• Latest
  • Trending
ଆୟାତୋଲ୍ଲା ଖେମିନିଙ୍କୁ ହତ୍ୟାକରିବା ପାଇଁ ଚାହୁଁଛି ଇସ୍ରାଏଲ

ଆୟାତୋଲ୍ଲା ଖେମିନିଙ୍କୁ ହତ୍ୟାକରିବା ପାଇଁ ଚାହୁଁଛି ଇସ୍ରାଏଲ

Jun-19-2025 11:01 AM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆୟାତୋଲ୍ଲା ଖେମିନିଙ୍କୁ ହତ୍ୟାକରିବା ପାଇଁ ଚାହୁଁଛି ଇସ୍ରାଏଲ

by newsroom
Jun-19-2025 11:01 AM IST
in ବଡ଼ ଖବର
0
ଆୟାତୋଲ୍ଲା ଖେମିନିଙ୍କୁ ହତ୍ୟାକରିବା ପାଇଁ ଚାହୁଁଛି ଇସ୍ରାଏଲ
500
SHARES
1.4k
VIEWS
Share on FacebookShare on Twitter

ଇରାନ କିଛି ଦିନ ଧରି ଇସ୍ରାଏଲ ଉପରେ ଘନ ଘନ ମିସାଇଲ ମାଡ଼ କରୁଛି । ଘନ ଜନବସତି ଏବଂ ସୋରୋକା ହସ୍ପିଟାଲକୁ ମିସାଇଲ ମାଡ଼ କରିଛି ଇରାନ । ଏହାପରେ ଇସ୍ରାଏଲ ଖୋଲାଖୋଲି ଭାବରେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖେମିନିଙ୍କୁ ଧମକ ଦେଇଛି। ଇସ୍ରାଏଲ ସୈନ୍ୟ ଘାଟି ଉପରେ ଆକ୍ରମଣ କରିଥିବା ବେଳେ ଇରାନ କିନ୍ତୁ ସାଧାରଣ ଲୋକଙ୍କ ଉପରେ ଆକ୍ରମଣ କରୁଥିବା ଇସ୍ରାଏଲ ଅଭିଯୋଗ କରିଛି । ଖେମିନି ଏଥିପାଇଁ ସମ୍ପୂର୍ଣ୍ଣ ଦାୟୀ ବୋଲି କହିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ।
ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କୋଟଜ୍ ଇରାନ କୁ ଧମକ ଦେଇଛନ୍ତି । ହସ୍ପିଟାଲ ଏବଂ ଆବାସିକ ସ୍ଥାନଗୁଡ଼ିକୁ ଇରାନ ଟାର୍ଗେଟ କରୁଥିବାରୁ ଏଥିପାଇଁ ଖେମେନିଙ୍କୁ ଦଣ୍ଡ ଭୋଗିବାକୁ ପଡିବ ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ତେହେରାନରେ ଆକ୍ରମଣକୁ ଆହୁରି ତୀବ୍ର କରିବାକୁ କହିଛନ୍ତି । ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଏବେ ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି ।

Share200Tweet125
newsroom

newsroom

ଆଜିର ପାଗ

Bhubaneswar
February 2, 2026, 1:40 AM
 
NNW
Overcast
20°C
0.5 m/s
Apparent: 23°C
Pressure: 1017 mb
Humidity: 90%
Winds: 0.5 m/s NNW
Windgusts: 6.6 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom