• Latest
  • Trending

ଝାଡ଼ଖଣ୍ଡରେ ବଦଳିବ କି ସରକାର?

Nov-21-2024 12:16 AM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

May-02-2026 10:53 AM IST
odisha.newsroom.in

‘ଡିଜିଟାଲ୍ ଆରେଷ୍ଟ’ର କଳା କାହାଣୀ…ଜଳୁଥିଲା ଜୁଇ, ବାଜୁଥିଲା ଫୋନ୍…

May-01-2026 05:53 PM IST
odisha.newsroom.in

ଶିକ୍ଷା ବ୍ୟବସ୍ଥାରେ ନୂଆ ଅଧ୍ୟାୟ…୩ ଦିନରେ ୩ ଲକ୍ଷ ପରୀକ୍ଷାଖାତା ଦେଖିଲା AI…

May-01-2026 04:27 PM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଝାଡ଼ଖଣ୍ଡରେ ବଦଳିବ କି ସରକାର?

by M M
Nov-21-2024 12:16 AM IST
in ଦେଶ ବିଦେଶ, ବଡ଼ ଖବର, ରାଜନୀତି
0
491
SHARES
1.4k
VIEWS
Share on FacebookShare on Twitter

ଝାଡ଼ଖଣ୍ଡରେ ବଦଳିବ କି ସରକାର ?   ଅଧିକାଂଶ ଏକଜିଟ ପୋଲର କହିବା କଥା ଯେ ଜେଏମଏମ, କଂଗ୍ରେସ ଓ ଅନ୍ୟ ଦଳକୁ ନେଇ ଗଠନ ହୋଇଥିବା ଇଣ୍ଡିଆ ମେଣ୍ଟ ଝାଡ଼ଖଣ୍ଡରେ ଗାଦିଚ୍ୟୁତ ହେବେ। ଏହାର ଅର୍ଥ ବିଜେପି ନେତୃତ୍ୱାଧୀନ ଏନଡିଏ କ୍ଷମତାକୁ ଫେରିବ। ମୋଟ ୮୧ଟି ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୪୧।

ମାଟ୍ରିଜ କହିଛି ଯେ ବିଜେପି ମେଣ୍ଟ ୪୨ରୁ ୪୭, ଇଣ୍ଡିଆ ୨୫ରୁ ୩୦ ଓ ଅନ୍ୟାନ୍ୟ ଦଳ ୧ରୁ ୪ଟି ଆସନ ପାଇବେ।

ପିପୁଲ୍ସ ପ୍ଲସର ଆକଳନ କହୁଛି, ବିଜେପି ମେଣ୍ଟ ୪୪ରୁ ୫୩, ଇଣ୍ଡିଆ ୨୫ରୁ ୩୭ ଓ ଅନ୍ୟାନ୍ୟ ଦଳ ୫ରୁ ୯ ଆସନ ଜିତିବେ।

ଚାଣକ୍ୟ କହିଛି ଯେ ବିଜେପି ମେଣ୍ଟ ୪୫ରୁ ୫୦, ଇଣ୍ଡିଆ ୩୫ରୁ ୩୮ ଓ ଅନ୍ୟାନ୍ୟ ଦଳ ୩ରୁ ୫ଟି ଆସନ ଜିତିବେ।

ଇଲେକ୍ଟୋରାଲ ଏଡଜ କହିଛି ବିଜେପି ମେଣ୍ଟ ୩୨, ଇଣ୍ଡିଆ ୪୨ ଓ ଅନ୍ୟାନ୍ୟ ଦଳ ୭ଟି ଆସନ ପାଇବେ।

ଟାଇମ୍ସ ନାଓଁ-ଜେଭିସି ପକ୍ଷରୁ ହୋଇଥିବା ସର୍ଭେରେ ବିଜେପି ମେଣ୍ଟ ୪୦ରୁ ୪୪, ଇଣ୍ତିଆ ୩୦ରୁ ୪୦ ଓ ଅନ୍ୟାନ୍ୟ ଦଳ ୧ରୁ ୨ଟି ଆସନ ଜିତି ପାରନ୍ତି ବୋଲି କୁହାଯାଇଛି।

ଆକ୍ସିସ ମାଇଁ ଇଣ୍ଡିଆ କହିଛି  ଝାଡ଼ଖଣ୍ଡରେ ଇଣ୍ଡିଆ ମେଣ୍ଟର ବଡ଼ ବିଜୟ ହେବ। ରାଜ୍ୟରେ ଇଣ୍ଡିଆ ମେଣ୍ଟ ୫୩ଟି ଆସନ ଜିତିବାକୁ ଯାଉଥିବା ବେଳେ ବିଜେପି ମେଣ୍ଟ ୨୫ ଓ ଅନ୍ୟାନ୍ୟ ଦଳ ଖାତାକୁ ୩ଟି ଆସନ ଯିବ।

ଦୈନିକ ଭାସ୍କର କହିଛି ଯେ ବିଜେପି ମେଣ୍ଟ ୩୭ରୁ ୪୦ଟି, ଇଣ୍ତିଆ ୩୬ରୁ ୩୯ ଓ ଅନ୍ୟାନ୍ୟ ଦଳ ଶୂନରୁ ୨ଟି ଆସନ ପାଇବେ।

ପିଏମଆରକ୍ୟୁ ଏକଜିଟ ପୋଲରେ ଆକଳନ କରିଛି ଯେ ବିଜେପି ମେଣ୍ଟ ୩୧ରୁ ୪୦, ଇଣ୍ଡିଆ ୩୭ରୁ ୪୭ ଓ ଅନ୍ୟାନ୍ୟ ଦଳ ୧ରୁ ୬ଟି ଆସନ ପାଇବେ।

 

Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 1:13 AM
 

S
Partly cloudy
26°C
3 m/s
Apparent: 31°C
Pressure: 1007 mb
Humidity: 96%
Winds: 3 m/s S
Windgusts: 10 m/s
UV-Index: 0
Precip.: 10.2mm /75% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom