• Latest
  • Trending
କ’ଣ କହୁଛି ଆପଣଙ୍କ ରାଶିଫଳ ?

କ’ଣ କହୁଛି ଆପଣଙ୍କ ରାଶିଫଳ ?

Oct-17-2025 08:58 AM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
odisha.newsroom.in

TVK ମୁଖ୍ୟ ବିଜୟଙ୍କ ଗାଡ଼ି ନମ୍ବର TN 07 CM 2026…କଣ ରହସ୍ୟ ?

May-06-2026 12:24 PM IST
odisha.newsroom.in

ଏବେ ବି ନିଜ ଜିଦରେ ଅଟଳ ମମତା…ଜାଣନ୍ତୁ ବେଙ୍ଗଲରେ ଆଗକୁ କଣ ହେବ ?

May-06-2026 11:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କୁ କଂଗ୍ରେସର ସମର୍ଥନ: ଜାଣନ୍ତୁ କଣ ରଖିଲା ସର୍ତ୍ତ

May-06-2026 10:49 AM IST
odisha.newsroom.in

ମଝି ଆକାଶରେ ଆତଙ୍କ: ଇଣ୍ଡିଗୋ ବିମାନ ଭିତରେ ଫାଟିଲା ପାୱାରବ୍ୟାଙ୍କ

May-06-2026 10:17 AM IST
Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

May-06-2026 09:50 AM IST
odisha.newsroom.in

“ଇସ୍ତଫା ଦେବାର ପ୍ରଶ୍ନ ଉଠୁନି, ମୁଁ ନିର୍ବାଚନ ହାରିନି”…ପରାଜୟ ପରେ ମମତାଙ୍କ ବଡ଼ ବୟାନ…

May-05-2026 05:43 PM IST
odisha.newsroom.in

ଶେଷ ହେଲା ମମତାଙ୍କ ‘ଆଳୁ ପଲିଟିକ୍ସ’: ଓଡ଼ିଶାକୁ ଏବେ ସହଜରେ ଆସିବ ପଶ୍ଚିମବଙ୍ଗ ଆଳୁ

May-05-2026 04:07 PM IST
  • About
  • Careers
  • Contact Us
Wednesday, May 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ରାଶିଫଳ ?

ସମ୍ପର୍କୀୟମାନଙ୍କ ସାହାଯ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରାଇବାର ସମ୍ଭାବନା ରହିଛି, ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବାକୁ ଚେଷ୍ଟା କରିବେ

by M M
Oct-17-2025 08:58 AM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆପଣଙ୍କ ରାଶିଫଳ ?
491
SHARES
1.4k
VIEWS
Share on FacebookShare on Twitter

ମେଷ:-ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ।

ବୃଷ:-ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ ନଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିବ।

ମିଥୁନ:-ଆଜି ବ୍ୟୟବହୁଳତା ମଧ୍ୟରେ କାର୍ଯ୍ୟସିଦ୍ଧି, ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ ଖୁସୀ ହେବେ। ପରିବାରର ଅନୁରୋଧକ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପାରନ୍ତି। ଉଦ୍ୟୋଗ, ନୂତନ ପ୍ରକଳ୍ପ କିମ୍ବା ବ୍ୟବସାୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଜଣେ ବ୍ୟକ୍ତିଙ୍କ ସହ ଉଚ୍ଚବାଚ୍ଚ ଘଟିବାର ଆଶଙ୍କା ରହିଛି।

କର୍କଟ:-ଆଜି ଶରୀରିକ ଓ ମାନସିକ ସୁସ୍ଥତା ରକ୍ଷାକରି ଦୈନନ୍ଦିନର ଜୀବନଯାତ୍ରାକୁ ନିଷ୍କଣ୍ଟକ କରିବ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହାନୁଭୂତିର ସହ ସହଯୋଗର ହାତ ବଢାଇବେ। ସାହିତ୍ୟ,ସାମ୍ବାଦିକତା, ଏଜେନ୍ସିପ୍‌ କ୍ଷେତ୍ରରୁ ସୁଫଳ ମିଳିବ। କଳା,ସାହିତ୍ୟ ଓ ସଙ୍ଗୀତ କ୍ଷେତରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ବାବନା ରହିଛି।

ସିଂହ:-ଆଜି ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ସମ୍ମାନଜନକ ପଦବୀ, ସଙ୍ଗକୁ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ବିଭିନ୍ନ ଯୋଜନା, ସମ୍ପର୍କୀୟ ଆଲୋଚନା, ଦୂରଯାତ୍ରାର ସୁଯୋଗ ଲାଭକରି ଖୁସୀ ହେବେ। ଘରୋଇ କ୍ଷେତ୍ରରେ ଜମିଜମା କାରବାର, ଗାଡିମୋଟର ମରାମତି ସକାଶେ ଫଳପ୍ରଦ ଆଲୋଚନା କରିପାରନ୍ତି।

କନ୍ୟା:-ଆଜି ଦିନଟିରେ ନୂତନ କାର୍ଯ୍ୟାରମ୍ଭ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ସକାରାମତ୍କ ରହିବ। ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ନାହିଁ। ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶୟ ନେଇପାରନ୍ତି।

ତୁଳା: ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ। ଯାହା ବି କାମ କରିବେ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ ହେବ। ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ରୁଚି ବଢ଼ିବ। ଆପଣଙ୍କର କେହି ନୂଆ ବନ୍ଧୁ ହୋଇପାରନ୍ତି।

ବିଛା: ଜୀବନସାଥୀ ସବୁ ପ୍ରକାରରେ ଆପଣଙ୍କୁ ସାହାଯ୍ୟ କରିବେ। ଆପଣଙ୍କ ଧ୍ୟାନ ଧାର୍ମିକ କାର୍ଯ୍ୟରେ ରହିବ। ବ୍ୟବସାୟୀ ନିଜ ମତରେ ଅନ୍ୟମାନଙ୍କୁ ସହମତ କରାଇନେବେ। ପ୍ରେମ ଯୁଗଳ ବାହାରକୁ ବୁଲି ଯିବେ।

ଧନୁ: କୌଣସି ନୂଆ ସୁଯୋଗ ପାଇଁ ପ୍ରସ୍ତୁତ ରହିବେ। ସ୍କୁଲ ଶିକ୍ଷକ ନିଜ କାମରେ ଖୁସି ରହିବେ। ମୁସ୍କିଲ ପରିସ୍ଥିତିରେ ବନ୍ଧୁର ସାହାଯ୍ୟ ପାଇବେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ।

ମକର: ଲେଖକ ଓ କଳାକାର ଲାଗି ସମୟ ଅନୁକୂଳ। ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ବେପାର ବଢ଼ାଇବା ପାଇଁ ନୂଆ ଯୋଜନା କରିବେ। ଅଧିକାରବର୍ଗ ଆପଣଙ୍କ କାମରେ ଖୁସି ହେବେ। ପୁରୁଣା ବନ୍ଧୁ ଆପଣଙ୍କ ଫୋନ କରିବେ।

କୁମ୍ଭ: ଆପଣଙ୍କର ବିରୋଧୀ ଆପଣଙ୍କ ଠାରୁ ଦୂରତ୍ବ ବଜାୟ ରହିବେ। ଆପଣଙ୍କ ଚେଷ୍ଟାରେ ସକାରାତ୍ମକ ଫଳ ପାଇବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ପ୍ରେମୀ ଯୁଗଳ ଜଣେ ଅନ୍ୟଜଣଙ୍କ ସହିତ ସମୟ ଅତିବାହିତ କରିବେ।

ମୀନ: କାର୍ଯ୍ୟରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ନୂଆ ମୋଟର ଯାନ କିଣିବା ଲାଗି ଯୋଜନା କରିପାରନ୍ତି। ବ୍ୟବସାୟରେ ପୁଞି ଲଗାନ୍ତୁ ଆପଣଙ୍କୁ ଦିଗୁଣା ଲାଭ ହେବ। ସମ୍ବନ୍ଧରେ ମଧୁରତା ଆସିବ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 6, 2026, 7:33 PM
 

S
Overcast
28°C
3.9 m/s
Apparent: 32°C
Pressure: 1007 mb
Humidity: 80%
Winds: 3.9 m/s S
Windgusts: 9.7 m/s
UV-Index: 0
Precip.: 0mm /53% / Rain
Sunrise: 5:14 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom