• Latest
  • Trending
ଜୟ ଢୋଲକିଆ ନିଜ ସ୍ୱାର୍ଥ ପାଇଁ କୌଣସି ଦଳକୁ ବି ଯାଇପାରିବେ: ବିଜେଡି

ଜୟ ଢୋଲକିଆ ନିଜ ସ୍ୱାର୍ଥ ପାଇଁ କୌଣସି ଦଳକୁ ବି ଯାଇପାରିବେ: ବିଜେଡି

Nov-05-2025 11:11 AM IST

ଗଙ୍ଗାସ୍ନାନ କରିବାକୁ ଯାଉଥିବା ମହିଳାଙ୍କୁ ଧକ୍କାଦେଲା ଏକ୍ସପ୍ରେସ, ଚାଲିଗଲା 7 ଜୀବନ

Nov-05-2025 11:58 AM IST

ଆଜିଠୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା :ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ

Nov-05-2025 11:44 AM IST
ନୂଆପଡ଼ାରେ ବିଜେପିର ପ୍ରଚାର

ନୂଆପଡ଼ାରେ ବିଜେପିର ପ୍ରଚାର

Nov-05-2025 11:34 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Nov-05-2025 11:05 AM IST
ବେଇମାନି ଆଖ୍ୟାରୁ ବର୍ତ୍ତିବା ପାଇଁ ଜୟ ମିଛ କହୁଛନ୍ତି: ବିଜେଡି

ବେଇମାନି ଆଖ୍ୟାରୁ ବର୍ତ୍ତିବା ପାଇଁ ଜୟ ମିଛ କହୁଛନ୍ତି: ବିଜେଡି

Nov-04-2025 07:17 PM IST
ବିଳାସପୁରରେ ମେମୁ ସହ ମାଲଗାଡ଼ି ମୁହାଁମୁହିଁ ଧକ୍କା: ଛଅ ଯାତ୍ରୀ ମୃତ

ବିଳାସପୁରରେ ମେମୁ ସହ ମାଲଗାଡ଼ି ମୁହାଁମୁହିଁ ଧକ୍କା: ଛଅ ଯାତ୍ରୀ ମୃତ

Nov-04-2025 06:51 PM IST

ନବୀନ କାହାକୁ କହିଲେ ବେଇମାନ ?

Nov-04-2025 06:31 PM IST
ବିମାନ ଟିକେଟ୍ ବାତିଲ୍ ପାଇଁ ୪୮ ଘଣ୍ଟାର ‘ଲୁକ୍-ଇନ୍-ଅପ୍ସନ୍’ ପ୍ରସ୍ତାବ

ବିମାନ ଟିକେଟ୍ ବାତିଲ୍ ପାଇଁ ୪୮ ଘଣ୍ଟାର ‘ଲୁକ୍-ଇନ୍-ଅପ୍ସନ୍’ ପ୍ରସ୍ତାବ

Nov-04-2025 05:56 PM IST

କୋହଭରା ପୋଷ୍ଟ କଲେ ରାଜୁ ଢୋଲକିଆଙ୍କ ପତ୍ନୀ; ମୋ ସ୍ୱାମୀଙ୍କୁ ପଚାରିଲନି

Nov-04-2025 05:16 PM IST
ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

ରାଜନୀତିରେ ପରିବାରବାଦ, ଥରୁରଙ୍କ ମତକୁ ନେଇ ରାଜନୀତି ସରଗରମ

Nov-05-2025 12:49 PM IST
  • About
  • Careers
  • Contact Us
Wednesday, November 5, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ଜୟ ଢୋଲକିଆ ନିଜ ସ୍ୱାର୍ଥ ପାଇଁ କୌଣସି ଦଳକୁ ବି ଯାଇପାରିବେ: ବିଜେଡି

by M M
Nov-05-2025 11:11 AM IST
in ରାଜନୀତି, ରାଜ୍ୟ
0
ଜୟ ଢୋଲକିଆ ନିଜ ସ୍ୱାର୍ଥ ପାଇଁ କୌଣସି ଦଳକୁ ବି ଯାଇପାରିବେ: ବିଜେଡି
491
SHARES
1.4k
VIEWS
Share on FacebookShare on Twitter

ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଏବଂ ତାଙ୍କ ମାଆ  ବିଜେଡି ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ପ୍ରତି ଯେଉଁ ଅରୁଚିକର, ତଥ୍ୟ ବିହୀନ ମନ୍ତବ୍ୟ ଦେଇଛନ୍ତି ତାହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ଭିତ୍ତିହୀନ ବୋଲି କହିଛନ୍ତି ବିଜେଡିର ବରିଷ୍ଠ ନେତ୍ରୀ ଡ଼ ଲେଖାଶ୍ରୀ ସାମନ୍ତସିଂହାର ।

ନିଜ ବ୍ୟକ୍ତିଗତ ସ୍ୱାର୍ଥ ପାଇଁ ଦଳ ବଦଳାଇବା ପରେ ବିଜେଡି ବିରୋଧରେ ଅମୂଳକ ମନ୍ତବ୍ୟ ଦେବା ଆଦୌ ଗ୍ରହଣୀୟ ନୁହେଁ ବୋଲି ସେ କହିଛନ୍ତି । ଆଜି ଏଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ କଡ଼ା ପ୍ରତିକ୍ରିୟା ରଖି ସେ କହିଛନ୍ତି ଯେ, ଜୟ ଢୋଲକିଆ ନିଜ ସ୍ୱାର୍ଥ ପାଇଁ କୌଣସି ଦଳକୁ ବି ଯାଇପାରିବେ । କିନ୍ତୁ ନିଜ ସ୍ୱାର୍ଥ ସାଧନ ପାଇଁ ଯେଉଁ ଦଳ ସହିତ ତାଙ୍କ ବାପାଙ୍କ ପରିଚୟ ଥିଲା, ଯେଉଁ ନେତାଙ୍କ ସହ ସ୍ୱର୍ଗତ ରାଜୁ ଭାଇ ଦୀର୍ଘ ଦିନ ଧରି କାମ କରିଥିଲେ, ନିଜ ଆନୁଗତ୍ୟ ପ୍ରକାଶ କରି ଆସୁଥିଲେ, ସେହି ଦଳକୁ ହଠାତ୍ କୁତ୍ସାରଟନା କରିବା ହୀନମାନ୍ୟତାର ପରିଚୟ ।

ଏହାକୁ ହୀନ ରାଜନୀତି ବୋଲି କୁହାଯିବ ।ରାଜୁ ଭାଇ ତିନି ଥର ବିଧାୟକ ହୋଇଛନ୍ତି, ନବୀନ ବାବୁଙ୍କ ସରକାରରେ ମନ୍ତ୍ରୀ ହୋଇଛନ୍ତି । ଆଜି ଯେଉଁମାନେ ବିଜେଡି ସହ ରାଜୁ ଭାଇଙ୍କ ସମ୍ପର୍କକୁ ନେଇ ପ୍ରଶ୍ନ ଉଠାଉଛନ୍ତି, ସେମାନଙ୍କୁ କହିବାକୁ ଚାହୁଁ, ବିଜେଡିର ଆର୍ଶୀବାଦ ବିନା ସେ ବିଧାୟକ ହୋଇଥିଲେ କି? ନବୀନ ବାବୁଙ୍କ ସହଯୋଗ ବିନା ସେ କିପରି ମନ୍ତ୍ରୀ ହେଲେ । ଶେଷ ପର୍ଯ୍ୟନ୍ତ ନବୀନ ବାବୁଙ୍କ ସହ ରାଜୁ ଭାଇଙ୍କର ଉତ୍ତମ ସମ୍ପର୍କ ଥିଲା । ନିର୍ବାଚନ ପରାଜୟ ଭୟରେ ଜୟଙ୍କୁ ନେଇ ଏକ ହୀନ ରାଜନୀତିର କାର୍ଡ ଖେଳାଯାଇଛି ।
ରାଜୁ ଭାଇ ଚେନ୍ନାଇରେ ଚିକିତ୍ସିତ ହେଉଥିବା ବେଳେ ପ୍ରତ୍ୟେକ ଦିନ ନବୀନ ନିବାସରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥାର ଯାଞ୍ଚ କରାଯାଉଥିଲା । ସେଠାରେ ତାଙ୍କର ଭଲ ଚିକିତ୍ସା ପାଇଁ ବିଜେଡି ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା । ପରେ ନବୀନ ବାବୁ ନିଜ ଚିକିତ୍ସା ପାଇଁ ମୁମ୍ୱାଇ ଗଲେ । ସେ ସମୟରେ ଦୁର୍ଭାଗ୍ୟବଶତଃ ରାଜୁ ଭାଇଙ୍କର ପରଲୋକ ହେଲା । ଏହାପରେ ତାଙ୍କ ମରଶରୀରକୁ ନୂଆପଡ଼ା ଆଣିବା ପାଇଁ ନବୀନ ବାବୁଙ୍କ ନିଦେ୍ର୍ଦଶକ୍ରମେ ଚାଟାର୍ଡ ବିମାନର ବ୍ୟବସ୍ଥା କରାଯାଇଥିଲା । ତାଙ୍କ ମୃତଦେହ ଆସିବା ପରେ ଅନ୍ତ୍ୟେଷ୍ଟି କ୍ରିୟା କେବଳ ବିଜେଡି ସହଯୋଗରେ ହୋଇଥିଲା । ଏକାଦଶାହରେ ଦଳର ବହୁ ତୁଙ୍ଗ ନେତା ଉପସ୍ଥିତ ଥିଲେ ଏବଂ ନବୀନ ବାବୁ ଦିଲ୍ଲୀରୁ ଭିଡିଓ କନଫରେସିଂ ଜରିଆରେ ଯୋଗ ଦେଇଥିଲେ । ଜୟ ଢୋଲକିଆ କେବଳ କାହା ଦ୍ୱାରା ପ୍ରେରିତ ହୋଇ ବିଜେଡି ବିରୋଧରେ ଅଣଦେଖା ଅଭିଯୋଗ କରୁଛନ୍ତି । ବିଜେପିର ପ୍ରାର୍ଥୀ ହେଲା ପରେ ଜୟ ବିଜେଡି ବିରୋଧରେ ବିଷୋଦଗାର କରୁଛନ୍ତି ବୋଲି ଶ୍ରୀମତୀ ସାମନ୍ତସିଂହାର କହିଛନ୍ତି । ଏହି ସାମ୍ୱାଦିକ ସମ୍ମିଳନୀରେ ନୂଆପଡ଼ା ବିଜେଡି ସଭାପତି ଅବନୀ ରଞ୍ଜନ ଯୋଶୀ ଉପସ୍ଥିତ ଥିଲେ ।

Share196Tweet123
M M

M M

ଆଜିର ପାଗ

Bhubaneswar
November 5, 2025, 3:43 PM
 

NW
Clear sky
29°C
2.2 m/s
Apparent: 25°C
Pressure: 1009 mb
Humidity: 89%
Winds: 2.2 m/s NW
Windgusts: 5.7 m/s
UV-Index: 0
Precip.: 0mm /0% / Rain
Sunrise: 5:50 AM
Sunset: 5:09 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଗଙ୍ଗାସ୍ନାନ କରିବାକୁ ଯାଉଥିବା ମହିଳାଙ୍କୁ ଧକ୍କାଦେଲା ଏକ୍ସପ୍ରେସ, ଚାଲିଗଲା 7 ଜୀବନ

November 5, 2025

ଆଜିଠୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା :ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ

November 5, 2025
ନୂଆପଡ଼ାରେ ବିଜେପିର ପ୍ରଚାର

ନୂଆପଡ଼ାରେ ବିଜେପିର ପ୍ରଚାର

November 5, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom