• Latest
  • Trending
ଅଦିନିଆ ରଥଯାତ୍ରା କଲେ ଇସ୍କନକୁ ଓଡିଶା ଛାଡିବାକୁ ପଡିବ : କଳିଙ୍ଗ ସେନା

ଅଦିନିଆ ରଥଯାତ୍ରା କଲେ ଇସ୍କନକୁ ଓଡିଶା ଛାଡିବାକୁ ପଡିବ : କଳିଙ୍ଗ ସେନା

Nov-01-2024 06:21 PM IST
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Dec-12-2025 07:14 AM IST

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

Dec-11-2025 07:10 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-11-2025 06:11 AM IST
ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

Dec-10-2025 11:01 PM IST
ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

Dec-10-2025 10:19 PM IST
  • About
  • Careers
  • Contact Us
Friday, December 12, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଅଦିନିଆ ରଥଯାତ୍ରା କଲେ ଇସ୍କନକୁ ଓଡିଶା ଛାଡିବାକୁ ପଡିବ : କଳିଙ୍ଗ ସେନା

by M M
Nov-01-2024 06:21 PM IST
in ବଡ଼ ଖବର, ରାଜ୍ୟ
0
ଅଦିନିଆ ରଥଯାତ୍ରା କଲେ ଇସ୍କନକୁ ଓଡିଶା ଛାଡିବାକୁ ପଡିବ : କଳିଙ୍ଗ ସେନା
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର : ଅଦିନିଆ ରଥଯାତ୍ରା ଆୟୋଜନର ଘୋଷଣା କରି ଇସ୍କନ ସଂସ୍ଥା ଯେଭଳି ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ ଉପହାସ କରୁଛି ତାହାକୁ କୌଣସି ମତେ ବରଦାସ୍ତ କରାଯିବ ନାହିଁ । ଆବଶ୍ୟକ ପଡିଲେ ଓଡିଶାରେ ଥିବା ଇସ୍କନ ସଂସ୍ଥାରେ ତାଲା ପକାଇ ଦିଆଯିବ ବୋଲି ଚେନାବନୀ ଦେଇଛନ୍ତି କଳିଙ୍ଗସେନା ସୁପ୍ରିମୋ ହେମନ୍ତ ରଥ ।

ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ଶ୍ରୀ ରଥ ଆଜି ସ୍ଥାନୀୟ ଇସ୍କନ ମନ୍ଦିର ସମ୍ମୁଖରେ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ଇସ୍କନ କର୍ତ୍ତୃପକ୍ଷ ଜାଣିଶୁଣି ଏଭଳି କରୁଛନ୍ତି । ପୂର୍ବରୁ ଏଭଳି ପଦକ୍ଷେପ ନେଇ ପ୍ରବଳ ବିରୋଧ ପରେ ସେଥିରୁ ଓହରିଥିଲେ । ହେଲେ ପୁଣିଥରେ ସେମାନଙ୍କର ପୁରୁଣା ରୋଗ ବାହାରିଛି । ତେଣୁ ଏଥର ଯଦି ଇସ୍କନ କୌଣସି ସ୍ଥାନରେ ଅଦିନରେ ରଥଯାତ୍ରା କରିଥିବା ପ୍ରମାଣ ମିଳିବ ତେବେ ଇସ୍କନର ସମସ୍ତଙ୍କୁ ଓଡିଶା ଛାଡିବାକୁ ପଡିବ ।

ସେ ଆହୁରି କହିଛନ୍ତି ଜଗନ୍ନାଥ ମାଟିରେ ରହି ଜଗନ୍ନାଥଙ୍କୁ ଅପମାନିତ କରିବାକୁ କୌଣସି ସ୍ତରରେ ବରଦାସ୍ତ କରାଯିବ ନାହିଁ । ନିଜକୁ ଜଗନ୍ନାଥପ୍ରେମୀ କହୁଥିବା ଇସ୍କନ କର୍ମକର୍ତ୍ତା ମନ ଭିତରେ ବାସ୍ତବରେ ଯେ ଜଗନ୍ନାଥ କିମ୍ବା ଜଗନ୍ନାଥ ସଂସ୍କୃତି ପ୍ରତି କୌଣସି ସମ୍ମାନ ନାହିଁ ତାହା ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି । ତେଣୁ ଏଭଳି ଜଗନ୍ନାଥ ଓ ସନାତନ ବିରୋଧିମାନଙ୍କର ସ୍ଥାନ ଜଗନ୍ନାଥଙ୍କ ମାଟିରେ ନାହିଁ ।

ଶ୍ରୀ ରଥ କହିଛନ୍ତି ତୁରନ୍ତ ଇସ୍କନ କର୍ତ୍ତୃପକ୍ଷ ରଥଯାତ୍ରା ନିଷ୍ପତ୍ତିରୁ ଓହରିଯାଆନ୍ତୁ । ଏହା ସହିତ ଜଗନ୍ନାଥପ୍ରେମୀଙ୍କ ସମ୍ମୁଖରେ କ୍ଷମା ମାଗିବାକୁ ଶ୍ରୀ ରଥ ପରାମର୍ଶ ଦେଇଛନ୍ତି । ଏହା ନହେଲେ ଆଗାମୀ ଦିନରେ ଇସ୍କନ କର୍ମକର୍ତ୍ତାଙ୍କୁ ପ୍ରବଳ ବିରୋଧ କରାଯିବ ବୋଲି ସେ କହିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ସାଧାରଣ ସମ୍ପାଦକ ହିମାଂଶୁ ନାୟକ,ସମ୍ପାଦିକା ମୋନାଲିସା ବିଶ୍ବାଳ, ମଧୂସୁଦନ ସାହୁ, ଅଶୋକ ସାହୁ ଏବଂ କ୍ଷେତ୍ରବାସି ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

Share196Tweet123
M M

M M

ଆଜିର ପାଗ

Bhubaneswar
December 12, 2025, 2:55 PM
 
N
Clear sky
27°C
1.5 m/s
Apparent: 15°C
Pressure: 1015 mb
Humidity: 86%
Winds: 1.5 m/s N
Windgusts: 3.8 m/s
UV-Index: 0
Precip.: 0mm /0% / Rain
Sunrise: 6:12 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

December 11, 2025
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

December 11, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom