• Latest
  • Trending
୧୦ରେ ଆଉ ଏକ ଘୂର୍ଣ୍ଣିବଳୟ

୧୦ରେ ଆଉ ଏକ ଘୂର୍ଣ୍ଣିବଳୟ

Oct-09-2025 07:34 AM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-21-2025 12:19 PM IST
କଣ କହୁଛି ଆପଣଙ୍କ ରାଶିଫଳ

କଣ କହୁଛି ଆପଣଙ୍କ ରାଶିଫଳ

Oct-21-2025 07:07 AM IST
ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

Oct-20-2025 12:43 PM IST
ବିହାରରେ ଆସନ ଭାଗବଣ୍ଟା ଛିଣ୍ଡୁନି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ଲାଗିରହିଛି ଦ୍ବନ୍ଦ୍ବ

ବିହାରରେ ଆସନ ଭାଗବଣ୍ଟା ଛିଣ୍ଡୁନି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ଲାଗିରହିଛି ଦ୍ବନ୍ଦ୍ବ

Oct-20-2025 11:12 AM IST
ଦୀପାବଳି ଅବସରରେ ଦେଶବାସୀଙ୍କ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଦୀପାବଳି ଅବସରରେ ଦେଶବାସୀଙ୍କ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

Oct-20-2025 10:18 AM IST
ନୂଆପଡ଼ାରେ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନ ପତ୍ର ଦାଖଲ କରିବେ

ନୂଆପଡ଼ାରେ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନ ପତ୍ର ଦାଖଲ କରିବେ

Oct-20-2025 09:53 AM IST
  • About
  • Careers
  • Contact Us
Tuesday, October 21, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

୧୦ରେ ଆଉ ଏକ ଘୂର୍ଣ୍ଣିବଳୟ

by M M
Oct-09-2025 07:34 AM IST
in ଆଜିର ପାଗ
0
୧୦ରେ ଆଉ ଏକ ଘୂର୍ଣ୍ଣିବଳୟ
500
SHARES
1.4k
VIEWS
Share on FacebookShare on Twitter

ପୁଣି ଆସୁଛି ଏକ ଲଘୁଚାପ । ଗତ ୬ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଭୁବନେଶ୍ବରରେ ଗତକାଲି ପ୍ରବଳ ବର୍ଷା ହୋଇଥିଲା ।

ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୦ ତାରିଖରେ (ଶୁକ୍ରବାର) ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ଆସନ୍ତାକାଲି ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏଥିସହ ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନ‌ା‌ ରହିଛି।

ଏଥିସହ ଆସନ୍ତା ୧୧ ତାରିଖ ଯ‌ାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଗତ କାଲି  ଭୁବନେଶ୍ବରରେ ୪୦.୯ ମିମି ବର୍ଷା ହୋଇଛି, ଯାହା କି ରାଜ୍ୟରେ ସର୍ବାଧିକ। ଏଥିସହ ନୂଆପଡ଼ାରେ ୧୬ ମିମି ଓ ଚାନ୍ଦବାଲିରେ ୧୩.୨ ମିମି ଲେଖାଏଁ ବର୍ଷା ହୋଇଯାଇଛି। ଆସନ୍ତାକାଲି ରାଜ୍ୟରେ ବର୍ଷା ପରିମାଣ ବଢ଼ିବ।

Tags: bhubaneswarrainweather
Share200Tweet125
M M

M M

ଆଜିର ପାଗ

Bhubaneswar
October 21, 2025, 4:25 PM
 

ENE
Partly cloudy
30°C
1.8 m/s
Apparent: 35°C
Pressure: 1009 mb
Humidity: 74%
Winds: 1.8 m/s ENE
Windgusts: 8.9 m/s
UV-Index: 1.4
Precip.: 0mm /53% / Rain
Sunrise: 5:43 AM
Sunset: 5:18 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

October 21, 2025
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

October 21, 2025
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

October 21, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom