• Latest
  • Trending
ଆପଣଙ୍କ ରାଶିଫଳ କଣ କହୁଛି ?

ଆପଣଙ୍କ ରାଶିଫଳ କଣ କହୁଛି ?

Oct-18-2025 08:58 AM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

ଆପଣଙ୍କ ରାଶିଫଳ କଣ କହୁଛି ?

by M M
Oct-18-2025 08:58 AM IST
in ଆପଣଙ୍କ ଭାଗ୍ୟ
0
ଆପଣଙ୍କ ରାଶିଫଳ କଣ କହୁଛି ?
493
SHARES
1.4k
VIEWS
Share on FacebookShare on Twitter

ମେଷ : ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ  । ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ । ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ । କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ । ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ । ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।

ବୃଷ: ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ । ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ । କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ ।

ମିଥୁନ:  ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ । କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।

କର୍କଟ: ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ  ।

ସିଂହ : ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |

କନ୍ୟା:ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |

ତୁଳା: ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |

ବିଛା: ଆପଣଙ୍କ ଶକ୍ତିର ସ୍ତର ଭଲ ରହିବ। ବେପାରରେ ଉନ୍ନତି ହେବ। ସାମାଜିକ କାର୍ଯ୍ୟରେ ସହଯୋଗ ଦିଅନ୍ତୁ ସମ୍ମାନ ବଢ଼ିବ। ଅଫିସରେ ଆପଣଙ୍କର ପ୍ରଦର୍ଶନ ପ୍ରଶଂସନୀୟ ହେବ।

ଧନୁ: କାରବାରରେ ଏକ ଲୟ ତିଆରି କରି କାମ କରନ୍ତୁ ଲାଭ ହେବ। ଭାଇ ଭଉଣୀଙ୍କ ସହିତ ସମ୍ବନ୍ଧ ଭଲ ହେବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଆନନ୍ଦମୟ ରହିବ। ଛାତ୍ରଛାତ୍ରୀ ପରିଶ୍ରମର ସଫଳତା ପାଇବେ।

ମକର: ଆପଣଙ୍କ ଜୀବନ ଜୀବିକା ପାଇଁ ଭଲ ଦିନଟିଏ। ପରିବାର ଲୋକଙ୍କ ମଧ୍ୟରେ ମଧୁର ବାତାବରଣ ରହିବ। ଅଫିସର କୌଣସି କାମରେ ଦୂରସ୍ଥାନକୁ ଯିବେ। ଜମି ସମ୍ବନ୍ଧୀୟ କୌଣସି କାମ ସମାଧାନ ହେବ।

କୁମ୍ଭ: କ୍ୟାରିୟରରେ ସଫଳତା ପାଇବେ। ଘରକୁ କୌଣସି ବନ୍ଧୁର ଆଗମନ ହେବ। ଛାତ୍ର ନିଜ କ୍ୟାରିୟରରେ ସଫଳତାର ଖୁବ୍ ନିକଟବର୍ତ୍ତୀ ହୋଇପାରିବେ। ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

ମୀନ: ମନରେ କିଛି ନୂଆ କରିବାର ଆଗ୍ରହ ବଢ଼ିବ। ଆମଦାନିର ନୂଆ ଉତ୍ସ ପାଇବେ। ସମାଜର ଲୋକ ଆପଣଙ୍କ ବ୍ୟକ୍ତିତ୍ବରେ ପ୍ରସନ୍ନ ରହିବେ। କୌଣସି ଖବର ପାଇ ଖୁସିରେ ଆତ୍ମହରା ହେବେ। ବୈବାହିକ ଜୀବନ ସୁଖକର ହେବ।

Tags: horoscope
Share197Tweet123
M M

M M

ଆଜିର ପାଗ

Bhubaneswar
November 18, 2025, 12:47 AM
 

N
Overcast
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 6.4 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:05 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom