• Latest
  • Trending
ଆଇପିଏଲ୍‌ରେ ବଡ଼ ରେକର୍ଡ କଲା ମୁମ୍ବାଇ ଇଣ୍ଡିଆନ୍ସ

ଆଇପିଏଲ୍‌ରେ ବଡ଼ ରେକର୍ଡ କଲା ମୁମ୍ବାଇ ଇଣ୍ଡିଆନ୍ସ

April 8, 2024

June 20, 2025

ଆସୁଛନ୍ତି ମୋଦୀ: 2 ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ

June 20, 2025
ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

June 19, 2025
ଆୟାତୋଲ୍ଲା ଖେମିନିଙ୍କୁ ହତ୍ୟାକରିବା ପାଇଁ ଚାହୁଁଛି ଇସ୍ରାଏଲ

ଆୟାତୋଲ୍ଲା ଖେମିନିଙ୍କୁ ହତ୍ୟାକରିବା ପାଇଁ ଚାହୁଁଛି ଇସ୍ରାଏଲ

June 19, 2025
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସ କରିବ ବିରୋଧ: ପୂର୍ବାହ୍ନ ୯ ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଅନଶନ

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସ କରିବ ବିରୋଧ: ପୂର୍ବାହ୍ନ ୯ ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଅନଶନ

June 19, 2025
ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସୁରକ୍ଷା ବଳୟରେ ରାଜଧାନୀ

ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସୁରକ୍ଷା ବଳୟରେ ରାଜଧାନୀ

June 19, 2025
ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

June 18, 2025

ଓଡିଶାର ବିକାଶ ପାଇଁ ୨୦୩୬ର ରୋଡ୍‌ମ୍ୟାପ୍ ଘୋଷଣା ହେବ: ମନମୋହନ ସାମଲ

June 18, 2025
ମରୁ ମରୁ ବଞ୍ଚିଗଲେ, ଏମିତି ଆସେ ଅନ୍ତରାତ୍ମାରୁ ନିର୍ଦ୍ଦେଶ

ମରୁ ମରୁ ବଞ୍ଚିଗଲେ, ଏମିତି ଆସେ ଅନ୍ତରାତ୍ମାରୁ ନିର୍ଦ୍ଦେଶ

June 17, 2025
ଓଡ଼ିଶାରେ ହଇଜା ଓ ଡାଇରିଆ ସଂକଟ: ନବୀନଙ୍କ ଆକ୍ରମଣ, ବିଜେପି ସରକାରଙ୍କୁ ଟାର୍ଗେଟ

ଓଡ଼ିଶାରେ ହଇଜା ଓ ଡାଇରିଆ ସଂକଟ: ନବୀନଙ୍କ ଆକ୍ରମଣ, ବିଜେପି ସରକାରଙ୍କୁ ଟାର୍ଗେଟ

June 15, 2025
  • About
  • Careers
  • Contact Us
Sunday, June 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home Uncategorized

ଆଇପିଏଲ୍‌ରେ ବଡ଼ ରେକର୍ଡ କଲା ମୁମ୍ବାଇ ଇଣ୍ଡିଆନ୍ସ

by M M
April 8, 2024
in Uncategorized
0
ଆଇପିଏଲ୍‌ରେ ବଡ଼ ରେକର୍ଡ କଲା ମୁମ୍ବାଇ ଇଣ୍ଡିଆନ୍ସ
491
SHARES
1.4k
VIEWS
Share on FacebookShare on Twitter

କ୍ରମାଗତ ୩ ମ୍ୟାଚରେ ପରାଜୟ ପରେ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ବିଜୟ ସ୍ବାଦ ଚାଖିଛି ମୁମ୍ବାଇ ଇଣ୍ଡିଆନ୍ସ। ରବିବାର ଅନୁଷ୍ଠିତ ଡବଲ ହେଡରର ପ୍ରଥମ ମ୍ୟାଚରେ ଏହି ଦଳ ୨୯ ରନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ମୁମ୍ବାଇ ୨୦ ଓଭରରେ ୫ ଉଇକେଟ ହରାଇ ୨୩୪ ରନ କରିଥିବାବେଳେ ଦିଲ୍ଲୀ ୨୦ ଓଭରରେ ୮ ଉଇକେଟ ହରାଇ ୨୦୫ ରନ କରିବାକୁ ସକ୍ଷମ ହୋଇଥିଲା। ପଏଣ୍ଟ ଖାତା ଖୋଲିବା ସହ ମୁମ୍ବାଇ ଦଳ ଟେବୁଲର ୭ମ ସ୍ଥାନକୁ ଉନ୍ନୀତ ହୋଇଛି। ୧୦ ବଲ୍‌ରୁ ୩୯ ରନ କରିବା ସହ ଗୋଟିଏ ଉଇକେଟ ନେଇଥିବା ମୁମ୍ବାଇର ରୋମାରିଓ ଶେଫର୍ଡ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଛନ୍ତି।
ରେକର୍ଡ/ମାଇଲଖୁଣ୍ଟ
ଏହି ମ୍ୟାଚରେ କେତେକ ରେକର୍ଡ ସୃଷ୍ଟି ହୋଇଥିବାବେଳେ କେତେଜଣ ଖେଳାଳି ବ୍ୟକ୍ତିଗତ ମାଇଲଖୁଣ୍ଟ ସ୍ପର୍ଶ କରିଛନ୍ତି। ଆଇପିଏଲ୍‌ରେ ୨୦୦ରୁ ଊର୍ଦ୍ଧ୍ୱ ରନକୁ ଡିଫେଣ୍ଡ କରିବାରେ ମୁମ୍ବାଇର ଶତ ପ୍ରତିଶତ ରେକର୍ଡ ଅତୁଟ ରହିଛି। ଏହି ଦଳ ୧୪ ଥରଯାକ ୨୦୦ରୁ ଊର୍ଦ୍ଧ୍ୱ ରନ କରିଥିବା ମ୍ୟାଚକୁ ସଫଳତାର ସହ ଡିଫେଣ୍ଡ କରିଛି। ଆଇପିଏଲ୍‌ରେ ରୋହିତ ଶର୍ମା ୧୦୦ କ୍ୟାଚ ପୂରଣ କରିଛନ୍ତି। ଏହି ତାଲିକାରେ ବିରାଟ କୋହଲି ୧୧୦ କ୍ୟାଚ ନେଇ ଶୀର୍ଷରେ ରହିଥିବାବେଳେ ରୋହିତଙ୍କ କ୍ୟାଚ ସଂଖ୍ୟା ୧୦୦ ସ୍ପର୍ଶ କରିଛି। ଏହାକୁ ମିଶାଇ ଓ୍ବାଙ୍ଖଡେରେ ମୁମ୍ବାଇ ବିଜୟରେ ଅର୍ଦ୍ଧଶତକ ପୂରଣ କରିଛି। ସୁପର ଓଭର ବିଜୟକୁ ମିଶାଇ କୌଣସି ଏକ ଭେନ୍ୟୁରେ ଗୋଟିଏ ଦଳ ୫୦ ମ୍ୟାଚ ଜିତିବା ଏହା ପ୍ରଥମ ଦୃଷ୍ଟାନ୍ତ। ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ୪୮ଟି ମ୍ୟାଚ ଜିତି ଦ୍ୱିତୀୟ ସ୍ଥାନରେ ରହିଛି। କୌଣସି ଜଣେ ହେଲେ ଖେଳାଳି ଅର୍ଦ୍ଧଶତକ ହାସଲ କରି ନ ଥିଲେ ମଧ୍ୟ ଟି୨୦ କ୍ରିକେଟରେ ଏକ ଦଳ ୨୩୪ ରନ ସଂଗ୍ରହ କରିବା ଏହା ପ୍ରଥମ। ୨୦୧୮ରେ କାଣ୍ଟରବରିଠାରେ କେଣ୍ଟ ବିପକ୍ଷରେ ସମରସେଟ୍‌ ୨୨୬/୫ ରନକରି ରେକର୍ଡର ଅଧିକାରୀ ଥିଲା। ଯଶପ୍ରୀତ୍‌ ବୁମ୍‌ରା ଆଇପିଏଲ୍‌ରେ ୧୫୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇର ପୂର୍ବତନ ଖେଳାଳି ଲସିଥ ମାଲିଙ୍ଗା ୧୭୦ଟି ଉଇକେଟ ନେଇ ତାଲିକାର ଶୀର୍ଷରେ ରହିଛନ୍ତି।

Tags: 2018 League
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0

June 20, 2025

ଆସୁଛନ୍ତି ମୋଦୀ: 2 ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ

June 20, 2025
ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

June 19, 2025

Weather

Bhubaneswar
June 22, 2025, 6:17 am
 

W
Overcast
33°C
1.7 m/s
Apparent: 36°C
Pressure: 1001 mb
Humidity: 91%
Winds: 1.7 m/s W
Windgusts: 6 m/s
UV-Index: 0
Precip.: 12.7mm /65% / Rain
Sunrise: 5:07 am
Sunset: 6:29 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom