• Latest
  • Trending
ଭାରତ-ଅଷ୍ଟ୍ରେଲିଆ ଏକଦିବସୀୟ ଶୃଙ୍ଖଳା: ବ୍ୟାଟିଂ କରୁଛି ଭାରତ

ଭାରତ-ଅଷ୍ଟ୍ରେଲିଆ ଏକଦିବସୀୟ ଶୃଙ୍ଖଳା: ବ୍ୟାଟିଂ କରୁଛି ଭାରତ

Oct-19-2025 09:44 AM IST
କଣ କହୁଛି ଆପଣଙ୍କ ରାଶିଫଳ

କଣ କହୁଛି ଆପଣଙ୍କ ରାଶିଫଳ

Oct-21-2025 07:07 AM IST
ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

Oct-20-2025 12:43 PM IST
ବିହାରରେ ଆସନ ଭାଗବଣ୍ଟା ଛିଣ୍ଡୁନି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ଲାଗିରହିଛି ଦ୍ବନ୍ଦ୍ବ

ବିହାରରେ ଆସନ ଭାଗବଣ୍ଟା ଛିଣ୍ଡୁନି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ଲାଗିରହିଛି ଦ୍ବନ୍ଦ୍ବ

Oct-20-2025 11:12 AM IST
ଦୀପାବଳି ଅବସରରେ ଦେଶବାସୀଙ୍କ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଦୀପାବଳି ଅବସରରେ ଦେଶବାସୀଙ୍କ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

Oct-20-2025 10:18 AM IST
ନୂଆପଡ଼ାରେ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନ ପତ୍ର ଦାଖଲ କରିବେ

ନୂଆପଡ଼ାରେ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନ ପତ୍ର ଦାଖଲ କରିବେ

Oct-20-2025 09:53 AM IST
ଆଜିର ପାଣିପାଗ, କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା

ଆଜିର ପାଣିପାଗ, କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା

Oct-20-2025 07:18 AM IST
ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆପଣଙ୍କ ରାଶିଫଳ

Oct-20-2025 07:00 AM IST
ପ୍ରଥମ ଦିନିକିଆରେ ହାରିଲା ଭାରତ: ପ୍ରତ୍ୟାବର୍ତ୍ତନ ମ୍ୟାଚ୍‌ରେ ନିରାଶ କ‌ଲେ ବିରାଟ-ରୋହିତ

ପ୍ରଥମ ଦିନିକିଆରେ ହାରିଲା ଭାରତ: ପ୍ରତ୍ୟାବର୍ତ୍ତନ ମ୍ୟାଚ୍‌ରେ ନିରାଶ କ‌ଲେ ବିରାଟ-ରୋହିତ

Oct-19-2025 07:46 PM IST
କେହି ରାଜା ନୁହଁନ୍ତି, ଟ୍ରମ୍ପଙ୍କ ବିରୋଧରେ କାହିଁକି ଏମିତି କହିଲେ ହଜାର ହଜାର ଆମେରିକାବାସୀ

କେହି ରାଜା ନୁହଁନ୍ତି, ଟ୍ରମ୍ପଙ୍କ ବିରୋଧରେ କାହିଁକି ଏମିତି କହିଲେ ହଜାର ହଜାର ଆମେରିକାବାସୀ

Oct-19-2025 07:30 PM IST
ମୁଖ୍ୟମନ୍ତ୍ରୀଙ୍କ ସଭାରେ ଲୋକ ନ ହେବାରୁ ବିଜେପି ହତାଶ : ବିଜେଡି

ମୁଖ୍ୟମନ୍ତ୍ରୀଙ୍କ ସଭାରେ ଲୋକ ନ ହେବାରୁ ବିଜେପି ହତାଶ : ବିଜେଡି

Oct-19-2025 06:52 PM IST
  • About
  • Careers
  • Contact Us
Tuesday, October 21, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ଭାରତ-ଅଷ୍ଟ୍ରେଲିଆ ଏକଦିବସୀୟ ଶୃଙ୍ଖଳା: ବ୍ୟାଟିଂ କରୁଛି ଭାରତ

ପ୍ରଥମରୁ ଭାରତକୁ ଝଟକା

by M M
Oct-19-2025 09:44 AM IST
in ଖେଳ
0
ଭାରତ-ଅଷ୍ଟ୍ରେଲିଆ ଏକଦିବସୀୟ ଶୃଙ୍ଖଳା: ବ୍ୟାଟିଂ କରୁଛି ଭାରତ
493
SHARES
1.4k
VIEWS
Share on FacebookShare on Twitter

ଭାରତ-ଅଷ୍ଟ୍ରେଲିଆ ଏକଦିବସୀୟ ଶୃଙ୍ଖଳାରେ ଟସ୍ ହାରି ବ୍ୟାଟିଂ କରୁଛି ଭାରତ ।  ରୋହିତ ଶର୍ମା ଓ ବିରାଟ କୋହଲି ଏକଦିବସୀୟ ଶୃଙ୍ଖଳାକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଦୁଇ ଦେଶର ପ୍ରଶଂସକ ବେଶ୍ ଉଲ୍ଲସିତ ଓ ଉତ୍ସାହିତ ଅଛନ୍ତି । ତେବେ ବିରାଟ କୋହଲି ଶୂନରେ ଆଉଟ ହୋଇଥିବା ବେଳେ ରୋହିତ ଶର୍ମା 8 ରନ କରି ଆଉଟ ହୋଇଛନ୍ତି । ଶୁଭମନ ଗିଲ 10 ରନ କରି ଆଉଟ ହୋଇଛନ୍ତି ।

ଶୁଭମନ ଗିଲ୍‌ଙ୍କ ନେତୃତ୍ବରେ ଭାରତର ପ୍ରଥମ ଦିନିକିଆ ଶୃଙ୍ଖଳା ପର୍ଥରେ ଖେଳୁଛି । ପ୍ରଥମରୁ ଅଷ୍ଟ୍ରେଲିଆର ବୋଲିଂ ଭଲ ରହିଛି ।  ତିନି ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳାର ପ୍ରଥମ ଲଢ଼େଇ ଆଜି ସକାଳୁ ପର୍ଥର ଅପଟସ୍ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି । ଯାହାକୁ ନେଇ ଦୁଇ ଦେଶର ପ୍ରଶଂସକ ବେଶ୍ ଉଲ୍ଲସିତ ଓ ଉତ୍ସାହିତ ଅଛନ୍ତି।

ରୋହିତ, କୋହଲି  ୭ମାସ ପରେ କ୍ରିକେଟ୍‌କୁ ଫେରୁଥିଲା ବେଳେ ସେମାନେ ପ୍ରଥମ ମ୍ୟାଚରେ ବିଫଳ ହୋଇଛନ୍ତି । ପ୍ରଥମ ମ୍ୟାଚରେ ଅଧିକନାୟକ ଗିଲ ବି ବିଫଳ ହୋଇଛନ୍ତି । ଏହି ଶୃଙ୍ଖଳା  ସେମାନଙ୍କ ଅନ୍ତର୍ଜାତୀୟ କ୍ରିକେଟ୍ ଭବିଷ୍ୟତକୁ ନିର୍ଦ୍ଧାରଣ କରିବାକୁ ଯାଉଛି।

Share197Tweet123
M M

M M

ଆଜିର ପାଗ

Bhubaneswar
October 21, 2025, 10:04 AM
 

NE
Partly cloudy
30°C
4.2 m/s
Apparent: 35°C
Pressure: 1012 mb
Humidity: 75%
Winds: 4.2 m/s NE
Windgusts: 9 m/s
UV-Index: 6.55
Precip.: 0mm /53% / Rain
Sunrise: 5:43 AM
Sunset: 5:18 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କଣ କହୁଛି ଆପଣଙ୍କ ରାଶିଫଳ

କଣ କହୁଛି ଆପଣଙ୍କ ରାଶିଫଳ

October 21, 2025
ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

October 20, 2025
ବିହାରରେ ଆସନ ଭାଗବଣ୍ଟା ଛିଣ୍ଡୁନି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ଲାଗିରହିଛି ଦ୍ବନ୍ଦ୍ବ

ବିହାରରେ ଆସନ ଭାଗବଣ୍ଟା ଛିଣ୍ଡୁନି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ଲାଗିରହିଛି ଦ୍ବନ୍ଦ୍ବ

October 20, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom