• Latest
  • Trending
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Jan-11-2026 04:51 AM IST
odisha.newsroom.in

“ଇସ୍ତଫା ଦେବାର ପ୍ରଶ୍ନ ଉଠୁନି, ମୁଁ ନିର୍ବାଚନ ହାରିନି”…ପରାଜୟ ପରେ ମମତାଙ୍କ ବଡ଼ ବୟାନ…

May-05-2026 05:43 PM IST
odisha.newsroom.in

ଶେଷ ହେଲା ମମତାଙ୍କ ‘ଆଳୁ ପଲିଟିକ୍ସ’: ଓଡ଼ିଶାକୁ ଏବେ ସହଜରେ ଆସିବ ପଶ୍ଚିମବଙ୍ଗ ଆଳୁ

May-05-2026 04:07 PM IST
odisha.newsroom.in

ହାରିଯିବା ପରେ କଣ ହେବ ମମତାଙ୍କ ପରବର୍ତ୍ତୀ ରଣନୀତି ? ବଢୁଛି ଚର୍ଚ୍ଚା…

May-05-2026 03:16 PM IST
odisha.newsroom.in

ଗୋଟିଏ ଭୋଟରେ କେମିତି ହାରିଲେ ତାମିଲନାଡୁ ମନ୍ତ୍ରୀ…ଜାଣିଲେ ହେବେ ଆଶ୍ଚର୍ଯ୍ୟ…

May-05-2026 02:48 PM IST
odisha.newsroom.in

ମ୍ୟାଜିକ ନମ୍ବର ଛୁଇଁନି TVK…କେମିତି ଗଢ଼ିବ ସରକାର ?

May-05-2026 11:59 AM IST
odisha.newsroom.in

ଓଡ଼ିଶାରେ କାଳବୈଶାଖୀର କରାଳ ରୂପ: ୧୦ ଯାଏଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

May-05-2026 11:11 AM IST
odisha.newsroom.in

“ଗୁଣ୍ଡାମାନେ ଭିତରେ ପଶି ମୋତେ ମାଡ଼ ମାରିଲେ”: ପରାଜୟ ପରେ ମମତାଙ୍କ ସାଂଘାତିକ ଅଭିଯୋଗ

May-05-2026 10:55 AM IST
odisha.newsroom.in

କାହିଁକି ଭବାନୀପୁର ଆସନ ରଖିପାରିଲେନି ମମତା ? ଜାଣନ୍ତୁ ଏହା ପଛର ୫ କାରଣ…

May-05-2026 10:37 AM IST
Horoscope 2026 May 05: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 05: ଜାଣନ୍ତୁ ଆଜିର ରାଶିଫଳ…

May-05-2026 10:22 AM IST
odisha.newsroom.in

ବଙ୍ଗଳା ଓ ଆସାମରେ ବିଜେପିର ଦବଦବା…ତାମିଲନାଡୁରେ ବିଜୟଙ୍କ ‘ବ୍ଲକବଷ୍ଟର’ ଏଣ୍ଟ୍ରି

May-04-2026 06:52 PM IST
  • About
  • Careers
  • Contact Us
Wednesday, May 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆଜିର ରାଶିଫଳ

by M M
Jan-11-2026 04:51 AM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆଜିର ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ରାଶି       ଶୁଭାଶୁଭ ଫଳ

ମେଷ     ଆଜି ମନ ପ୍ରସନ୍ନ ରହିବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପରିବାର ସହ ସମୟ କାଟିବେ।

ବୃଷ       ଆର୍ଥିକ ଦେଣନେଣରେ ସତର୍କ ରୁହନ୍ତୁ। ଶତ୍ରୁମାନେ ପରାଜିତ ହେବେ। ସ୍ୱାସ୍ଥ୍ୟରେ ସାମାନ୍ୟ ଅବନତି ଦେଖାଦେଇପାରେ।

ମିଥୁନ     ବ୍ୟବସାୟରେ ପ୍ରଚୁର ଲାଭ ମିଳିବ। ଦୂରଯାତ୍ରାର ଯୋଗ ରହିଛି। ବନ୍ଧୁମାନଙ୍କ ସହଯୋଗ ପାଇବେ।

କର୍କଟ     କର୍ମକ୍ଷେତ୍ରରେ ଚାପ ବଢ଼ିପାରେ। ଧର୍ଯ୍ୟର ସହ କାର୍ଯ୍ୟ କରନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ସିଂହ       ସମାଜରେ ସମ୍ମାନ ବୃଦ୍ଧି ପାଇବ। ରାଜନୈତିକ ବ୍ୟକ୍ତିବିଶେଷଙ୍କ ପାଇଁ ଦିନଟି ଅତି ଶୁଭ। ନୂଆ ଯୋଜନା ସଫଳ ହେବ।

କନ୍ୟା     ଶାରୀରିକ କ୍ଳାନ୍ତି ଅନୁଭବ କରିପାରନ୍ତି। ଅନାବଶ୍ୟକ ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ନିଅନ୍ତୁ।

ତୁଳା       ପ୍ରେମ ସମ୍ପର୍କରେ ମଧୁରତା ଆସିବ। ଆଶା କରୁଥିବା ଅର୍ଥ ପ୍ରାପ୍ତି ହେବ। କଳା ଓ ସାହିତ୍ୟ ପ୍ରତି ଆଗ୍ରହ ବଢ଼ିବ।

ବିଛା       ଚାକିରିରେ ପଦୋନ୍ନତି ମିଳିପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ, ନଚେତ୍ କ୍ଷତି ହୋଇପାରେ।

ଧନୁ       ଭାଗ୍ୟର ସହଯୋଗ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ଚାଲିଥିବା ବିବାଦର ସମାଧାନ ହେବ।

ମକର     ଗାଡ଼ି ଚଳାଇବା ସମୟରେ ସତର୍କ ରୁହନ୍ତୁ। ଅଜଣା ବ୍ୟକ୍ତିଙ୍କୁ ବିଶ୍ୱାସ କରନ୍ତୁ ନାହିଁ। ମାନସିକ ସନ୍ତୋଷ ମିଳିବ।

କୁମ୍ଭ        ବ୍ୟବସାୟରେ ନୂତନ ଚୁକ୍ତି ହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ କୌଣସି ମାଙ୍ଗଳିକ କାର୍ଯ୍ୟ ହୋଇପାରେ।

ମୀନ      ଶତ୍ରୁମାନେ କ୍ଷତି କରିବାକୁ ଚେଷ୍ଟା କରିବେ, କିନ୍ତୁ ବିଫଳ ହେବେ। କୋର୍ଟ କଚେରୀ ମାମଲାରେ ସଫଳତା ମିଳିବ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 6, 2026, 9:17 AM
 

S
Clear sky
30°C
2.1 m/s
Apparent: 37°C
Pressure: 1009 mb
Humidity: 67%
Winds: 2.1 m/s S
Windgusts: 9.4 m/s
UV-Index: 6.25
Precip.: 2.5mm /53% / Rain
Sunrise: 5:14 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom