• Latest
  • Trending
ମହିଳା କ୍ରିକେଟ୍ ବିଶ୍ବକପ୍‌ର ଫାଇନାଲ୍‌- ବ୍ୟାଟିଂ କରୁଛି ଭାରତ

ମହିଳା କ୍ରିକେଟ୍ ବିଶ୍ବକପ୍‌ର ଫାଇନାଲ୍‌- ବ୍ୟାଟିଂ କରୁଛି ଭାରତ

Nov-02-2025 05:30 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ମହିଳା କ୍ରିକେଟ୍ ବିଶ୍ବକପ୍‌ର ଫାଇନାଲ୍‌- ବ୍ୟାଟିଂ କରୁଛି ଭାରତ

by M M
Nov-02-2025 05:30 PM IST
in ଖେଳ
0
ମହିଳା କ୍ରିକେଟ୍ ବିଶ୍ବକପ୍‌ର ଫାଇନାଲ୍‌- ବ୍ୟାଟିଂ କରୁଛି ଭାରତ
491
SHARES
1.4k
VIEWS
Share on FacebookShare on Twitter

ଆଇସିସି ମହିଳା କ୍ରିକେଟ୍ ବିଶ୍ୱକପ୍ ୨୦୨୫ର ଫାଇନାଲ୍ ମୁକାବିଲା ଆଜି ଡି.ୱାଇ. ପାଟିଲ୍ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ହେଉଛି। ଫାଇନାଲ୍‌ରେ  ଭାରତ ଏବଂ ପ୍ରଥମ ଥର ଫାଇନାଲ୍ ଖେଳିବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ମୁହାଁମୁହିଁ ହେଉଛନ୍ତି। ହରମନପ୍ରୀତ୍ କୌରଙ୍କ ଦଳ ନବି ମୁମ୍ବାଇର ଡିୱାଇ ପାଟିଲ ଷ୍ଟାଡିୟମ୍‌ରେ ନୂଆ ଇତିହାସ ରଚିବାର ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଛି। ତୃତୀୟ ଥର ଫାଇନାଲ୍ ଖେଳିବାକୁ ଯାଉଥିବା ଟିମ୍ ଇଣ୍ଡିଆ ଏଥର ବିଜୟୀ ହେବାପାଇଁ ପଡ଼ିଆକୁ ଓହ୍ଲାଇଛି । ଦକ୍ଷିଣ ଆଫ୍ରିକା ବିଜୟୀ ହେଲେ ପ୍ରଥମ ଥର କୌଣସି ବର୍ଗର ବିଶ୍ବକପ୍ ହାସଲ କରିବ। ବର୍ଷା କାରଣରୁ ମ୍ୟାଚ୍ ବିଳମ୍ବ ହେବା ପରେ ଦକ୍ଷିଣ ଆଫ୍ରିକାର ଅଧିନାୟିକା ଲୌରା ୱୋଲଭାର୍ଟ  ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଧିନାୟିକା ହରମନପ୍ରୀତ କୌରଙ୍କ ନେତୃତ୍ୱରେ ଭାରତୀୟ ଦଳର ବ୍ୟାଟିଂ ଶକ୍ତି ଉପରେ ଏବେ ସମସ୍ତଙ୍କ ନଜର ରହିଛି। ସେମିଫାଇନାଲରେ ରେକର୍ଡ ସ୍କୋରକୁ ପିଛା କରି ଚିରପ୍ରତିଦ୍ୱନ୍ଦ୍ୱୀ ଅଷ୍ଟ୍ରେଲିଆକୁ ହରାଇବା ପରେ ଭାରତୀୟ ଦଳର ମନୋବଳ ଦୃଢ଼ ରହିଛି। ସେମି ଫାଇନାଲରେ ଯେଉଁ ଖେଳାଳି ଖେଳୁଥିଲେ ଆଜି ସମାନ ଖେଳାଳି ଖେଳୁଛନ୍ତି । ଭାରତ ବିନା ଉଇକେଟ ହରାଇ 50 ରନ କରିଛି । ସ୍ମୃତି -ସେଫାଳି ବ୍ୟାଟିଂ କରୁଛନ୍ତି ।

ଭାରତ ପୂର୍ବରୁ ୨୦୦୫ ଏବଂ ୨୦୧୭ ମହିଳା ଦିନିକିଆ ବିଶ୍ୱକପ୍ ଫାଇନାଲ୍‌ରେ ପହଞ୍ଚିଥିଲେ ମଧ୍ୟ ଟାଇଟଲ୍ ଜିତିବାରେ ବିଫଳ ହୋଇଥିଲା। ତେଣୁ ଏହା ଭାରତ ପାଇଁ ତୃତୀୟ ସୁଯୋଗ।

ଦକ୍ଷିଣ ଆଫ୍ରିକା ମହିଳା ଟିମ୍ ପାଇଁ ପ୍ରଥମ ବିଶ୍ୱକପ୍ ଫାଇନାଲ୍। ସେମାନେ ସେମିଫାଇନାଲ୍‌ରେ ୪ ଥରର ଚାମ୍ପିୟନ୍ ଇଂଲଣ୍ଡକୁ ବଡ଼ ବ୍ୟବଧାନରେ ହରାଇ ଫାଇନାଲରେ ପ୍ରବେଶ କରିଛନ୍ତି।

ଭାରତ ବ୍ୟାଟିଂରେ ସ୍ମୃତି ମନ୍ଧାନା, ଜେମିମା ରୋଡ୍ରିଗସ୍, ଓ ଅଧିନାୟିକା ହରମନପ୍ରୀତ କୌର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ବୋଲିଂରେ ଦୀପ୍ତି ଶର୍ମା ଏବଂ ରେଣୁକା ସିଂହ ଠାକୁର ଘାତକ ସାବ୍ୟସ୍ତ ହୋଇପାରନ୍ତି।

ଦକ୍ଷିଣ ଆଫ୍ରିକା ଦଳର ଅଧିନାୟିକା ଲୌରା ୱୋଲଭାର୍ଟ (ଟୁର୍ଣ୍ଣାମେଣ୍ଟର ସର୍ବାଧିକ ରନ୍ ସଂଗ୍ରହକାରୀ) ଏବଂ ଅଲରାଉଣ୍ଡର ମାରିଜାନ୍ କାପ୍ପ ଓ କ୍ଲୋ ଟ୍ରୟନ୍ ଙ୍କ ଉପରେ ଦଳ ନିର୍ଭର କରିବ ।

 

Share196Tweet123
M M

M M

ଆଜିର ପାଗ

Bhubaneswar
November 18, 2025, 12:16 AM
 

N
Partly cloudy
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom