• Latest
  • Trending
ଶହେ ଗ୍ରାମ ଓଜନ ପାଇଁ ଫାଇନାଲ ଖେଳିପାରିବେନି ଭିନେଶ ଫୋଗାଟ

ଶହେ ଗ୍ରାମ ଓଜନ ପାଇଁ ଫାଇନାଲ ଖେଳିପାରିବେନି ଭିନେଶ ଫୋଗାଟ

August 7, 2024

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
  • About
  • Careers
  • Contact Us
Saturday, August 2, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ଶହେ ଗ୍ରାମ ଓଜନ ପାଇଁ ଫାଇନାଲ ଖେଳିପାରିବେନି ଭିନେଶ ଫୋଗାଟ

by M M
August 7, 2024
in ଖେଳ, ବଡ଼ ଖବର
0
ଶହେ ଗ୍ରାମ ଓଜନ ପାଇଁ ଫାଇନାଲ ଖେଳିପାରିବେନି ଭିନେଶ ଫୋଗାଟ
491
SHARES
1.4k
VIEWS
Share on FacebookShare on Twitter

ଓଜନ ବଢ଼ିବା କାରଣକୁ ନେଇ କୁସ୍ତିଯୋଦ୍ଧା ବିନେଶ ଫୋଗାଟଙ୍କୁ ଲାଗିଛି ବଡ ଝଟକା । ଧାର୍ଯ୍ୟ ୫୦ କିଲୋରୁ ଗ୍ରାମ ଓଜନ ଅଧିକ ଥିବାରୁ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି। ଯାହା ଫଳରେ ସ୍ୱଦେଶ ଫେରିବେ ଭିନେଶ ଫୋଗାଟ ।  ଫୋଗାଟ୍ ଧାର୍ଯ୍ୟ ସୀମାଠାରୁ ଅଧିକ ଓଜନ ହେଇଥିଲେ, ଏହି କାରଣରୁ ତାଙ୍କୁ ଡିସକ୍ୱାଲିଫାଏ କରାଯାଇଛି । ଧାର୍ଯ୍ୟ ଓଜନଠାରୁ ତାଙ୍କର ଓଜନ ୧୦୦ ଗ୍ରାମ ବଢିଥିବାରୁ ସେ ଅଯୋଗ୍ୟ  ୧୦୦ଘୋଷିତ ହୋଇଛନ୍ତି । ଏହାକୁ ନେଇ ବିବାଦ ବଢ଼ିଥିବା ବେଳେ ପ୍ରଧାନମନ୍ତ୍ରୀ ତାଙ୍କୁ ଧର୍ଯ୍ୟ ଧରି ବଢ଼ିବା ପାଇଁ କହିଛନ୍ତି । ଭିନେଶଙ୍କୁ ସେ ଚାମ୍ପିଆନ ବୋଲି କହିଛନ୍ତି । ପ୍ୟାରିସ୍ ଅଲିମ୍ପିକ୍ସ ରେ  ଆଜି ଅଲିମ୍ପିକ୍ ଗେମ୍ସରେ ଏକ କୁସ୍ତି ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଥିବା ପ୍ରଥମ ଭାରତୀୟ ମହିଳା ଭିନେଶ ଫୋଗଟଙ୍କ ଉପର ସଭିଙ୍କ ନଜର ରହିଥିଲା। ସେ ସ୍ବର୍ଣ୍ଣ ପଦକ ଜିତିବେ ବୋଲି ଆଶା କରାଯାଉଥିବା ବେଳେ ସେହି ଆଶା ଆଶା‌ରେ ହିଁ ରହିଯାଇଛି। ପ୍ୟାରିସ ଅଲିମ୍ପିକ୍ସରେ ମହିଳା ୫୦ କିଲୋଗ୍ରାମ ରେସଲିଂ ଫାଇନାଲରୁ ଭିନେଶ ଫୋଗଟ ଅଯୋଗ୍ୟ ହୋଇ ଯାଇଛନ୍ତି। ୨୯ ବର୍ଷୀୟା ‌ଫୋଗଟଙ୍କ ଓଜନ ଫାଇନାଲରେ ୧୦୦ ଗ୍ରାମ ଅଧିକ ହୋଇଥିବାରୁ ଦ୍ୱିତୀୟ ଦିନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଅଯୋଗ୍ୟ ହୋଇ ଯାଇଛନ୍ତି। ନିୟମ ଅନୁସାରେ ମ୍ୟାଚ୍ ପୂର୍ବରୁ ଦୁଇଥର ଓଜନ ମପାଯାଇଥାଏ । ପୂର୍ବଦିନ ସଂଧ୍ୟାରେ ଏବଂ ପରଦିନ ସକାଳେ । ତେବେ ଦିନକ ପୂର୍ବରୁ ତାଙ୍କ ଓଜନ ବଢ଼ିଥିବା ଜଣାପଡ଼ିବା ପରେ ସେ ରାତିସାରା ଝାଳ ବୁହାଇ ଓଜନ କମାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ଶହେ ଗ୍ରାମ ଓଜନ କମିନଥିଲା । ପରେ ସେ ଅସୁସ୍ଥ ଅନୁଭବ କରିବାକୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

Weather

Bhubaneswar
August 2, 2025, 3:38 am
 

SW
Overcast
30°C
1.6 m/s
Apparent: 34°C
Pressure: 1002 mb
Humidity: 90%
Winds: 1.6 m/s SW
Windgusts: 8.3 m/s
UV-Index: 0
Precip.: 2.5mm /58% / Rain
Sunrise: 5:21 am
Sunset: 6:23 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom