଉଣୀଙ୍କ ସହଯୋଗ ମିଳିବ। ଛୋଟ ଯାତ୍ରା ଲାଭଦାୟକ ହେବ।

ମୀନ,-ଧନ ପ୍ରାପ୍ତିର ଯୋଗ ଅଛି। ମିଷ୍ଟାନ୍ନ ଭୋଜନ ମିଳିବ। ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 10:03 AM
 
S
Clear sky
32°C
2.1 m/s
Apparent: 39°C
Pressure: 1006 mb
Humidity: 59%
Winds: 2.1 m/s S
Windgusts: 11.3 m/s
UV-Index: 8
Precip.: 0mm /27% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom