• Latest
  • Trending
ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା, କେ.ଏଲ. ରାହୁଲ ଅଧିନାୟକ

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା, କେ.ଏଲ. ରାହୁଲ ଅଧିନାୟକ

Nov-23-2025 07:42 PM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ଜାଣନ୍ତୁ…

May-13-2026 08:23 AM IST
ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

ପ୍ରତିବର୍ଷ ବାହାର ଦେଶରୁ କେତେ ସୁନା ଆମଦାନି କରେ ଭାରତ? କେଉଁ ଦେଶରୁ ଆସେ ଅଧିକ ସୁନା?

May-12-2026 07:35 PM IST
ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ, ଯଥେଷ୍ଟ ମହଜୁଦ ରହିଛି: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

May-12-2026 07:05 PM IST
ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

ପେଟ୍ରୋଲ କାର୍ କୁ ବି କରିପାରିବେ CNG କାର; ଜାଣନ୍ତୁ କେମିତି କରିବେ ଓ କେତେ ଟଙ୍କା ଖର୍ଚ୍ଚ ହେବ?

May-12-2026 06:55 PM IST
NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

NEET UG 2026 ପରୀକ୍ଷା ବାତିଲ, ପେପର ଲିକ୍ ଘଟଣାର ତଦନ୍ତ କରିବ CBI

May-12-2026 12:40 PM IST
ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

ତାମିଲନାଡୁ ରାଜନୀତିରେ ଝଡ଼, ବିଜୟଙ୍କୁ ସମର୍ଥନ ଜଣାଇଲା ଏଆଇଏଡିଏମକେ

May-12-2026 12:31 PM IST
୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

୧୮ ତାରିଖରେ ଓଡ଼ିଶା ଆସିବେ ନୀତିନ ନବୀନ

May-12-2026 12:23 PM IST
ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାଵେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା, ୪ ବିଧାୟକ ବି ନେଲେ ମନ୍ତ୍ରୀ ପଦର ଶପଥ

May-12-2026 12:04 PM IST
ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ, ମଦ ଦୋକାନ ବନ୍ଦ କରିବାକୁ…

May-12-2026 11:48 AM IST
ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

ମଙ୍ଗଳବାର ଏହି ୬ ରାଶି ପାଇଁ ଅତ୍ୟନ୍ତ ଶୁଭ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ?

May-12-2026 09:07 AM IST
  • About
  • Careers
  • Contact Us
Wednesday, May 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା, କେ.ଏଲ. ରାହୁଲ ଅଧିନାୟକ

by M M
Nov-23-2025 07:42 PM IST
in ଖେଳ
0
ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା, କେ.ଏଲ. ରାହୁଲ ଅଧିନାୟକ
491
SHARES
1.4k
VIEWS
Share on FacebookShare on Twitter

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ ପାଇଁ ଭାରତୀୟ ଟିମ୍ ଘୋଷଣା ହୋଇଛି  । ଗିଲଙ୍କ ବଦଳରେ କେ.ଏଲ. ରାହୁଲଙ୍କୁ ଦିନିକିଆ ଦଳର ଅଧିନାୟକ ଦାୟିତ୍ବ ଦିଆଯାଇଛି । ଶୁବମନ ଗିଲ ଏବଂ ଶ୍ରେୟସ ଆୟରଙ୍କ ଅନୁପସ୍ଥିତିରେ ଟିମ୍ ଇଣ୍ଡିଆର ମଙ୍ଗ ସମ୍ଭାଳିବେ ରାହୁଲ ।

କୋଲକତା ଟେଷ୍ଟରେ ଗିଲ ଆହତ ହୋଇଥିବା ବେଳେ ଅଷ୍ଟ୍ରେଲିଆ ଗସ୍ତ ସମୟରେ ଆୟର ଆହତ ହୋଇଥିଲେ । ତେଣୁ ସେମାନେ ଖେଳିବେ ନାହିଁ ।  ୩୦ ନଭେମ୍ବର ରବିବାର ରାଞ୍ଚିରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ଖେଳାଯିବ । ସୂଚନାଯୋଗ୍ୟ, ଦୁଇବର୍ଷ ପରେ ରାହୁଲଙ୍କୁ ପୁଣି ଥରେ ଭାରତୀୟ କ୍ରିକେଟ ଟିମର ଅଧିନାୟକ କରାଯାଇଛି । ୨୦୨୩ରେ ସେହି ଦକ୍ଷିଣ ଆଫ୍ରିକା ବିପକ୍ଷରେ ତାଙ୍କୁ ଅଧିନାୟକତ୍ବର ସୁଯୋଗ ମିଳିଥିଲା ।

ଟିମ୍ ଇଣ୍ଡିଆ

କେ.ଏଲ. ରାହୁଲ (ଅଧିନାୟକ),ରୋହିତ ଶର୍ମା,ବିରାଟ କୋହଲି,ଜୟସ୍ବୀ ଜୟସଓ୍ବାଲ,ତିଲକ ବର୍ମା,ଋଷଭ ପନ୍ତ, ଓ୍ବାସିଂଟନ ସୁନ୍ଦର,ରବୀନ୍ଦ୍ର ଜାଡେଜା,କୁଲଦୀପ ଯାଦବ, ନୀତୀଶ କୁମାର ରେଡ୍ଡି, ହର୍ଷିତ ରାଣା,ଋତୁରାଜ ଗାୟକଓ୍ବାଡ,ପ୍ରସିଦ୍ଧି କୃଷ୍ଣା,ଧ୍ରୁବ ଜୁରେଲ,ଅର୍ଶଦୀପ ସିଂହ

ଟିମ୍ ଇଣ୍ଡିଆରେ ରୋହିତ ଶର୍ମା ପୁଣି ଫେରିଛନ୍ତି ।  ବିରାଟ କୋହଲିଙ୍କୁ ସ୍ଥାନ ମିଳିଛି । ଏହାସହ ଅନ୍ୟ ୪ ଜଣ ଖେଳାଳି ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଏଥିରେ ସବୁଠାରୁ ବଡ଼ ନାଁ ହେଉଛି ରବୀନ୍ଦ୍ର ଜାଡେଜା । ଚାମ୍ପିୟନ୍ସ ଟ୍ରଫିର ସଦସ୍ୟ ଥିବା ଜାଡେଜାଙ୍କୁ ଅଷ୍ଟ୍ରେଲିଆ ଗସ୍ତରୁ ବାଦ ଦିଆଯାଇଥିଲା । ଫଲରେ ତାଙ୍କ ଦିନିକିଆ କ୍ୟାରିୟରକୁ ନେଇ ପ୍ରଶ୍ନ ଉଠିବାରେ ଲାଗିଥିଲା । ଜାଡେଜାଙ୍କ ପରି ରିଷଭ ପନ୍ତ ମଧ୍ୟ ଦିନିକିଆ ଦଳକୁ ଫେରିଛନ୍ତି । ଚାମ୍ପିୟନ୍ସ ଟ୍ରଫି ପରେ ପ୍ରଥମ ଥର ତାଙ୍କୁ ଦିନିକିଆ ଦଳରେ ସାମିଲ କରାଯାଇଛି । ତେବେ ଚାମ୍ପିୟନ୍ସ ଟ୍ରଫିରେ ଟିମରେ ଥିଲେ ବି ତାଙ୍କୁ ଗୋଟିଏ ବି ମ୍ୟାଚ୍ ଖେଳିବାକୁ ସୂଯୋଗ ମିଳି ନଥିଲା । ପୂରା ଟ୍ରଫିରେ ରାହୁଲ ଓ୍ବିକେଟ କିପିଂ କରିଥିଲେ । ଏମିତି ସ୍ଥିତିରେ ଦେଖିବାକୁ ବାକି ରହିଲା ତାଙ୍କୁ ଏଥର ପଡ଼ିଆରେ ଦେଖିବାକୁ ମିଳିବ କି ନାହିଁ । ଏମାନଙ୍କ ବାଦ ଋତୁରାଜ ଗାୟକଓ୍ବାଡଙ୍କୁ ମଧ୍ୟ ୨୦୨୩ ପରେ ପ୍ରଥମ ଥର ଦିନିକିଆ ଦଳର ସ୍ଥାନ ମିଳିଛି । ସେହିପରି ମିଡିଲ ଅର୍ଡର ବ୍ୟାଟର ତିଲକ ବର୍ମା ବି ଟିମରେ ସ୍ଥାନ ପାଇଛନ୍ତି ।

ଷ୍ଟାର ସ୍ପେସର ଜସପ୍ରିତ ବୁମ୍ରାଙ୍କୁ ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜରେ ବିଶ୍ରାମ ଦିଆଯାଇଛି । ସେହିପରି ଦ୍ରୁତ ବୋଲର ମହମ୍ମଦ ସରାଜଙ୍କୁ ବି ବ୍ରେକ୍ ଦିଆଯାଇଛି । ଜାଡେଜାଙ୍କ କମବ୍ୟାକ ପରେ ସ୍ପିନର ଅଲରାଉଣ୍ଡର ଅକ୍ଷର ପଟେଲଙ୍କୁ ଟିମରେ ସ୍ଥାନ ମିଳିନି । ନଭେମ୍ବର ୩୦ରେ ରାଞ୍ଚିରେ ପ୍ରଥମ ମ୍ୟାଚ୍ ଖେଳା ଯିବାକୁ ଥିବା ବେଳେ ୩ ଡିସେମ୍ବରରେ ରାୟପୁରରେ ଦ୍ବିତୀୟ ଓ ୬ ଡିସେମ୍ବରରେ ବିଶାଖାପାଟନମରେ ତୃତୀୟ ଦିନିକିଆ ଖେଳାଯିବ ।

Share196Tweet123
M M

M M

ଆଜିର ପାଗ

Bhubaneswar
May 13, 2026, 9:11 AM
 
SSW
Clear sky
31°C
2 m/s
Apparent: 32°C
Pressure: 1006 mb
Humidity: 85%
Winds: 2 m/s SSW
Windgusts: 11.3 m/s
UV-Index: 0
Precip.: 0mm /8% / Rain
Sunrise: 5:11 AM
Sunset: 6:15 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom