• Latest
  • Trending
ଝାଡ଼ଖଣ୍ଡରେ ବଦଳିବ କି ସରକାର?

ଝାଡ଼ଖଣ୍ଡରେ ବଦଳିବ କି ସରକାର?

Nov-21-2024 12:16 AM IST

ମୋଦିଜୀଙ୍କ ନେତୃତ୍ୱ ବିଜେପିକୁ ଆଜି ବିରାଟ ବଟବୃକ୍ଷରେ ପରିଣତ କରିଛି: ଅଭିଳାଷ ପଣ୍ଡା

Dec-30-2025 06:47 PM IST
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

Dec-30-2025 03:15 PM IST
ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

Dec-30-2025 03:08 PM IST
ସ୍ଥାପନ ହେବ ‘ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’

ସ୍ଥାପନ ହେବ ‘ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’

Dec-29-2025 07:03 PM IST

ଚାଷୀଙ୍କ ଆୟ ଦୁଇଗୁଣା କରିବା ସରକାରଙ୍କ ଲକ୍ଷ୍ୟ

Dec-29-2025 07:00 PM IST
ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

Dec-29-2025 03:22 PM IST

ଗଂଜାମରେ ବାଲି ଗାଡ଼ି ଧରିଲେ ମନ୍ତ୍ରୀ

Dec-29-2025 03:15 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-29-2025 09:52 AM IST
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

Dec-29-2025 03:02 PM IST
କିମିଆ କରିଛି ‘ହେ କଳା ବାନ୍ଧବ’ ମ୍ୟୁଜିକ ଭିଡିଓ

କିମିଆ କରିଛି ‘ହେ କଳା ବାନ୍ଧବ’ ମ୍ୟୁଜିକ ଭିଡିଓ

Dec-29-2025 01:12 PM IST
  • About
  • Careers
  • Contact Us
Wednesday, December 31, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଝାଡ଼ଖଣ୍ଡରେ ବଦଳିବ କି ସରକାର?

by M M
Nov-21-2024 12:16 AM IST
in ଦେଶ ବିଦେଶ, ବଡ଼ ଖବର, ରାଜନୀତି
0
491
SHARES
1.4k
VIEWS
Share on FacebookShare on Twitter

ଝାଡ଼ଖଣ୍ଡରେ ବଦଳିବ କି ସରକାର ?   ଅଧିକାଂଶ ଏକଜିଟ ପୋଲର କହିବା କଥା ଯେ ଜେଏମଏମ, କଂଗ୍ରେସ ଓ ଅନ୍ୟ ଦଳକୁ ନେଇ ଗଠନ ହୋଇଥିବା ଇଣ୍ଡିଆ ମେଣ୍ଟ ଝାଡ଼ଖଣ୍ଡରେ ଗାଦିଚ୍ୟୁତ ହେବେ। ଏହାର ଅର୍ଥ ବିଜେପି ନେତୃତ୍ୱାଧୀନ ଏନଡିଏ କ୍ଷମତାକୁ ଫେରିବ। ମୋଟ ୮୧ଟି ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୪୧।

ମାଟ୍ରିଜ କହିଛି ଯେ ବିଜେପି ମେଣ୍ଟ ୪୨ରୁ ୪୭, ଇଣ୍ଡିଆ ୨୫ରୁ ୩୦ ଓ ଅନ୍ୟାନ୍ୟ ଦଳ ୧ରୁ ୪ଟି ଆସନ ପାଇବେ।

ପିପୁଲ୍ସ ପ୍ଲସର ଆକଳନ କହୁଛି, ବିଜେପି ମେଣ୍ଟ ୪୪ରୁ ୫୩, ଇଣ୍ଡିଆ ୨୫ରୁ ୩୭ ଓ ଅନ୍ୟାନ୍ୟ ଦଳ ୫ରୁ ୯ ଆସନ ଜିତିବେ।

ଚାଣକ୍ୟ କହିଛି ଯେ ବିଜେପି ମେଣ୍ଟ ୪୫ରୁ ୫୦, ଇଣ୍ଡିଆ ୩୫ରୁ ୩୮ ଓ ଅନ୍ୟାନ୍ୟ ଦଳ ୩ରୁ ୫ଟି ଆସନ ଜିତିବେ।

ଇଲେକ୍ଟୋରାଲ ଏଡଜ କହିଛି ବିଜେପି ମେଣ୍ଟ ୩୨, ଇଣ୍ଡିଆ ୪୨ ଓ ଅନ୍ୟାନ୍ୟ ଦଳ ୭ଟି ଆସନ ପାଇବେ।

ଟାଇମ୍ସ ନାଓଁ-ଜେଭିସି ପକ୍ଷରୁ ହୋଇଥିବା ସର୍ଭେରେ ବିଜେପି ମେଣ୍ଟ ୪୦ରୁ ୪୪, ଇଣ୍ତିଆ ୩୦ରୁ ୪୦ ଓ ଅନ୍ୟାନ୍ୟ ଦଳ ୧ରୁ ୨ଟି ଆସନ ଜିତି ପାରନ୍ତି ବୋଲି କୁହାଯାଇଛି।

ଆକ୍ସିସ ମାଇଁ ଇଣ୍ଡିଆ କହିଛି  ଝାଡ଼ଖଣ୍ଡରେ ଇଣ୍ଡିଆ ମେଣ୍ଟର ବଡ଼ ବିଜୟ ହେବ। ରାଜ୍ୟରେ ଇଣ୍ଡିଆ ମେଣ୍ଟ ୫୩ଟି ଆସନ ଜିତିବାକୁ ଯାଉଥିବା ବେଳେ ବିଜେପି ମେଣ୍ଟ ୨୫ ଓ ଅନ୍ୟାନ୍ୟ ଦଳ ଖାତାକୁ ୩ଟି ଆସନ ଯିବ।

ଦୈନିକ ଭାସ୍କର କହିଛି ଯେ ବିଜେପି ମେଣ୍ଟ ୩୭ରୁ ୪୦ଟି, ଇଣ୍ତିଆ ୩୬ରୁ ୩୯ ଓ ଅନ୍ୟାନ୍ୟ ଦଳ ଶୂନରୁ ୨ଟି ଆସନ ପାଇବେ।

ପିଏମଆରକ୍ୟୁ ଏକଜିଟ ପୋଲରେ ଆକଳନ କରିଛି ଯେ ବିଜେପି ମେଣ୍ଟ ୩୧ରୁ ୪୦, ଇଣ୍ଡିଆ ୩୭ରୁ ୪୭ ଓ ଅନ୍ୟାନ୍ୟ ଦଳ ୧ରୁ ୬ଟି ଆସନ ପାଇବେ।

 

Share196Tweet123
M M

M M

ଆଜିର ପାଗ

Bhubaneswar
December 31, 2025, 8:45 AM
 

ENE
Partly cloudy
17°C
2.1 m/s
Apparent: 18°C
Pressure: 1014 mb
Humidity: 100%
Winds: 2.1 m/s ENE
Windgusts: 5.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ମୋଦିଜୀଙ୍କ ନେତୃତ୍ୱ ବିଜେପିକୁ ଆଜି ବିରାଟ ବଟବୃକ୍ଷରେ ପରିଣତ କରିଛି: ଅଭିଳାଷ ପଣ୍ଡା

December 30, 2025
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

December 30, 2025
ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

December 30, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom