• Latest
  • Trending
ବିଜୟଠୁ ଅଳ୍ପ ଦୂରରେ ଭାରତ, ଆଉ କେତେ ରନ କଲେ ଭାରତ ଜିତିବ ?

ବିଜୟଠୁ ଅଳ୍ପ ଦୂରରେ ଭାରତ, ଆଉ କେତେ ରନ କଲେ ଭାରତ ଜିତିବ ?

Oct-13-2025 06:36 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ବିଜୟଠୁ ଅଳ୍ପ ଦୂରରେ ଭାରତ, ଆଉ କେତେ ରନ କଲେ ଭାରତ ଜିତିବ ?

by M M
Oct-13-2025 06:36 PM IST
in ଖେଳ
0
ବିଜୟଠୁ ଅଳ୍ପ ଦୂରରେ ଭାରତ, ଆଉ କେତେ ରନ କଲେ ଭାରତ ଜିତିବ ?
491
SHARES
1.4k
VIEWS
Share on FacebookShare on Twitter

 

ଦ୍ବିତୀୟ ଟେଷ୍ଟରେ ବିଜୟୀ ହେବ ଭାରତ । ଆଉ ମାତ୍ର ୫୮ ରନ କଲେ ଭାରତ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିବ ।  ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମଠାରେ ଚାଲିଥିବା ଭାରତ-ଓ୍ବେଷ୍ଟଇଣ୍ଡିଜ୍ ୨ୟ ଟେଷ୍ଟ ମ୍ୟାଚର ୪ର୍ଥ ଦିନର ଖେଳ ସମାପ୍ତ ହୋଇଛି । ଷ୍ଟମ୍ପସ୍ ଅପସାରଣ ବେଳକୁ ଭାରତ ଗୋଟିଏ ଓ୍ବିକେଟ ହରାଇ ୬୩ ରନ କରିଛି ।  ଶେଷ ଦିନରେ ଭାରତକୁ ବିଜୟ ପାଇଁ ଆଉ ୫୮ ରନର ଆବଶ୍ୟକତା ରହିଛି । ଭାରତ ପକ୍ଷରୁ କେ.ଏଲ. ରାହୁଲ ୨୫ ରନ ଓ ସାଇ ସୁଦର୍ଶନ ୩୦ ରନ କରି ଖେଳୁଛନ୍ତି। ଯଶସ୍ବୀ ଜୟସ୍ବାଲ ୮ ରନ କରି ଆଉଟ ହୋଇଛନ୍ତି। ଏହି ମ୍ୟାଚରେ ଫଲୋଅନର ସମ୍ମୁଖୀନ ହୋଇଥିଲା ଓ୍ବେଷ୍ଟଇଣ୍ଡିଜ୍  । ତେବେ ନିଜର ୨ୟ ଇନିଂସରେ ୩୯୦ ରନ କରି ଅଲଆଉଟ ହୋଇଯାଇଥିଲା । ଏହା ଫଳରେ ଭାରତ ଆଗରେ ୧୨୧ ରନର ବିଜୟ ଲକ୍ଷ୍ୟ ରହିଛି । ପ୍ରଥମ ପାଳିରେ ଓ୍ବେଷ୍ଟ ଇଣ୍ଡିଜ ଭଲ ଖେଳି ପାରିନଥିଲା । ଦ୍ବିତୀୟ ପାଳିରେ ଦୁଇଟି ଶତକ ଦେଖିବାକୁ ମିଳିଥିଲା । ପ୍ରଥମ ଇଂନିସରେ ସଂଘର୍ଷ କରୁଥିବା ଖେଳାଳିମାନେ ୨ୟ ଇନିଂସରେ ଭଲ ଖେଳିଥିଲେ । ଓ୍ବେଷ୍ଟ ଇଣ୍ଡିଜ୍ ୩୯୦ ରନ କରି ଅଲଆଉଟ ହୋଇଯାଇଥିଲା । ଏହା ଫଳରେ ଭାରତ ଆଗରେ ୧୨୧ ରନର ବିଜୟ ଲକ୍ଷ୍ୟ ରହିଛି । ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ଜନ କ୍ୟାମ୍ପବେଲ ୧୧୫ ରନ ଓ ସଇ ହୋପେ ୧୦୩ ରନ କରି ଭାରତୀୟ ବୋଲରଙ୍କ ଦୃଢ ମୁକାବିଲା କରିଥିଲେ । ସେହିପରି ଜଷ୍ଟିନ ଗ୍ରିଭସ ୫୦ ରନ ଓ ରୋଷ୍ଟନ ଚେଜ୍ ୪୦ ରନ କରିଥିଲେ । ଭାରତ ପକ୍ଷରୁ କୁଳଦୀପ ଯାଦବ ଓ ଯଶପ୍ରୀତ ବୁମରା ୩ଟି ଲେଖାଏଁ ଓ୍ବିକେଟ ନେଇଥିବାବେଳେ ମହମ୍ମଦ ସିରାଜ ୨ଟି ଓ୍ବିକେଟ ନେଇଥିଲେ ।

ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ନିଜର ପ୍ରଥମ ଇନିଂସରେ ଭାରତ ୫୧୮ ରନ କରି ପାଳି ସମାପ୍ତି ଘୋଷଣା କରିଥିଲା । ଓ୍ବେଷ୍ଟଇଣ୍ଡିଜ ନିଜର ପ୍ରଥମ ଇନିଂସରେ ୨୪୮ ରନ କରିଥିଲା ।

Share196Tweet123
M M

M M

ଆଜିର ପାଗ

Bhubaneswar
November 18, 2025, 12:56 AM
 

N
Overcast
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 6.4 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:05 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom