• Latest
  • Trending
୧୦ରେ ଆଉ ଏକ ଘୂର୍ଣ୍ଣିବଳୟ

୧୦ରେ ଆଉ ଏକ ଘୂର୍ଣ୍ଣିବଳୟ

Oct-09-2025 07:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

୧୦ରେ ଆଉ ଏକ ଘୂର୍ଣ୍ଣିବଳୟ

by M M
Oct-09-2025 07:34 AM IST
in ଆଜିର ପାଗ
0
୧୦ରେ ଆଉ ଏକ ଘୂର୍ଣ୍ଣିବଳୟ
491
SHARES
1.4k
VIEWS
Share on FacebookShare on Twitter

ପୁଣି ଆସୁଛି ଏକ ଲଘୁଚାପ । ଗତ ୬ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଭୁବନେଶ୍ବରରେ ଗତକାଲି ପ୍ରବଳ ବର୍ଷା ହୋଇଥିଲା ।

ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୦ ତାରିଖରେ (ଶୁକ୍ରବାର) ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ଆସନ୍ତାକାଲି ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏଥିସହ ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନ‌ା‌ ରହିଛି।

ଏଥିସହ ଆସନ୍ତା ୧୧ ତାରିଖ ଯ‌ାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଗତ କାଲି  ଭୁବନେଶ୍ବରରେ ୪୦.୯ ମିମି ବର୍ଷା ହୋଇଛି, ଯାହା କି ରାଜ୍ୟରେ ସର୍ବାଧିକ। ଏଥିସହ ନୂଆପଡ଼ାରେ ୧୬ ମିମି ଓ ଚାନ୍ଦବାଲିରେ ୧୩.୨ ମିମି ଲେଖାଏଁ ବର୍ଷା ହୋଇଯାଇଛି। ଆସନ୍ତାକାଲି ରାଜ୍ୟରେ ବର୍ଷା ପରିମାଣ ବଢ଼ିବ।

Tags: bhubaneswarrainweather
Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 11:44 AM
 

S
Mainly clear
34°C
3.5 m/s
Apparent: 31°C
Pressure: 1007 mb
Humidity: 97%
Winds: 3.5 m/s S
Windgusts: 10.8 m/s
UV-Index: 0
Precip.: 0mm /35% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom