• Latest
  • Trending
ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

Jan-15-2026 06:13 AM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

by M M
Jan-15-2026 06:13 AM IST
in ବଡ଼ ଖବର
0
ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ
497
SHARES
1.4k
VIEWS
Share on FacebookShare on Twitter

ବରିଷ୍ଠ ରାଜନେତା ତଥା ଚମ୍ପୁଆ ବିଧାୟକ ସନାତନ (ସନା) ମହାକୁଡ଼ଙ୍କୁ ନେଇ ଏବେ ଓଡ଼ିଶା ରାଜନୀତିରେ ଜୋରଦାର ଚର୍ଚ୍ଚା ଚାଲିଛି। ବିଶେଷ କରି ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବା ପରେ ସେ ବିଜେଡି ଛାଡ଼ି ବିଜେପିରେ ମିଶିବେ କି ନାହିଁ, ସେ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ସନା ମହାକୁଡ଼ ଏହି ସାକ୍ଷାତକାରକୁ ଏକ ‘ସୌଜନ୍ୟମୂଳକ ସାକ୍ଷାତ’ ବୋଲି କହିଛନ୍ତି। ସେ କହିଛନ୍ତି ଯେ ମୋହନ ମାଝୀ ତାଙ୍କ ଜିଲ୍ଲାର (କେନ୍ଦୁଝର) ଏବଂ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ଜଣେ ଜନପ୍ରତିନିଧି ଭାବେ ସେ ତାଙ୍କୁ ଶୁଭେଚ୍ଛା ଜଣାଇବାକୁ ଯାଇଥିଲେ।  ଗଣମାଧ୍ୟମର ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, “ବିଜେଡିରେ କେହି ମୋତେ ପଚାରୁନାହାନ୍ତି କି ଡାକୁନାହାନ୍ତି।” ଯଦି ଜଣେ ନେତାଙ୍କୁ ଦଳରେ ଉପଯୁକ୍ତ ସମ୍ମାନ ମିଳେନାହିଁ, ତେବେ ସେ ବିକଳ୍ପ ଚିନ୍ତା କରିବା ସ୍ୱାଭାବିକ ବୋଲି ସେ ସଂକେତ ଦେଇଛନ୍ତି।  ସିଧାସଳଖ ବିଜେପିରେ ମିଶିବା କଥା ସେ ସ୍ପଷ୍ଟ କରିନାହାନ୍ତି, କିନ୍ତୁ କହିଛନ୍ତି ଯେ “ସମୟ ଆସିଲେ ସବୁ ଜଣାପଡ଼ିବ।” ସେ ଏହା ମଧ୍ୟ କହିଛନ୍ତି ଯେ କେନ୍ଦୁଝରର ବିକାଶ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି।

Share199Tweet124
M M

M M

ଆଜିର ପାଗ

Bhubaneswar
February 2, 2026, 11:54 AM
 
NE
Partly cloudy
27°C
1.3 m/s
Apparent: 23°C
Pressure: 1018 mb
Humidity: 88%
Winds: 1.3 m/s NE
Windgusts: 5.8 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom